-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ସଂକୀର୍ତ୍ତନ ମହୋତ୍ସବ ଦ୍ୱିତୀୟ ସଂଧ୍ୟା

06-Jun-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ  ହରିଶଙ୍କର କଳା ମଣ୍ଡପ ଠାରେ ୨୦ତମ ଲୋକ କଳା ଉତ୍ସବ-୨୦୨୫ ରାଜ୍ୟସ୍ତରୀୟ ସଂକୀର୍ତ୍ତନ ମହୋତ୍ସବ  ଦ୍ୱିତୀୟ ସଂଧ୍ୟା ର ମନଛୁଆଁ ସାଂସ୍କୃତିକ କାର୍ଯ୍ୟକ୍ରକୁ ହଜାର ହଜାର ଦର୍ଶକ ମନଭରି ଉପଭୋଗ କରିଥିଲେ  l  ଓଡିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାର ଓ ଓଡିଶା

ମାଇନିଙ୍ଗ କାର୍ପୋରେଷନ ତଥା ପ୍ରଗତି ଅନୁଷ୍ଠାନ ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଉକ୍ତ ମହୋତ୍ସବ ରେ ସ୍ୱନାମାଧନ୍ୟ ସଂକୀର୍ତ୍ତନ ଦଳ ଓ ପାଲା ଦଳ ର ଢୋଲ,ମୃଦଙ୍ଗ, ଗିନି, ଝାଞ୍ଜ ର  ଶବ୍ଦ ଓ ସୁମଧୁର ସଂଗୀତର ସୁମଧୁର ଧୁନ ଓ ନୃତ୍ୟର ତାଳ କୁ ହଜାର ହଜାର ଦର୍ଶକ ମନଭରି ଉପଭୋଗ କରିଥିଲେ l  ପୁରୀ ଜିଲ୍ଲା ର ପାଲା ଦର୍ଶକଙ୍କୁ ବାନ୍ଧି ରଖିଥିଲା l   ଶରତ ସାହୁ, ରଞ୍ଜନ ପାତ୍ର ସାଂସ୍କୃତିକ ମଞ୍ଚ ପରିଚାଳନା କରିଥିଲେ  l  ଦ୍ୱିତୀୟ ଦିବସରେ ଭଦ୍ରକ ଜିଲ୍ଲା ଧାମନଗର,ହାତୀପାଲି, ବାଉଁଶୁଣି, କମଲପୁର,ଟପର୍ଣ୍ଣା, ବଡ଼କୁସଙ୍ଗ, ମା ମାହେଶ୍ୱରୀ

ନଚନୀୟା ବୌଦ୍ଧ  ଆଦି ପୁରୁଷ ଓ ମହିଳା ସଂକୀର୍ତ୍ତନ ମଣ୍ଡଳୀ ଓ ପୁରୀ ଓ ବୌଦ୍ଧ ଜିଲ୍ଲା ପାଲା ମଣ୍ଡଳୀ  ଙ୍କ କଳା ପ୍ରଦର୍ଶନରେ ସ୍ୱତନ୍ତ୍ର ପାଲା ମଣ୍ଡପ ଦୁଲୁକି ଉଠିଥିଲା  l ମହୋତ୍ସବ ଆବାହକ ଦିବ୍ୟଶଙ୍କର ରାଉତ  କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବା ବେଳେ ମହୋତ୍ସବ କମିଟି ସମ୍ପାଦକ ଓମପ୍ରକାଶ ମିଶ୍ର, ଧର୍ମେନ୍ଦ୍ର ରଣା, ପ୍ରଦୀପ ଦାସ,ଶରତ ସାହୁ,ସାନନ୍ଦ, ବିଶ୍ଵାମିତ୍ର ପାଢ଼ୀ, ମନୋଜ କୁମାର ରାଜହଂସ, ରାଜକିଶୋର ବାଘ,ଗଣେଶ ସାହୁ,ଅରୁଣ ରଣା,ଅକ୍ରୁର ସାହୁ ସମେତ କମିଟିର ସମସ୍ତ କର୍ମକର୍ତ୍ତା ପରିଚାଳନା ସହଯୋଗ କରିଥିବାବେଳେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଦର୍ଶକଙ୍କ ସମାଗମ ହୋଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026

You Might Also Like