-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କୃଷି ସଂକଳ୍ପ ଅଭିଯାନ

05-Jun-2025



ବରୀ (ରଞ୍ଜିତ ମହାନ୍ତି): ଚାଷୀ ମାନଙ୍କୁ ପ୍ରାକ ଖରିଫ ଫସଲ ଚାଷ ପାଇଁ ସରକାରଙ୍କ ବିଭିନ୍ନ ଯୋଜନା, ପ୍ରୋତ୍ସାହନ ଓ ନୂତନ ଜ୍ଞାନକୌଶଳ ବିଷୟରେ ଅବଗତ କରାଇବା ନିମନ୍ତେ ଧାରପୁର ପଞ୍ଚାୟତର ନାଥପୁର ଶନି ପଡିଆଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ହୋଇଯାଇଛି। ବ୍ଲକ କୃଷି ଅଧିକାରିଣୀ ଜ୍ୟୋତିର୍ମୟୀ ସଂଯୋଜନାରେ ଅଭିଯାନର କେନ୍ଦ୍ରୀୟ କୃଷିରତ ମହିଳା ଗବେଷଣା ସଂସ୍ଥାନର ପ୍ରମୁଖ ବୈଜ୍ଞାନିକ ବିଶ୍ବନାଥ ସାହୁ, କୃଷି ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ ଲଳିତ କୁମାର ମହାନ୍ତି, ବୈଜ୍ଞାନିକ ସୁବ୍ରତ କୁମାର ପାଣିଗ୍ରାହୀ, କେନ୍ଦ୍ରୀୟ ମତ୍ସ୍ୟ ଗବେଷଣା କେନ୍ଦ୍ର
ଭୁବନେଶ୍ବର ବୈଜ୍ଞାନିକ ପ୍ରିୟବ୍ରତ ସ୍ବାଇଁ କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ଉପାଦେୟତା ଉପରେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଧାରପୁର ସରପଞ୍ଚ କୁନା ମଲିକ, ଏଟିଏମ ପ୍ରିୟ ରଞ୍ଜନ ରାଉତ, ସହକାରୀ କୃଷି ଅଧିକାରୀ ବିକାଶ ମହାପାତ୍ର, ଉଦ୍ୟାନ କୃଷି ଅଧିକାରିଣୀ ମୋନାଲିସା ଅଧିକାରୀ, ଧର୍ମଶାଳାର ସହକାରୀ ଉଦ୍ୟାନ କୃଷି ଅଧିକାରିଣୀ ଶୁଭଶ୍ରୀ ଶୁଭଦର୍ଶିନୀ, ଓଭରସିୟର ଶ୍ରୀକାନ୍ତ କୁମାର ନାୟକ, ଗ୍ରାମ୍ୟ କୃଷି କର୍ମଚାରୀ ରୂପାଲି ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। କୃଷି ରଥ ମାଧ୍ୟମରେ ଗ୍ରାମରେ ସରକାରଙ୍କ ଦ୍ବାରା ବିଭିନ୍ନ ସହାୟତା, ସୁବିଧା ବିଷୟରେ ଅବଗତ କରାଯାଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like