-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ ହେଲେ ପ୍ରାକ୍ତନ ପ୍ରଧାନଶିକ୍ଷକ ମୂରଲୀଧର

05-Jun-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଆଜିଥିଲା ବିଶ୍ଵ ପରିବେଶ ଦିବସ ।ଏହି ଅବସରରେ ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡିଶା ସରକାରଙ୍କ ଦ୍ଵାରା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟର କୃଷି ଶିକ୍ଷା ସଦନ ଭୁବନେଶ୍ବର ଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ସମାରୋହ ପାଳନ ପରିପ୍ରେକ୍ଷୀରେ ବିନିକା ବ୍ଲକ କୁହିବାହାଲ ଉଚ୍ଚ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ମୂରଲୀଧର ବିଶ୍ଵାଳ ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ ହୋଇ ବିନିକା ଅଞ୍ଚଳ ପାଇଁ ଗୌରବ ଆଣିଥିବାରୁ ଅଞ୍ଚଳବାସୀ ତଥା ଶିକ୍ଷାପ୍ରେମୀ ମହଲରେ ଖୁସିର ଲହରୀ ଖେଳିଯାଇଛି।ମିଳିଥିବା ସୂଚନା ଅନୁସାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଗରିମାମୟ ଉପସ୍ଥିତିରେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ଗଣେଶ ରାମ୍ ସିଂ ଖୁଣ୍ଟିଆ ଏବଂ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ,ରାଜ୍ୟ ପ୍ରଦ୍ୟୁଷଣ ବୋର୍ଡ ସଦସ୍ୟ ସଚିବ ଉମା ନନ୍ଦୁରୀ,ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟର କୁଳପତି ଏବଂ  ପି. ସି.ସି.ଏଫ୍ ସୁରେସ୍ ପନ୍ଥ ଓ କେ.ମୃଗେଶନ୍ଙ୍କ ପ୍ରମୁଖଙ୍କ ଉପସ୍ଥିତିରେ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ଗଣେଶ ରାମ୍ ସିଂ ଖୁଣ୍ଟିଆଙ୍କ ଠାରୁ ଶିକ୍ଷକ ମୁରଲୀଧର ବିଶ୍ଵାଳ ପ୍ରକୃତି ମିତ୍ର ପୁରସ୍କାର ସହ ମାନପତ୍ର ଓ କୋଡ଼ିଏ ହଜାର ଟଙ୍କା ଅର୍ଥରାଶି ଚେକ ଗ୍ରହଣ କରିଥିଲେ ।ସୂଚନା ଯୋଗ୍ୟ ଯେ ମୁରଲିଧରଙ୍କ  ପେଶା ଶିକ୍ଷକତା ରହିଥିଲେ ମଧ୍ୟ ନିଶା ତାଙ୍କର ପରିବେଶ ସୁରକ୍ଷା ।ସମୟ ନଷ୍ଟ ନକରି ଶ୍ରୀ ବିଶ୍ଵାଳ ପରିବେଶ ସୁରକ୍ଷା ଉପରେ ଧ୍ୟାନ ଦେବାସହ ଲୋକଙ୍କୁ ମଧ୍ୟ ସଚେତନତାର ବାର୍ତ୍ତା ପ୍ରଦାନ କରି ଆସୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like