-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ମାୟାଧରଙ୍କ ବଳିଦାନ ଇତିହାସରେ ଲିପିବଦ୍ଧ ହୋଇ ରହିବ

07-Jun-2025



ଶହୀଦ୍ ମାୟାଧର ଭୂୟାଁଙ୍କ ୧୨୦ତମ ଜୟନ୍ତୀ ପାଳନ

ବରୀ(ରଞ୍ଜିତ ମହାନ୍ତି):  ଅବାଣ ନୋଡ୍ ପୀଠ,ଚାଟସାଳି, ଶୁକଳ ସ୍ବାଧୀନତା ସଂଗ୍ରାମୀ ମାୟାଧର ଭୂୟାଁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେଇଥୁବା ଅତିଥୁମାନେ।
ବରୀ ବ୍ଲକ ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତ ଅଜାଣ ଛକଠାରେ ସ୍ବାଧୀନତା ସଂଗ୍ରାମୀ ମାୟାଧର ଭୂୟାଁଙ୍କ ୧୨୦ତମ ଜୟନ୍ତୀ ଉତ୍ସବ ଶୁକ୍ରବାର ପୂର୍ବାହ୍ନରେ ପାଳିତ ହୋଇଯାଇଛି। ଶିକ୍ଷାବିତ ନୃସିଂହ ଚରଣ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଉଦ୍‌ଘାଟକ ଭାବେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ, ମୁଖ୍ୟ ଅତିଥ୍ ଭାବେ ଅଭିମନ୍ୟୁ ସାମନ୍ତ ସିଂହାର କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଦେବ ପ୍ରସାଦ
ସାମଲ, ମୁଖ୍ୟବକ୍ତା ଶିକ୍ଷାବିତ ଭାଗ୍ୟଧର ସାହୁ ଏବଂ ସମ୍ମାନିତ ଅତିଥି ଭାବେ ପୁଷ୍ପଗିରି ପରିଷଦର ସଭାପତି ଦୁଃଖୀରାମ ଜେନା, ମାୟାଧର ଭୂୟାଁଙ୍କ ପୁତ୍ର ତ୍ରିଲୋଚନ ଭୂୟାଁ, ଅନିରୁଦ୍ଧ ମଲ୍ଲ ପ୍ରମୁଖ ଯୋଗଦେଇ ସ୍ବାଧୀନତା ସଂଗ୍ରାମରେ ମାୟାଧରଙ୍କ ବଳିଦାନ ଇତିହାସରେ ଲିପିବଦ୍ଧ ହୋଇ ରହିବ ବୋଲି କହିଥିଲେ। ମହାତ୍ମା ଗାନ୍ଧୀଙ୍କ ଭାରତ ଛାଡ଼ ଆନ୍ଦୋଳନ ଡାକରାରେ ପ୍ରଭାବିତ ହୋଇ ମାତ୍ର ୩୬ ବର୍ଷ ବୟସରେ ୧୯୪୨ ଅଗଷ୍ଟ ୨୬ ଗହ୍ମା ପୂର୍ଣ୍ଣିମା ଦିନ କଳାମାଟିଆଠାରେ
ଇଂରେଜମାନଙ୍କ ଗୁଳିରେ ଯେଉଁ ୪ ସଂଗ୍ରାମୀ ଶହୀଦ ହେଇଥିଲେ ସେମାନଙ୍କ ମଧ୍ୟରୁ ମାୟାଧର ଥିଲେ ଅନ୍ୟତମ ବୋଲି ମତପ୍ରକାଶ ପାଇଥିଲା। ପରେ ଅତିଥିଙ୍କ ଦ୍ବାରା ମାୟାଧରଙ୍କ ପୂତ୍ର ତ୍ରିଲୋଚନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସମ୍ବନ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ ନିମାଇଁ ରାୟ ଅତିଥି ପରିଚୟ ପ୍ରଦାନ କରିଥିଲେ ଲେ। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲୀପ କୁମାର ଦାସ ସ୍ବାଗତ ଦେଇଥିଲେ। ଅଭିରାମ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like