-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କୁ ସୁରକ୍ଷା ଦେବାକୁ ପୋଲିସ ଡିଜିଙ୍କ ନିର୍ଦ୍ଦେଶ

05-Jun-2025



ବରଗଡ(ପ୍ରେରଣା ଖବର): ସାମ୍ବାଦିକ ନିରୋଜ ପାଣୀଙ୍କୁ ସୁରକ୍ଷା ପ୍ରଦାନ କରିବା ପାଇଁ ପୋଲିସ ଡିଜି ବରଗଡ ପୋଲିସ କୁ ନିର୍ଦ୍ଦେଶ ଦେଇଥିବାର ଜଣା ପଡିଛି । ଏଠାରେ ପ୍ରକାଶ ଯୋଗ୍ଯ ଯେ,ଗତ ଡିସେମ୍ବର ୮ ତାରିଖ ୨୦୨୪ ମସିହାରେ ଓଡ଼ିଶାର ମୁଖ୍ଯମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବରଗଡ ଜିଲ୍ଲା ସୋହେଲା ଠାରେ ରାଜ୍ଯ ସ୍ତରୀୟ ଏକ ଚାଷୀ ସମାବେଶରେ ଯୋଗଦାନ କରି ଗତ ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଦେଇଥିବା ପ୍ରତିଶୃତି ଅନୁସାରେ ରାଜ୍ଯ ସରକାର ଓଡ଼ିଶାର ଚାଷୀ ମାନଙ୍କ ଧାନକୁ କ୍ବିଣ୍ଟାଲ ପ୍ରତି ଅଧିକ ୮ଶହ ଟଙ୍କା ଇନପୁଟ ସବସିଡି ପ୍ରଦାନ କରି କ୍ବିଣ୍ଟାଲ ପ୍ରତି ୩୧ ଶହ ଟଙ୍କାରେ ଧାନ କିଣି ସେଦିନ ରାଜ୍ଯ ର ସମସ୍ତ ଚାଷୀଙ୍କ ଏକାଉଣ୍ଟ କୁ ଇନପୁଟ ସବସିଡି ର ଟଙ୍କା ମୁଖ୍ୟମନ୍ତ୍ରୀ ଚାଷୀ ମାନଙ୍କ ବ୍ଯାଙ୍କ ଏକାଉଣ୍ଟ କୁ ଡିବିଟି ଜରିଆରେ ପ୍ରଦାନ କରିଥିଲେ । ସୋହେଲା ସମାବେଶ ରାଜ୍ଯ ସରକାରଙ୍କ ଏକ ସରକାରୀ କାର୍ଯ୍ୟକ୍ରମ ଥିବାବେଳେ ଓ ଏଥିପାଇଁ ରାଜ୍ଯ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ୨ କୋଟି ଟଙ୍କା ଖର୍ଚ୍ଚ କରିଥିବା ବେଳେ ଜିଲ୍ଲାର ମିଲର୍ସ ମାନଙ୍କ ଠାରୁ ବିଜେପି ର ଜଣେ ବରିଷ୍ଠ ନେତା ଏହି ସମାବେଶ ନାଁରେ ପ୍ରତ୍ଯେକ ମିଲର୍ସଙ୍କ ଠାରୁ ୫ଲକ୍ଷ ଟଙ୍କା ଅସୁଲ କରିଥିବାର ବରଗଡ ଜିଲ୍ଲାରେ ଚର୍ଚ୍ଚା ହେବା ପରେ ସାମ୍ବାଦିକ ଶ୍ରୀ ନିରୋଜ ପାଣୀ ଏହା ଉପରେ ଏକ ସମ୍ବାଦ ପ୍ରକାଶିତ କରିଥିଲେ । ଏହି ସମ୍ବାଦରେ କୌଣସି ନେତାଙ୍କ ନାମ ନଥିବା ବେଳେ ଏଥିରେ ଉତ୍ତେଜିତ ହୋଇ ବରଗଡ ବିଧାୟକ ଶ୍ରୀ ଅଶ୍ବିନୀ ଷଡଙ୍ଗୀ ସାମ୍ବାଦିକ ଶ୍ରୀ ପାଣୀଙ୍କୁ ବିଭିନ୍ନ ବ୍ଯକ୍ତି ମାନଙ୍କ ଜରିଆରେ ଧମକ ଚମକ କରୁଥିଲେ । ହଠାତ ଗତ ତା ୧୦ ୵ ୫ ୵ ୨୦୨୫ ରିଖ ଦିନ ନୃସିଂହନାଥ ବୈଶାଖ ମେଲା ଯାତ୍ରା ସମୟରେ ନୃସିଂହନାଥ ସ୍ଥିତ ପାନ୍ଥନିବାସ ରେ ବିଧାୟକ ଶ୍ରୀ ଷଡଙ୍ଗୀ ସାମ୍ବାଦିକ ଶ୍ରୀ ପାଣୀଙ୍କୁ ଦେଖି ସର୍ବ ସାଧାରଣରେ ଗାଳିଗୁଲଜ କରି ଚପଲମାଲ ପିନ୍ଧାଇ ବରଗଡ ସହରରେ ବୁଲାଇ ଦେବି ବୋଲି ଧମକ ଦେବାବେଳେ ସେଠାରେ ଉପସ୍ଥିତ ଅତାବିରା ବିଧାୟକ ଶ୍ରୀ ନିହାର ମହାନନ୍ଦ ମଧ୍ଯ ଗାଳିଗୁଲଜ କରି ଏପରି ତୁମ ଜୀବନ ପ୍ରତି ବିପଦ ଅଛି ବୋଲି ଧମକାଇ ଥିଲେ । ସାମ୍ବାଦିକ ଶ୍ରୀ ପାଣୀ ଏଥିରେ ଭୟଭୀତ ହୋଇ ଓଡ଼ିଶାର ମୁଖ୍ଯମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଏଥିରେ ହସ୍ତକ୍ଷେପ କରିବା ପାଇଁ ଅନୁରୋଧ କରିଥିଲେ । ଓଡ଼ିଶା ପୋଲିସ ଡିଜିଙ୍କ ଠାରୁ ନିର୍ଦ୍ଦେଶ ପାଇଁ ବରଗଡ ଏସିପି,ପଦ୍ମପୁର ଏସଡିପିଓ ଶ୍ରୀ ପାଣ୍ଡବ ଶବର ଙ୍କୁ ଘଟଣା ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଆଜି ପଦ୍ମପୁର ଏସଡିପିଓ ଶ୍ରୀ ପାଣ୍ଡବ ଶବର ପାଇକମାଲ ଥାନାକୁ ଆସି ସାମ୍ବାଦିକ ଶ୍ରୀ ନିରୋଜ ପାଣୀଙ୍କୁ ଥାନାକୁ ଡକାଇ ଏହାର ତଦନ୍ତ କରିଥିଲେ । ସାମ୍ବାଦିକ ଶ୍ରୀ ପାଣୀକୁ ସମସ୍ତ ପ୍ରକାରର ସୁରକ୍ଷା ଯୋଗାଇ ଦେବାକୁ ପାଇକମାଲ ଥାନା ଆଇଆଇସି ଶ୍ରୀ କୌଲାସ ପ୍ରଧାନଙ୍କୁ ସେ ନିର୍ଦ୍ଦେଶ ଦେଇଥିବା ଜଣା ଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like