-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ କନ୍ଧମାଳ ଗସ୍ତ: ଉଦଘାଟିତ ହେବ ବହୁ ପ୍ରତିକ୍ଷୀତ ମେଡିକାଲ କଲେଜ: କଡା ସୁରକ୍ଷା ବ୍ୟବସ୍ଥା

06-Jun-2025



କନ୍ଧମାଳ(ସୁଶିଲ କୁମାର ପାଣିଗ୍ରାହୀ): ଆଦିବାସୀ ଅଧୁଷିତ ବହୁଳ କନ୍ଧମାଳ ଜିଲ୍ଲା ଫୁଲବାଣୀକୁ ୭ ତାରିଖ ଶନିବାର ଦିନିକିଆ ଗସ୍ତରେ ଆସୁଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିପାଇଁ ଜିଲ୍ଲା ପ୍ରଶାସନ ଚଳଚଞ୍ଚଳ ହେବା ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଦିନିକିଆ ଗସ୍ତ କାର୍ଯ୍ୟକ୍ରମ ସଫଳ କରିବା ପାଇଁ ଜିଲ୍ଲା ପ୍ରଶାସନର ପ୍ରତ୍ୟକ୍ଷ ତତ୍ବାବଧାନରେ ସହରକୁ ସଜବାଜ କାର୍ଯ୍ୟ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଦିନିକିଆ ଗସ୍ତ ଫୁଲବାଣୀ ସଦର ମହକୁମାକୁ ଆସି ପ୍ରଥମେ କନ୍ଧମାଳ ଜିଲ୍ଲାର ବହୁ ପ୍ରତିକ୍ଷୀତ ସରକାରୀ ମେଡିକାଲ କଲେଜର ଲୋକାର୍ପଣ କରିବେ । ଏହି କଲେଜ ଜିଲ୍ଲାର ବହୁ ମେଧାବୀ ଡାକ୍ତରୀ ପାଠ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ନୂତନ ଦିଗ ଦର୍ଶନ କରିବା ସହ ଆଗାମୀ ଦିନରେ ଏହି କଲେଜରେ ସ୍ଥାନୀୟ ଅଂଚଳର ବହୁ ଯୁବବର୍ଗ ଡାକ୍ତର ହେବାର ସ୍ବପ୍ନ ପୂରଣ କରିପାରିବ । ୨୦୦୭-୦୮ ମସିହାରେ କନ୍ଧମାଳ ଦଙ୍ଗା ସମୟରେ ବିଭିନ୍ନ ଦାବୀ ଗୁଡିକ ମଧ୍ୟରୁ ଏହି ମେଡିକାଲ କଲେଜ ସ୍ଥାପନ ଏକ ପ୍ରମୁଖ ଦାଵୀ ଥିବା ବେଳେ ଦୀର୍ଘ ବର୍ଷର ଅବସାନ ପରେ କନ୍ଧମାଳକୁ ମିଳିବାକୁ ଯାଇଛି ଏହି ସରକାରୀ ମେଡିକାଲ କଲେଜ । ୨୦୦୭-୦୮ ମସିହା ଦଙ୍ଗା ପରେ ରାଜ୍ୟରେ ଥିବା ବିଜେଡି ଓ ବିଜେପି ମେଣ୍ଟ ସରକାରରୁ ନବୀନଙ୍କ ବିଜେଡି ଦୁରେଇ ଯାଇଥିବା ବେଳେ ସେହି ମସିହା ପରେ ବିଜେଡି ନିଜ ଦମରେ ରାଜ୍ୟରେ ସରକାର ଗଠନ କରି ଯେଉଁ ଦଙ୍ଗା ସମୟରେ ବିଜେପିକୁ ଶାସନର ସ୍ବାଦ ଚାଖୁବା ଠାରୁ ଦୂରରେ ରଖିଥିଲା I ଦଙ୍ଗାର ପ୍ରମୁଖ ଦାବିରେ ସ୍ଥାନ ଥିଲା କନ୍ଧମାଳ ମେଡିକାଲ କଲେଜର ସ୍ଥାପନ ଦାବୀକୁ ପୂର୍ବ ସରକାର ଦୀର୍ଘ ବର୍ଷ ଗଡେଇ ରଖିବା ପରେ ବର୍ତ୍ତମାନ ଡବଲ ଇଂଜିନ ବିଜେପି ସରକାର କନ୍ଧମାଳର ସରକାରୀ ମେଡିକାଲ କଲେଜକୁ ଲୋକାର୍ପିତ କରି ଜିଲାବାସୀଙ୍କୁ ଆଗାମୀ ଦିନରେ ବିଜେପି ସପକ୍ଷରେ ପୁନଃ ସମର୍ଥନ ପାଇଁ ପ୍ରୟାସ କରିବ। ଏହି ମେଡିକାଲ କଲେଜ ଫୁଲବାଣୀ ପୌର ପରିଷଦ ଅଂଚଳ ଭିତରେ ନରଖି ଫୁଲବାଣୀ ପୌର ପରିଷଦ ଅଂଚଳରୁ ୪ କିମି ଦୂରରେ ରହିଛି । ଅଳ୍ପ ଦୁରରେ ଗ୍ରାମାଞ୍ଚଳରେ ଗ୍ରାମବାସୀ ମାନେ ଉପକୃତ ହେବା ପାଇଁ ଗ୍ରାମ ପଂଚାୟତ ଅଞ୍ଚଳରେ ସ୍ଥାପିତ କରାଯାଇଛି। ତେଣୁ ସହରାଞ୍ଚଳରେ ଜନସାଧାରଣ ମାନେ ଅସୁବିଧାର ସମ୍ମୁଖୀନ ହେବେ ବୋଲି ଜନସାଧରଣ ଚର୍ଚ୍ଚା ହେଉଛି। କିନ୍ତୁଗ୍ରାମାଞ୍ଚଳରେ ଗ୍ରାମବାସୀ ମାନେ ଉପକୃତ ହୋଇପାରିବେ ଓ ଅନ୍ୟ ଜିଲ୍ଲାକୁ ଯିବାପାଇଁ ଆଶା ରଖିବେ ନାହିଁ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେପି କର୍ମୀ ଓ ଜନସାଧରଣଙ୍କ ମନରେ ଖୁସି ଦେଖିବାକୁ ମିଳୁଛି । ବିଭିନ୍ନ ଉଦଘାଟନ ପରେ କରୋନେସନ ପଡ଼ିଆରେ ଏକ ସାଧାରଣ ସଭାର ଆୟୋଜନ ରହିଛି ଏଥିରେ ଏକ ବର୍ଷ ବିଜେପି ଶାସନ କଣ କରିଛି ତାହାର ସୃଷ୍ଠ ଚିତ୍ର ଦେଖାଇବ ବିଜେପି ସରକାର।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like