-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ୧୬ତମ ଓଷ୍ଟା ସାମ୍ବିଧାନିକ ସମ୍ମିଳନୀ: ପ୍ରଦୀପ ପୁଟେଲ ସଭାପତି,ଶଂକର ମିଶ୍ର ସଂପାଦକ

05-Jun-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଓଷ୍ଟା ସଂଘର ୧୬ତମ ସାମ୍ବିଧାନିକ ସମ୍ମିଳନୀ ସଦର ବ୍ଲକ ଅର୍ନ୍ତଗତ ପଞ୍ଚାୟତ ହାଇସ୍କୁଲ ବରଗାଁ ଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଅଧିବେଶନର କାର୍ଯ୍ୟକ୍ରମରେ ନିମନ୍ତ୍ରୀତ ଅତିଥି ଭାବେ ରାଜ୍ଯ ଓଷ୍ଟା ସଭାପତି ଅକ୍ଷୟ ମିଶ୍ର,ରାଜ୍ୟ କାର୍ଯ୍ଯକାରୀ ସଭାପତି ନୀଳମଣି ପୁରୋହିତ,ରାଜ୍ଯ ଓଷ୍ଟା ସଂପାଦକ ରଂଜନ କୁମାର ଦାଶ, ଯୁଗ୍ମ ସଂପାଦକ ବ୍ରଜ ବିଶ୍ବାଳ, କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ରାଜ୍ଯ ଉପସଭାପତି ସୁଧିର ନାଏକ,ରାଜ୍ଯ ସଂପାଦକ ରଂଜିତା ମିଶ୍ର ଓ ଶିକ୍ଷାପ୍ରଦୀପ ର ସଂପାଦକ ଶଂକର ସୁବୁଦ୍ଧି ପ୍ରମୁଖ ମଂଚାସୀନ ଥିଲେ। ଓଷ୍ଟା ରାଜ୍ଯ ସଂପାଦିକା ରଂଜିତା ମିଶ୍ର ବାର୍ଷିକ ବିବରଣୀ ପଠନ କରିଥିଲେ। ଦ୍ବିତୀୟ ଅଧିବେଶନରେ ଅନୁଷ୍ଠିତ ନିର୍ବାଚନରେ ପର୍ଯ୍ଯବେକ୍ଷକ ଭାବେ ସାରଂଗଧର ଠାକୁର ଯୋଗ ଦେଇଥିଲେ। ସଂଘର ସଦସ୍ଯ ସଦସ୍ଯାଙ୍କୁ ନେଇ ନିର୍ବାଚନ ହୋଇଥିଲା। ଏହି ନିର୍ବାଚନରେ

ସଂଘ ସଭାପତି ଭାବେ ପ୍ରଦୀପ କୁମାର ପୁଟେଲ, ସଂପାଦକ ଭାବେ ଶଂକର ପ୍ରସାଦ ମିଶ୍ର, କାର୍ଯ୍ଯକାରୀ ସଭାପତି ଅନିଲ ସାହୁ, ଉପସଭାପତି ମଣିକର ମାଝୀ,ସନ୍ତୋଷ ମିଶ୍ର, ପ୍ରଣତି ପାଣିଗ୍ରାହୀ, ଯୁଗ୍ମ ସଂପାଦକ ପିତାମ୍ବର ଛତର, ଶୁଭେନ୍ଦୁ ମହାନ୍ତି (ଟୁକୁ), ପଦ୍ମାଳୟା ତ୍ରିପାଠୀ, କାର୍ଯ୍ଯକାରୀ କମିଟି ସଭ୍ୟ ଭାବେ କୁଳମଣୀ ଯୋଶୀ, ଭକ୍ତବନ୍ଧୁ ପୁରୋହିତ, ସୁଶାନ୍ତ କୁମାର ଦାଶ ଏବଂ ନବ କିଶୋର ନନ୍ଦଙ୍କ ନାମନିର୍ବାଚିତ ପ୍ରାର୍ଥୀ ହେଲେ ବୋଲି ଘୋଷଣା କରାଯାଇଥିଲା। ଶାନ୍ତିଶୃଙ୍ଖଳା ଓ ସୁବ୍ୟବସ୍ଥିତ ସହ ଅନୁଷ୍ଠିତ ଏହି କାର୍ଯ୍ଯକ୍ରମରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ନିର୍ଦ୍ଦେଶରେ ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ ଗୋଟିଏ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ କରାଯାଇଥିଲା।ପରିଚାଳନା କମିଟି ସଭାପତି ଲୋକନାଥ ବିଶିଙ୍କ ପ୍ରତକ୍ଷ୍ଯ ତତ୍ତ୍ବାବଧାନରେ କାର୍ଯ୍ଯକ୍ରମର ସଫଳ ରୂପାୟନ ହୋଇଥିଲା। କାର୍ଯ୍ଯକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ,ପୁରାତନ ଛାତ୍ରଛାତ୍ରୀଙ୍କ ସମେତ ଗାଁର ସ୍ବେଚ୍ଛାସେବୀ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like