-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

*ଧାନ ଫସଲ କ୍ଷୟ କ୍ଷତି ର ବୀମା ଯୋଗାଇବାକୁ ଜିଲ୍ଲାପାଳ ଙ୍କୁ ଚାଷୀ ସଂଗଠନ ର ଦାବୀ ପ୍ରଦାନ* - *ରାମ ପୁର ଠାରେ ବିକ୍ଷୋଭ ଓ ରାସ୍ତା ରୋକ୍ କଲେ ଚାଷୀ*-

06-Jun-2025



ସୋନପୁର ( ମନୋରଞ୍ଜନ ତ୍ରିପାଠୀ)
 ଅଦିନିଆ ବର୍ଷା ରେ ଧାନ ଫସଲ ନଷ୍ଟ  ହୋଇ ଥିବାରୁ ଏହାର କ୍ଷତି ପୂରଣ ଓ ଇନ୍ସୁରେନ୍ସ କମ୍ପାନୀ ର ମନମାନି ବିରୁଦ୍ଧରେ ଆଜି ଚାଷୀ ସଂଗଠନ ସଭାପତି ଉମେଶ ପୁଝାରୀ ଙ୍କ ନେତୃତ୍ଵ ରେ ରାମପୁର ଠାରେ ଏ ଅଞ୍ଚଳ ର ଶତାଧିକ ଚାଷୀ ମୁଖ୍ୟ ରାସ୍ତା ଅବରୋଧ କରି ବିକ୍ଷୋପ ପ୍ରଦର୍ଶନ କରିଛନ୍ତି l ସକାଳ ୬ ଟା ରୁ ସନ୍ଧ୍ୟା ୬ ଟା ଯାଏ ରାସ୍ତା ଅବରୋଧ ପାଈଁ ଏସପି, ରାମପୁର ଆଇ ଆଇ ସି ଓ ସ୍ଥାନୀୟ ତହସିଲଦାର ଙ୍କୁ ପୂର୍ବରୁ ଲିଖିତ ଆକାର ରେ ଚାଷୀ ସଂଗଠନ ଜଣାଇଛନ୍ତି l  ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ପ୍ରାଥମିକ ସେବା ସମବାୟ ସମିତି ର ବିଭିନ୍ନ ଚାଷୀ ସଂଗଠନ ର ଶତାଧିକ ଚାଷୀ ଆଜି ଏ ଆନ୍ଦୋଳନରେ ସାମିଲ ହୋଇ ତହସିଲଦାର ଙ୍କ ଜରିଆରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କୁ ଏକ ଦାବୀ ପତ୍ର ପ୍ରଦାନ କରିଛନ୍ତି l ଧାନ ଫସଲ କ୍ଷୟ କ୍ଷତି ର ଆକଳନ ସହ ଏହାର ଉଚିତ ପ୍ରାପ୍ୟ ପାଈଁ ସରକାର ଙ୍କୁ ରିପୋର୍ଟ୍ ପ୍ରଦାନ, ବୀମା ଓ ଇନପୁଟ ସବସିଡି ପ୍ରଦାନ, ଓ ଟୋକନ ଅବଧି କୁ ସାତ ଦିନ ବୃଦ୍ଧି କରିବା ଦାବୀ ନେଇ  ଏ ଚାଷୀ ମାନେ ରାମପୁର ଠାରେ ଆଜି ରାସ୍ତା ରୋକ୍ ସହ ଆନ୍ଦୋଳନ ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି l  ସୁବର୍ଣ୍ଣପୁର ସି ଡି ଏ ଓ, ଏ ଡି ଏ ଓ, ସ୍ଥାନୀୟ ତହସିଲଦାର ଘଟଣା ସ୍ଥଳ କୁ ପହଂଚି ଆନ୍ଦୋଳନକାରୀ ମାନଙ୍କୁ ବୁଝା ସୁଝା କରି ଆସନ୍ତା ୮ ତାରିଖ ଦିନ ଏ ବିଷୟ ରେ ଆଲୋଚନା କରି ସମସ୍ୟା ସମାଧାନ କରିବୁ ବୋଲି ଲିଖିତ ପ୍ରତିଶୁତି ଦେବା ପରେ ଆନ୍ଦୋଳନ କାରୀ ଧାରଣା ରୁ ଉଠି ଥିଲେ l ଅପରାହ୍ନ ରେ ରାସ୍ତା ରେ ଯାନ ବାହନ ସ୍ଵାଭାବିକ ଭାବରେ ଚଳ ପ୍ରଚଳ କରିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like