-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||     

HOME   ଜିଲ୍ଲା

ଟଚୁଅନକା ପଞ୍ଚାୟତ ରେ ଆବାସ ଦୁର୍ନୀତି ଘଟଣା, କାର୍ଯ୍ୟରତ ଜିଓଟେକ କୁ ଚାକିରୀରୁ ବହିଷ୍କୃତ କଳା ପ୍ରଶାସନ

07-Jun-2025



କଣ୍ଟାବାଞ୍ଜି(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଚଟୁଅନକା ପଞ୍ଚାୟତ ରେ ୨୦୨୪ ମସିହାରେ ଆବାସ ଦୁର୍ନୀତି ଏନେଇ ପଞ୍ଚାୟତ ଜନଶୁଣାଣୀ ରେ କାର୍ଯକ୍ରମ ରେ ଟଚୁଅନକା ତାରିଣୀ ୟୁଥ କ୍ଲବ ଲିଖିତ ଅଭିଯୋଗ ଆଣିଥିଲା। ଏବଂ ଆବାସ ଗୃହ ଦାଇତ୍ବ ଥିବା ଜିଓଟେକ ସରକାରୀ ନିୟମ ଉଲଙ୍ଘନ କରି ପୁରୁଣା ଘର କୁ ଦେଖାଇ ନୂଆ ଆବାସ ଗୃହ ନାରେ ବିଳ କରିଥିବା ସିଧାସଳଖ ଅଭିଯୋଗ ହୋଇଥିଲା। ଏନେଇ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ର ନିର୍ଦେଶ ରେ ଏକ ତଦନ୍ତ କମିଟି ଗଠନ ହୋଇ ତଦନ୍ତ କରିବା ପରେ ତଦନ୍ତ ଦାଇତ୍ବ ଥିବା ଅଧିକାରୀ ମାନେ ଜିଓଟେକ ହେମନ୍ତ ଦାସ ଙ୍କ ସପକ୍ଷରେ ତଦନ୍ତ ରିପୋର୍ଟ ବ୍ଲକ ପ୍ରଶାସନ କୁ ଦେଇ ଥିବା ଅଭିଯୋଗ ହୋଇଥିଲା। ପରେ ଏନେଇ ଓଡ଼ିଶା ସରକାର ଙ୍କ ମୁଖ୍ୟମନ୍ତ୍ରୀ କାର୍ଯ୍ଯାଳୟ ରେ ଅଭିଯୋଗ ହୋଇଥିଲା। ପରେ ପୁଣି ଏକ ତଦନ୍ତ ଟିମ ଗଠନ କରାଯାଇଥିଲା ଯେଉଁ ତଦନ୍ତ ଟିମ ଟଚୁଅନକା ପଞ୍ଚାୟତ ରେ ଆବାସ ଦୁର୍ନୀତି ହୋଇଥିବା ନେଇ ତୁରେକେଲା ବ୍ଲକ ପ୍ରଶାସନ ରିପୋର୍ଟ ଦାଖଲ କରିଥିଲେ। ତଦନ୍ତ ରିପୋର୍ଟ କୁ ଆଧାର କରି ଟଚୁଅନକା ପଞ୍ଚାୟତ ଆବସ ଦୁର୍ନୀତିରେ କାର୍ଯ୍ୟରତ ଜିଓଟେକ ହେମନ୍ତ ଦାସଙ୍କ ସମ୍ପୃକ୍ତି ଥିବା ନେଇ ତୁରେକେଲା ବ୍ଲକ ପ୍ରଶାସନ ତାଙ୍କୁ ଟଚୁଅନକା ପଞ୍ଚାୟତ ଜିଓଟେକ ପଦବୀ ରୁ ବହିଷ୍କୃତ କରାଯାଇଥିବା ପତ୍ର ସଂଖ୍ଯ ୧୦୪୫|୨୦୨୫ ରେ ଉଲ୍ଲେଖ ରହିଛି। ଏନେଇ ପଞ୍ଚାୟତ କର୍ତ୍ତୃପକ୍ଷ ବହିଷ୍କୃତ ଜିଓଟେକ ଙ୍କ ଘରରେ ମଧ୍ଯ ବହିଷ୍କୃତ କପି ଛାପି ଥିବା ଦେଖାଦେଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026
  ଜିଲ୍ଲା  
ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା   04-May-2026
  ଜିଲ୍ଲା  
*ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   04-May-2026
  ରାଜ୍ୟ  
ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   04-May-2026
  ଜିଲ୍ଲା  
लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   04-May-2026
  ରାଜ୍ୟ  
Summer Camp Inaugurated at Brightmoor International School   04-May-2026
  ଜିଲ୍ଲା  
ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ   04-May-2026

You Might Also Like