-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଗୋପାଲପୁରରେ ବିଶ୍ୱ ପରିବେଶ ଦିବସ ପାଳିତ

06-Jun-2025



ବରଗଡ଼(ପ୍ରେରଣା ଖବର): ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ଗୋପାଳପୁର ଆଶ୍ରମ ବିଦ୍ୟାଳୟ ପରିସରରେ ଆଜି ଆମ ଓଡ଼ିଶା ସମ୍ବାଦ ସାହିତ୍ୟଘର ଭଟଲି ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି।ଏଥିରେ ଭଟଲି ସମ୍ବାଦପ୍ରତିନିଧି ନରସିଂହ ଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ଉଦ୍ୟାନ କୃଷି ଅଧିକାରୀ ଭବେଶ ଦଳାଇ ଯୋଗଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବରେ ଇକୋ କ୍ଲବ ମାଷ୍ଟର ଟ୍ରେନର ତଥା ପରିବେଶବିତ୍ ସଞ୍ଜୟ ଖମାରୀ, ଆମ ଓଡ଼ିଶା ସମ୍ବାଦ ସାହିତ୍ୟ ଘର ଭଟଲିର ସଭାପତି ତିଆରାମ ଡ଼ନସନା ଓ ସମ୍ପାଦକ ତେଜରାଜ ହୋତା, ଗୋପାଳପୁର ଆଶ୍ରମ ବିଦ୍ୟାଳୟର ଶିକ୍ଷକ ତଥା ପ୍ରକୃତିପ୍ରେମୀ ଉଚ୍ଛବ ଭୁଏ, ପଞ୍ଚବଟୀ ବନ ସୁରକ୍ଷା ସମିତି

ବେଲବାହାଲିର ସମ୍ପାଦକ ଖତୁ ବିଶ୍ୱାଳ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଅନନ୍ତ ସାହୁ, ଅଶୋକ ସାହୁ, ଦୁର୍ଯୋଧନ ହାତୀ ଯୋଗଦାନ କରିଥିଲେ।ଅତିଥିବୃ୍ନ୍ଦ ବିଶ୍ଵ ପରିବେଶ ଦିବସର ମହତ୍ତ୍ଵ ଓ ପରିବେଶ ସୁରକ୍ଷା ନିମନ୍ତେ ଜନସଚେତନତାର ଆବଶ୍ୟକତା ବିଷୟରେ ଆଲୋକପାତ କରିଥିଲେ। ବିଶ୍ବ ପରିବେଶ ଦିବସ ଉପଲକ୍ଷେ ପରିବେଶ ସଚେତନତା ଏବଂ ସୁରକ୍ଷା ପାଇଁ ଚଳିତ ବର୍ଷର ବିଷୟ ବସ୍ତୁ "ବିଟ୍ ପ୍ଲାଷ୍ଟିକ୍ ପଲ୍ୟୁସନ୍" ଉପରେ ଆଲୋଚନା କରିବା ସହିତ ଏକ୍ ପେଡ୍ ମାଁ କେ ନାମ୍ -୨.0 ସଂପର୍କରେ ବ୍ୟାପକ ଜନ ସଚେତନତା ସୃଷ୍ଟି କରି ଆଗାମୀ ଦିନରେ ଚାରାରୋପଣ କରିବା ପାଇଁ ବୈଠକରେ ସ୍ଥିରୀକୃତ ହୋଇଥିଲା।ଶେଷରେ ଶିକ୍ଷକ ଅଷ୍ଟମନ୍ୟୁ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।
.


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like