-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ସଂଗଠନ ପକ୍ଷରୁ ସଂଗଠନ ର ଉପଦେଷ୍ଟା ଶ୍ରମିକ ନେତା ଲଳିତ ନାୟକ ଓ କୁଡlସିଂହା ଶାଖା ସଭାପତି ଚିତ୍ତରଞ୍ଜନ ପ୍ରଧାନଙ୍କ ଅକାଳ ବିୟୋଗରେ ଶୋକସଭା

22-Jan-2021



ବଲାଙ୍ଗିର, (ପ୍ରେରଣା ଖବର): ଆଜି ସନ୍ଧ୍ୟାରେ ମାହେଶ୍ଵରୀ ଅନୁଷ୍ଠାନରେ ମାହେଶ୍ଵରୀ ର ମୁଖ୍ୟ ଉପଦେଷ୍ଟା ବିଶିଷ୍ଟ ସମାଜସେବୀ  ଲଲିତ ନାୟକଙ୍କ ଦେହାନ୍ତରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇ ଯାଇଛି। ଏହି ସଭା ରେ ସ୍ବର୍ଗତ ନାୟକ ଙ୍କ ସ୍ମୃତି ଚରଣ ଓ ତାଙ୍କର ବିରଳ ବ୍ୟକ୍ତିତ୍ଵ ଉପରେ ସଦସ୍ୟ ମାନେ ଆଲୋକପାତ କରିଥିଲେ। ସେ ଥିଲେ ସର୍ବହରାଙ୍କ ସାହାରା l ଛାତ୍ର ରାଜନୀତିରୁ ଆରମ୍ଭ ହୋଇ ଅନୁନ୍ୟ ୫୦ ରୁ ଅଧିକ ସଂଘ ର ନେତୃତ୍ୱ ନେଇଥିଲେ ଲଳିତ ନାୟକ l ସେ  ଥିଲେ ମୁକୁଟ ବିହୀନ ସମ୍ରାଟ। ତାଙ୍କ ବିୟୋଗରେ  ଯେଉଁ ଶୂନ୍ୟସ୍ଥାନ ସୃଷ୍ଠି ହେଲା ତାହା ଅପୂରଣୀୟ। ଏହି ଦୁଃଖ ରୁ ବାହାରି ପାରି ନଥିବା ବେଳେ ହଠାତ୍ ଆଉ ଏକ ଦୁଃଖଦ ଖବର କ୍ରମରେ କୁଡ଼ାସିଂହା ଶାଖା ସଭାପତି  ଚିତ୍ତରଞ୍ଜନ ପଧାନଙ୍କ ଅକାଳ ବିୟୋଗ ଘଟିଛି।ମାହେଶ୍ଵରୀ ପରିବାର ପାଇଁ ଏହି ୨ ଅମୂଲ୍ୟ ଜୀବନ ର ଅସମୟ ପରଲୋକ ସମସ୍ତଙ୍କୁ ମର୍ମାହତ କରିଛି ବୋଲି ମାହେଶ୍ୱରୀ ପକ୍ଷରୁ କୁହାଯାଇଛି l ମାହେଶ୍ୱରୀ ର ମାର୍ଗଦର୍ଶକ ତଥା ମୁଖ୍ୟ ଉପଦେଷ୍ଟା ବିଶିଷ୍ଟ ସମାଜସେବୀ ଲଲିତ ନାୟକ ଓ କୁଡ଼ାସିଂହ ଶାଖା ସଭାପତି ଚିତ୍ତରଞ୍ଜନ ପଧାନଙ୍କ ଆତ୍ମ ର ସତଗତି କାମନା କରୁଛୁ।  ଶ୍ରୀ ନାୟକଙ୍କ ସ୍ମୃତି ରକ୍ଷା ନିମନ୍ତେ ମାହେଶ୍ଵରୀ ପରିବାରର ନିଷ୍ପତ୍ତି କ୍ରମେ ପ୍ରତି ବର୍ଷ ମାହେଶ୍ଵରୀ ର ବାର୍ଷିକ ଉତ୍ସବରେ ଜଣେ ସମାଜସେବୀଙ୍କୁ ଲଲିତ ନାୟକ ସମ୍ମାନ ଓ ମେଗା ରକ୍ତଦାନ ଶିବିର ଆୟୋଜନ କରିବାକୁ ନିଷ୍ପତ୍ତି ହୋଇଛି। ଆଜି  ବଲାଙ୍ଗୀର ମାହେଶ୍ଵରୀ ର ସମସ୍ତ ଶାଖା କୁଡାସିଂହ, ଆଗଲପୁର, ଲୋଇସିଂହା, ବିଜେପୁର ଏକ ସାଙ୍ଗ ରେ ଦୀପ ପ୍ରଜ୍ବଳନ କରି ଆମର ଆତ୍ମା ର ସାତଗତି କାମନା କରିଥିଲେ । ଏହି ସଭା ରେ ମାହେଶ୍ଵରୀ ର ଉପଦେଷ୍ଟା  ଲୋଟସ ଷଡ଼ଙ୍ଗୀ, ବ୍ୟାସଦେବ ନନ୍ଦ, ଦିନେଶ ଶର୍ମା, ଲଲିତ ସାହୁ, ମାହେଶ୍ଵରୀ ର ମୁଖ୍ୟ ପରିଚାଳକ ଅଙ୍କୁଶ କୁମାର୍ ପାଣ୍ଡିଆ, ସଭାପତି ଶୋଭନ ଅଗ୍ରୱାଲ, ମହିଳା ଶାଖା ର ସଂଯୋଜୀକା ସୋନିଆ ବେଜ, ସହ ସଂଯୋଜିକ, ପ୍ରିୟଙ୍କା ପଟ୍ଟନାୟକ ଓ ମାହେଶ୍ଵରୀ ପରିବାର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like