-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସାହିତ୍ଯ ଘର ତରଫରୁ ବିଶ୍ବ ପରିବେଶ ଦିବସରେ ଆଲୋଚନାଚକ୍ର

05-Jun-2025



ବଲାଙ୍ଗୀର (ପ୍ରେରଣା ଖବର): ପରିବେଶର ସୁରକ୍ଷା ପାଇଁ ବ୍ୟାପକ ଜନସଚେତନତା ଲୋଡା।ସଧାରଣ ଲୋକଙ୍କ ଭିତରେ ପ୍ରକୃତିକୁ ଭଲପାଇବା ବଢିଲେ ହିଁ ପରିବେଶ ସୁରକ୍ଷିତ ହୋଇପାରିବ। ବିଭିନ୍ନ କ୍ଷେତ୍ରରେ ଏଥିପାଇଁ ଉପଯୁକ୍ତ ଯୋଜନା ଓ ବର୍ଷତମାମ  ନୂତନ ଗଛ ମାନଙ୍କ ସୁରକ୍ଷା କଲେ ଗଛ ବଢିବ ବୋଲି ମତ ଦେଇଛନ୍ତି ବହୁ ପରିବେଶପ୍ରେମୀ।

ସମ୍ବାଦ  ସଂପାଦକଙ୍କ ଉଦ୍ୟମ  ଓ ଆୟୋଜନରେ ପୁନଶ୍ଚ ପୃଥିବୀ   ବିଚାର ଆଲୋଚନା ଏ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି ସମସ୍ତେ ମତ ଦେଇଥିଲେ।ବଲାଙ୍ଗୀର ସାହିତ୍ଯ ଘର ତରଫରୁ ବିଶ୍ବ ପରିବେଶ ଦିବସରେ  ପରିବେଶ ସୁରକ୍ଷା ପାଇଁ ଆଲୋଚନାଚକ୍ରରେ ବଲାଙ୍ଗୀର ସାହିତ୍ଯ ଘର ସଭାପତି ସନ୍ଦୀପ କୁମାର କୁଅଁର ସଭାପତିତ୍ବ କରିଥିଲେ। ଆଲୋଚନାଚକ୍ର ରେ ପ୍ରକୃତିବନ୍ଧୁ ଶିକ୍ଷକ ଦିଗାମ୍ବର ନାଏକ, ପ୍ରକୃତିବନ୍ଧୁ ଶିକ୍ଷକ ଭକ୍ତ ଚରଣ ନାଏକ, ପ୍ରକୃତିବନ୍ଧୁ ଶିକ୍ଷକ
ଆନନ୍ଦ ବଡପଣ୍ଡା, ହୃଷୀକେଶ ଦାଶ, ଅଧିବକ୍ତା ଶୁଭ୍ରାଂଶୁ ଶେଖର ପଣ୍ଡା, ଅଧ୍ୟାପକ  ସନ୍ତୋଷ କୁମାର ରାଉତ, ଜନସମ୍ବାଦ ସଂପାଦକ  ଶଚିତାନନ୍ଦ ବଗର୍ତ୍ତୀ,ସାମ୍ବାଦିକ ନବୀନ ପଶାୟତ, ଅବସରପ୍ରାପ୍ତ ଉଦ୍ୟାନ ଅଧିକାରୀ କେଶବ ଚନ୍ଦ୍ର ମିଶ୍ର, ସାରଥୀ ପଟେଲ ପ୍ରମୁଖ  ଅଂଶଗ୍ରହଣ କରି ନିଜର ମତବ୍ୟକ୍ତ କରି ଥିଲେ। ପରେ ଆଗାମୀ ଜୁଲାଇ ମାସରେ ବନ ମହୋତ୍ସବ ଅବସରରେ ବ୍ୟାପକ ବୃକ୍ଷରୋପଣ କରାଯିବାକୁ ଓ ମୋ ଓଡିଶା ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଗଛ ଲଗାଅ,ଗଛ ବଞ୍ଚାଅ  କୁ ଗୁରୁତ୍ବ ଦେବାକୁ ସମସ୍ତେ ମତ ଦେଇଥିଲେ। ସାହିତ୍ଯ ଘର  ସହ ସଂପାଦକ  ରଂଜିତ ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like