-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରର ପ୍ରସ୍ତାବିତ ଲକ୍ଷ୍ମୀ ଜୋର୍ ଥାନା ତୁରନ୍ତ କାର୍ଯ୍ୟକ୍ଷମ କରିବା ପାଇଁ ୧୯୭୭  ପି. ଆର. ହାଇସ୍କୁଲ  ସୋସିଓ କଲଚରାଲ୍ ଅର୍ଗାନାଇଜେସନର ଦାବିପତ୍ର

06-Jun-2025



ବଲାଙ୍ଗୀର (ପ୍ରେରଣା ଖବର):  ବଲାଙ୍ଗୀରରେ ଦିନକୁ ଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗୁଛି l ପୋଲିସକୁ ଚକମା ଦେଇ ଅପରାଧୀ ମାନେ ଦ୍ୱିପହରରେ ଭିଆଉଛନ୍ତି ଜଘନ୍ୟ କାଣ୍ଡ l ଏହି ପରିପ୍ରେକ୍ଷୀରେ ବଲାଙ୍ଗୀରର ପ୍ରସ୍ତାବିତ ଲକ୍ଷ୍ମୀ ଜୋର୍ ଥାନା ତୁରନ୍ତ କାର୍ଯ୍ୟକ୍ଷମ କରିବା ପାଇଁ ୧୯୭୭  ପି. ଆର. ହାଇସ୍କୁଲ ସୋସିଓ କଲଚରାଲ୍ ଅର୍ଗାନାଇଜେସନ ଦାବି କରିଛି l ଆଜି ଏହି ସଂଘ ର  ସଭ୍ୟ ମାନେ ବଲାଙ୍ଗୀର ଏସ୍ ପି ଅଭିଳାଷ ଜୀ ଙ୍କୁ ସାକ୍ଷାତ କରି ଲକ୍ଷ୍ମୀ ଜୋର୍ ଥାନା ସମେତ ବଲାଙ୍ଗୀରର ବିଭିନ୍ନ ସ୍ଥାନରେ ଏପରି ଥାନା ମାନ ସ୍ଥାପନ କରିବାକୁ ଦାବି କରିଛନ୍ତି l  ୧୯୭୭  ପି. ଆର. ହାଇସ୍କୁଲ  ସୋସିଓ କଲଚରାଲ୍ ଅର୍ଗାନାଇଜେସନ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଏସ୍ ପି  ଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରଯାଇଥିଲା l ଅର୍ଗାନାଇଜେସନର ସଭପତି ରତନ ମହାରଣାଙ୍କ ନେତୃତ୍ଵରେ ସମ୍ପାଦକ ସୁକାନ୍ତ ପୁରୋହିତ କୋଷାଧକ୍ଷ ବ୍ରଜବନ୍ଧୁ ସାଏ, କାର୍ଯକାରିଣୀ ସଭ୍ୟ  ମୋହନ ଗୋପାଳ ପଣ୍ଡା, ସତ୍ୟ ନାରାୟଣ ପଣ୍ଡା, ନରେନ୍ଦ୍ର କୁମାର ଆଚାର୍ଯ୍ୟ, ଭଗବାନ ବଗର୍ତ୍ତୀ ବର୍ତମାନର ଅସାମାଜିକ କାର୍ଯ୍ୟକଳାପ ଇତ୍ୟାଦିକୁ ଯଥାଶୀଘ୍ର ରୋକ ଲଗାଇ ଅସାମାଜିକ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବୀ ଜଣାଇବା ସଙ୍ଗେ ସଙ୍ଗେ ରାଜ୍ୟରେ ବଲାଙ୍ଗିରକୁ ଏକ ନମ୍ବର ଶାନ୍ତିର ଜିଲ୍ଲା ଭାବେ ପରିଚୟ ଦେବାକୁ ସାମର୍ଥ୍ୟ ପ୍ରଦାନ କରିବାକୁ ସମସ୍ତ ଜନସାଧାରଣ ଓ ପୋଲିସ ପ୍ରଶାସନ ଙ୍କ ଉଦଯୋଗରେ କେବଳ ସମ୍ଭବ ହୋଇପାରିବ ବୋଲି ଆଲୋଚନା କରି ଦାବି ପତ୍ର ପ୍ରଦାନ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like