-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଭେଟିଲେ ଓଷ୍ଟା କର୍ମକର୍ତ୍ତା

06-Jun-2025




ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଓଷ୍ଟା ସଂଘର ଜିଲ୍ଲା ସଭାପତି ପ୍ରଦୀପ କୁମାର ପୁଟେଲ ଓ ସଂପାଦକ ଶଙ୍କର ପ୍ରସାଦ ମିଶ୍ରଙ୍କ ନେତୃତ୍ବରେ  ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ଯାଳୟରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ ନାଗଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।ଏହି ସାକ୍ଷାତକାର ସମୟରେ ଏଡିଇଓ ରୀନା କୁମାରୀ ବେହେରା ଓ ସେବାଶ୍ରୀ ଭୋଇ ଉପସ୍ଥିତ ଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନାଗ ଓଷ୍ଟା ସଂଗଠନ ସହ ଥିବା ତାଙ୍କର ପୂର୍ବ ସଂପର୍କର ଅନୁଭୂତି କହିବା ସହ ଶିକ୍ଷାର ଆବଶ୍ୟକତା ଉପରେ ଗୁରୁତ୍ବ ଦେଇ ସରକାରୀ ପ୍ରୋତ୍ସାହନ ସଂପର୍କରେ ସଚେତନତା ସୃଷ୍ଟି କରିବା ସହ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଓଷ୍ଟା କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ। ଓଷ୍ଟା ସଂଘ ତଥା ଜିଲ୍ଲାରେ ଥିବା ବିଭିନ୍ନ ଶିକ୍ଷକ ସଂଘ ସହ ସମନ୍ବୟ ରକ୍ଷା କରି ଆଲୋଚନା ମାଧ୍ୟମରେ ଶିକ୍ଷା କ୍ଷେତ୍ରରେ ଉପୁଜୁଥିବା ସମସ୍ତ ସମସ୍ଯାର ସମାଧାନ କରାଯିବ ବୋଲି ଶ୍ରୀନାଗ କହିଥିଲେ।ପରେ ଓଷ୍ଟାର ସମସ୍ତ କର୍ମକର୍ତ୍ତା ବଲାଙ୍ଗୀର ସଦର ବ୍ଲକ କାର୍ଯ୍ଯାଳୟକୁ ଯାଇ ବ୍ଲକ ଶିକ୍ଷା ଅଧିକାରୀ ଦିଲୀପ ଯୋଶୀଙ୍କ ସହ ମଧ୍ଯ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ଏହି କାର୍ଯ୍ଯକ୍ରମରେ ଉପଦେଷ୍ଟା ଅବନୀ କାନ୍ତ ତ୍ରିପାଠୀଙ୍କ  ସମେତ ରାଜ୍ୟ ସଂଘର ଉପସଭାପତି ସୁଧିର ନାଏକ, ରାଜ୍ଯ ସଂପାଦିକା ରଂଜିତା ମିଶ୍ର, ଜିଲ୍ଲା ଯୁଗ୍ମ ସଂପାଦକ ଶୁଭେନ୍ଦ୍ର ମହାନ୍ତି (ଟୁକୁ) ତଥା ସଂଘର କର୍ମକର୍ତ୍ତାଙ୍କ ମଧ୍ଯରେ କୃଷ୍ଣଚନ୍ଦ୍ର ମିଶ୍ର,ପଦ୍ମାଳୟା ତ୍ରିପାଠୀ,ଗୋବିନ୍ଦ ବଗର୍ତ୍ତୀ, ସୁରେଶ ଷଡଙ୍ଗୀ, ଖଗେଶ୍ବର ଷଡଙ୍ଗୀ, ଭକ୍ତବନ୍ଧୁ ପୁରୋହିତ, କୁଳମଣୀ ଯୋଶୀ, ସଂଜୀବ ହୋତା, ସୁଶାନ୍ତ କୁମାର ଦାଶ, ପ୍ରୀତିବାସ ପୁଟେଲ, ପିତାମ୍ବର ଛତର ପ୍ରମୁଖ ଉପସ୍ଥିତ ଥିଲେ।ପରେ ଜିଲ୍ଲା ସଭାପତି ଶ୍ରୀ ପୁଟେଲ ଓ ସଂପାଦକ ଶ୍ରୀ ମିଶ୍ର ଉଭୟ ସଂଘର କର୍ମକର୍ତ୍ତାଙ୍କ ସହ ସାଂଗଠନିକ ସ୍ଥିତି,ବିକାଶ ଓ ଆବଶ୍ୟକତା ସଂପର୍କରେ ମତ ବିନିମୟ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like