-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||     

HOME   ଜିଲ୍ଲା

ବରୀ ଅଞ୍ଚଳ ଚାଷୀଙ୍କ ସମସ୍ୟା ସମାଧାନ ଖୁବ୍‌ଶୀଘ୍ର

06-Jun-2025



ବରୀ(ରଞ୍ଜିତ ମହାନ୍ତି): ବରୀ ଅଞ୍ଚଳ ଚାଷୀଙ୍କ ସମସ୍ୟା ଖୁବ୍‌ଶୀଘ୍ର ସମାଧାନ କରାଯିବ। ଏନେଇ ଗୁରୁବାର ବିଭିନ୍ନ ସମସ୍ୟାକୁ ନେଇ ପୂର୍ବ ବିଭାଗ, ଡ୍ରେନେଜ ବିଭାଗ ଓ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ବିଧାୟକ ବିଶ୍ବରଞ୍ଜନ ମଲ୍ଲିକ ଆଲୋଚନା କରିଛନ୍ତି। ପରେ କ୍ଷେତ୍ର ପରିଦର୍ଶନ କରିଛନ୍ତି। ଏହି ବିଭାଗଗୁଡ଼ିକ ଅଧୀନରେ ଥିବା କାର୍ଯ୍ୟଗୁଡ଼ିକୁ କିଭଳି ତୁରନ୍ତ କରାଯାଇପାରିବ ସେ ନେଇ ଆଲୋଚନା କରାଯାଇଛି। ନିର୍ଦ୍ଦିଷ୍ଟ ସମୟ ସୀମା ଭିତରେ କାର୍ଯ୍ୟଗୁଡ଼ିକୁ ଶେଷ କରିବାକୁ ସ୍ଥିର କରାଯାଇଛି।
ଦୁଧେଇ ନଦୀରେ ପ୍ରତିବର୍ଷ ବନ୍ୟା ଆସି ସାରନ୍ଦା ପାଟ, ଉଖୁଣିଆ, ବରପଡ଼ିଆ ସମେତ ବରୀଠାରୁ ଖେମେଶ୍ବର ପର୍ଯ୍ୟନ୍ତ ସମସ୍ତ ଚାଷ ଜମି ଜଳମଗ୍ନ ହୋଇଥାଏ। କିନ୍ତୁ ବନ୍ୟା ଜଳ ନିଷ୍କାସନ ପାଇଁ ବାଟ  ନ ଥ୍ବାରୁ ଏହି ଚାଷ ଜମିଗୁଡିକ ୬ ମାସ ଧରି ବୁଡ଼ି ରହେ। ଏହି ସମସ୍ୟାର ସମାଧାନ ପାଇଁ ବିଗତ ଦିନରେ ଚାଷୀମାନେ ଜିଲାପାଳଙ୍କ
ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ ଅଧୂକାରୀଙ୍କ ସହ କ୍ଷେତ୍ର ପରିଦର୍ଶନ କରୁଛନ୍ତି ।
ଅଫିସ ସମ୍ମୁଖରେ ଧାରଣାରେ ବସିଥିଲେ। ଜିଲାପାଳ ଏହାର ସମାଧାନ କରିବାକୁ ଚାଷୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ହେଲେ ପ୍ରତିଶ୍ରୁତି ପୂରଣ ହୋଇ ପାରିନାହିଁ। ବିଧାୟକ ଚାଷୀଙ୍କ ଏହି ସମସ୍ୟା ନେଇ ଆଲୋଚନା କରିବ ରିବା ପରେ ବରିଷ୍ଠ ଅଧିକାରୀମାନେ ବିଧାୟକଙ୍କ ସହ କ୍ଷେତ୍ର ପରିଦର୍ଶନ କରିଥିଲେ ଲ। | ଏହି ଏହି ପରିଦର୍ଶନ ସମୟରେ ରହୁଥୁବା ଚାଷ ଜମିରୁ ଜଳ ନିଷ୍କାସନ ପାଇଁ । ବୁଡ଼ି ଘ୍ର କାର୍ଯ୍ୟ ଆରମ୍ଭ କରାଯିବ ବୋଲି ଅଧୂକାରୀମାନେ କହିଥିଲେ। ସେହିପରି ବରୀରୁ ବିଞ୍ଝାରପୁର ଯାଜପୁରକୁ ସଂଯୋଗ
ନିମନ୍ତେ ଢିଆବାରିଙ୍ଗି ନିକଟ ନଦୀରେ ନିର୍ମାଣ ସେତୁର ଆପ୍ରୋଚରୋଡ ଜମି ଜମା ବିବଦାରୁ ହୋଇପାରୁନାହିଁ। ବିଧାୟକଙ୍କ ହସ୍ତକ୍ଷେପ ପରେ ଜମି ମାଲିକଙ୍କ ସହିତ ଆଲୋଚନା କରାଯାଇ ଏହି ସମସ୍ୟାର ସମାଧାନ କରାଯାଇଛି | ତେଣୁ ଆପ୍ରୋଚ ରୋଡ୍ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ବେ ଜଣାପଡ଼ିଛି। ସେହିପରି ବରୀ-କଳାମାଟିଆ ଶହୀଦ ପୀଠ ଓ ଅନ୍ୟ ସମସ୍ୟା ବିଷୟରେ ବିଧାୟକ ଏବଂ ଅଧିକାରୀଙ୍କ ମଧ୍ୟରେ ଆଲୋଚନା କରାଯାଇ ସମାଧାନ କରାଯାଇଥିବା ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026

You Might Also Like