-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଚିତ୍ରକୋଣ୍ଡାରେ ବିଶ୍ବ ପରିବେଶ ଦିବସ ପାଳିତ

06-Jun-2025



ମାଲକାନଗିରି(କେଶବ ନାୟକ): ଆଜି ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀଙ୍କ ନେତୃତ୍ବରେ ଚମ୍ପାଝଲା ଠାରେ ବିଶ୍ଵ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବୃକ୍ଷ ରୋପଣ କରାଯିବା ସହ ପରିବେଶକୁ ପ୍ରଦୂଷଣ ମୁକ୍ତ କରିବା ପାଇଁ ପ୍ଲାଷ୍ଟିକ ବ୍ଯବହାର ନ କରିବା ଉପରେ ଗୁରୁତ୍ଵ ଦିଆଯାଇ ଥିଲା। ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡ଼ିଶା ସରକାରଙ୍କର ଚଳିତ ବର୍ଷ ବିଶ୍ବ ପରିବେଶ ଦିବସର ବିଷୟବସ୍ତୁ ଥିଲା - ଏଣ୍ଡିଙ୍ଗ ପ୍ଲାଷ୍ଟିକ ପଲୁସନ୍ ଅର୍ଥାତ ପ୍ଲାଷ୍ଟିକ ପ୍ରଦୂଷଣ ର  ଅନ୍ତ। ଏଥି ପ୍ରତି ସମସ୍ତେ ଧ୍ୟାନ ଦେବା ପାଇଁ ଆହ୍ୱାନ ଦିଆ ଯାଇଛି। ମୃତ୍ତିକା , ଜଳ, ଜଙ୍ଗଲ ଓ ଜୈବ ବିବିଧତା ପ୍ଲାଷ୍ଟିକ ଆବର୍ଜନା ବୃଦ୍ଧି ଯୋଗୁଁ 
ବିପଦର ସମ୍ମୁଖୀନ ହେଉଛି।। ପବିତ୍ର ନଦୀ ଓ ଜଳାଶୟ ସମୂହ ପ୍ଲାଷ୍ଟିକ ଦ୍ବାରା ପ୍ରଦୂଷଣ ହେଉଛି। ଏଣୁ ପ୍ଲାଷ୍ଟିକ ବ୍ଯବହାର ନ କରି ତା'ର ବିକଳ୍ପ ସାମଗ୍ରୀ ବ୍ୟବହାର ଉପରେ ଗୁରୁତ୍ଵ ଦିଆଯାଇଥିଲା। ଏଥିରେ ରାଜଲକୋଣ୍ଡା ଭିଏସଏସ ସଦସ୍ୟ ସହିତ ବନକର୍ମଚାରୀମାନେ ଯୋଗ ଦେଇଥିଲେ। ସେମାନେ ହେଲେ ବନପାଳ ନିରଞ୍ଜନ ସାରକା, ବନରକ୍ଷୀ ସାରୁ କୁଆସୀ, ସଞ୍ଜୟ କୁମାର ପରିଡା, ଶଶାଙ୍କ କୁମାର ଦାଶ,ରାମ ଚନ୍ଦ୍ର ମାଛସଂଗ୍ରାମ ବରାଳ , ସନ୍ତୋଷ କୁମାର ପାଇକ, ବଳଦେବ ଧାରୁଆ, ରଞ୍ଜିତ କୁମାର ପୂଜାରୀ ,ୱର୍ଡ ମେମ୍ବର ମନ ଖେମୁଣ୍ଡ ଓ ମଙ୍ଗଳା ଗୋଲରୀ ପ୍ରମୁଖ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like