-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ମଡେ଼ଲ ପ୍ରଦର୍ଶନୀରେ ବଲାଙ୍ଗୀରର ସ୍ବପ୍ନେନ୍ଦୁ ପାଢ଼ୀ

05-Jun-2025



ବଲାଙ୍ଗୀର(ପ୍ରେରଣା ଖବର): ରାଜ୍ୟ ମଡେ଼ଲ ପ୍ରଦର୍ଶନୀ ରେ ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଳକ ଡୁଡୁକା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ଵରୁପ ପାଢ଼ୀ ମଡେ଼ଲ ବିଶ୍ଵ ପରିବେଶ ଦିବସ ପାଳନ  ଅବସରରେ ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ, ଜଳବାୟୁ ପରିବର୍ତନ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ବର ସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ (ଓୟୁଏଟି) ପରିସରରେ ଥିବା କୃଷି ଶିକ୍ଷା ସଦନ, ଶିରିପୁରଠାରେ ଜୁନ୍ ୫ ତାରିଖ, ୨୦୨୫ (ଗୁରୁବାର) ସକାଳ ୯ଟାରେ ରାଜ୍ୟ ସ୍ତରୀୟ ଇକୋ ମଡେଲ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି, ଉକ୍ତ ପ୍ରଦର୍ଶନୀରେ ଇକୋ କ୍ଲବ ମାଷ୍ଟର ଟ୍ରେନର ଦିଲ୍ଲୀପ କୁମାର ଧଳ ମାର୍ଗଦର୍ଶନରେ ପ୍ରସ୍ତୁତ ପ୍ରକଳ୍ପ "ଦେଶୀୟ ଜ୍ଞାନ କୌଶଳର ପୁନଃରୁଦ୍ଧାର ହିଁ ପ୍ଲାଷ୍ଟିକ ଉତ୍ପାଦର ସଫଳ ବିକଳ୍ପ "ବଲାଙ୍ଗିର ଜିଲ୍ଲାରୁ ମନୋନୀତ ହୋଇ ଓଡିଶା ଆଦର୍ଶ ବିଦ୍ୟାଳୟ , ଡୁଡୁକାରେ ଅଧ୍ୟୟନରତ ଛାତ୍ର ସ୍ୱପ୍ନେନ୍ଦୁ ପାଢ଼ୀ ଙ୍କ ଦ୍ୱାରା ପ୍ରଦର୍ଶିତ ହୋଇଥିଲା ।ମାନ୍ୟବର ମୁଖ୍ୟମନ୍ତ୍ରୀ, ଶ୍ରୀଯୁକ୍ତ ମୋହନ ଚରଣ ମାଝୀ  ଓ ମାନ୍ୟବର ମନ୍ତ୍ରୀ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରୀଯୁକ୍ତ ଗଣେଶ ରାମ ସିଂଖୁଣ୍ଟିଆ ପ୍ରକଳ୍ପ ପ୍ରସ୍ତୁତକାରୀଙ୍କ ସହ ଭାବ ବିନିମୟ କରିଥିଲେ l ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ, ଜଙ୍ଗଳ ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଙ୍କ ସମେତ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ,ସି.ଇ.ଏସ. ନିର୍ଦ୍ଦେଶକ ଡକ୍ଟର ମୁର୍ଗାସେନ  ସମ୍ମାନିତ ଅତିଥି ଭାବେ ମଂଚାସୀନ ଥିଲେ, ପ୍ରୋଗ୍ରାମ ଅଫିସର ପ୍ରଭାତ ମୋହନ ଦାଶ, ପ୍ରୋଜେକ୍ଟ ଅଫିସର ପ୍ରଶାନ୍ତ ନାୟକ ତଥା ନିଷ୍ଠାପର କର୍ମଚାରୀ ଭରତ ଜେନାଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀଙ୍କ ଅକ୍ଲାନ୍ତ ପରିଶ୍ରମ ଫଳରେ ସମଗ୍ର କାର୍ଯ୍ୟକ୍ରମଟି ସରସ ସୁନ୍ଦର ହୋଇପାରିଥିଲା, ଓଡିଶା ଆଦର୍ଶ ବିଦ୍ୟାଳୟ , ଡୁଡୁକା ର ଅଧ୍ୟକ୍ଷ ପ୍ରବୀଣ କୁମାର ସାହୁ ଉଭୟ ଶିକ୍ଷକ ଓ ଛାତ୍ରଙ୍କୁ ଅଭିନନ୍ଦନ ଜଣାଇଛନ୍ତି


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like