-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ମିଶନ ଅହୀର ରେଜିମେଣ୍ଟ ଓ ସହିଦ ମାନଙ୍କ ରଜ କଳସ ଯାତ୍ରା ଅନୁଷ୍ଠିତ |

07-Jun-2025



ବିନିକା(ହିମାଂଶୁ ଶେଖର ପୁଟେଲ) ରେଜାଙ୍ଗାଲା ଯୁଦ୍ଧର ବିର ଗାଥା ଓ ମିଶନ ଅହୀର ରେଜିମେଣ୍ଟ ଦାବିରେ ଦେଶବ୍ୟାପୀ କଳସ ଯାତ୍ରା ଅନୁଷ୍ଠିତ ହେଉଛି |ସୂଚନା ଅନୁସାରେ ୧୯୬୨ମସିହାରେ ଭାରତ ଚୀନ ଯୁଦ୍ଧରେ ୧୧୪ ଅହୀର ଯବାନ ସହିଦ ହୋଇଥିଲେ |ତାଙ୍କର ବୀରତ୍ୱକୁ ସମ୍ମାନ ଜଣାଇ ଓ ତାଙ୍କ ସ୍ମୃତିରେ ସାରା ଦେଶରେ କଳସ ଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ଉକ୍ତ କଳସ ରଥ ଆଜି ସୁବର୍ଣ୍ଣପୁର ଜିଲ୍ଲା ବିନିକାକୁ ପହଞ୍ଚିଥିଲା | ବିନିକା ଶେଷ ସୀମା ଅଙ୍ଗନଦୀ ନିକଟକୁ ଏହି ରଥ ପହଞ୍ଚିବା ପରେ ବିନିକା ବ୍ଲକ ଯାଦବ ସମାଜ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା | ପରେ ଏକ ଵିଶାଲ ବାଇକ ରେଲିରେ ରଥ ବିନିକା ଆସିଥିଲା  ସହରର ପାଳିପଡ଼ା ଠାରେ ଥିବା ମା ସମଲେଶ୍ୱରୀଙ୍କ ମନ୍ଦିରକୁ ପହଂଚି ପ୍ରଥମେ ଦର୍ଶନ କରିଥିବା ବେଳେ ସହର ପରିକ୍ରମା କରି ମା ଦୁର୍ଗା ମନ୍ଦିରକୁ ରଥ ପହଞ୍ଚିଥିଲା | ସେଠାରେ ମା ଙ୍କ ଆଳତି କରି ଦୁର୍ଗା ମଣ୍ଡପର ବୈଠକ ଗୃହରେ ବିନିକା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା |ବିନିକା ବ୍ଲକ ଯାଦବ ସମାଜ ସଭାପତି ଶୀତଳ ପ୍ରସାଦ ମହାକୁରଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଘ ଯୋଗଦେଇ ସହିଦ ଯବାନ ଆମ୍ଭ ମାନଙ୍କ ପ୍ରେରଣା ବୋଲି ବକ୍ତବ୍ୟ ରଖିଥିଲେ |ସମ୍ମାନିତ ଅତିଥି ଭାବେ ଉତ୍କଳ ଯାଦବ ମହାସଭା ରାଜ୍ୟ ଉପସଭାପତି ଲମ୍ବୋଦର ନିଆଲ,କଳାହାଣ୍ଡି ଜିଲ୍ଲା ସମ୍ପାଦକ ତ୍ରିଲୋଚନ ନାଗ,ସୁବର୍ଣ୍ଣପୁର ଜିଲ୍ଲା ସଭାପତି ତପନ ଜୁଆଡ଼ି,ଜିଲ୍ଲା ଯୁବ ଯାଦବ ସଭାପତି ସୁରେଶ ଷାଣ୍ଢ, ଅଖିଳ ଭାରତୀୟ ଯାଦବ ସମାଜ ପ୍ରତିନିଧି ଅର୍ଜୁନ ଯାଦବ ପ୍ରମୁଖ ଯୋଗ ଦେଇଥିଲେ | ସଭାକୁ ବିନିକା ବ୍ଳକ ସମ୍ପାଦକ ବୃନ୍ଦାବନ ଦୀପ ପରିଚାଳନା କରିଥିବା ବେଳେ ଶେଷରେ ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ମୁକେଶ ବଗର୍ତ୍ତୀ ଧନ୍ୟବାଦ ଅର୍ପଣ କରିଥିଲେ | ଏଥିରେ ବିନିକା ନଗରର ଦେବରାଜ ଗରିଆ,ରମେଶ ସାଲମା,ପ୍ରଶାନ୍ତ ବଗର୍ତ୍ତୀ, ଗୁପ୍ତେଶ୍ୱର ପୋଢ଼,ମହାଦେବପାଲି ପଞ୍ଚାୟତ ସଭାପତି କଲମଧର ଷାଣ୍ଢ,ସେଲେଡି ସଭାପତି ଶ୍ରୀବଲ ବଗର୍ତ୍ତୀ,ସିନ୍ଦୁରପୁର ସମ୍ପାଦକ ପୁରେନ୍ଦର ମାଝୀ,ମେଘଲା ସଭାପତି ପଦ୍ମନାଭ ପୋଢ଼, କୁହିବାହାଲ ସଭାପତି ଗୌରାଙ୍ଗ ଜାଲ ପ୍ରମୁଖଙ୍କ ସମେତ ଶତାଧିକ ଯାଦବ ସମାଜର କର୍ମକର୍ତ୍ତା ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like