-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ଲୋକ କଳା ସଂସ୍କୃତି ଗବେଷକ ମାନଙ୍କ ସମାବେଶ

07-Jun-2025



ବଲାଙ୍ଗିର(ପ୍ରେରଣା ଖବର): ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟରୁ ସ୍ବୀକୃତି ପାଇଥିବା ପଶ୍ଚିମ ଓଡିଶାର ସମସ୍ତ କନିଷ୍ଠ ଏବଂ ବରିଷ୍ଠ ଲୋକ ସଂସ୍କୃତି ଗବେଷକ, ଯୁବ କଳାକାର ମେଧାବୃତ୍ତି ଏବଂ ସାଂସ୍କୃତିକ ପ୍ରତିଭା ଅନ୍ୱେଷଣ ମେଧାବୃତ୍ତି ମାନଙ୍କ ଏକ ସମାବେଶ ପଶ୍ଚିମ ଓଡିଶା ଲୋକସଂସ୍କୃତି ଗବେଷକ ଏବଂ ଢୋଳ ମୁହୁରି କଳାପରିଷଦର ମିଳିତ ଆୟୋଜନରେ ସ୍ଥାନୀୟ ସମ୍ବାଦିକ ଭବନରେ ଅନୁଷ୍ଠିତ ହୋଇଯାଇଅଛି । କବି ସଂଦିପ କୁଅଁର ଏବଂ କିର୍ତ୍ତନ ଦୀପ ଙ୍କ ସଂଯୋଜନାରେ ଦୁଇ ଗୋଟି ପର୍ଯ୍ୟାୟରେ ଲୋକକଳା ସଂସ୍କୃତି ଚର୍ଚ୍ଚାରେ ତରଣୀସେନ ଦୀପ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ଅତିଥି ଭାବେ ଏପିଡି ତରଣୀ ସୁନା, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଂଜନ ମିଶ୍ର, ଜାତୀୟ ବିସମିଲ୍ଲା ଖାନ୍ ଏୱାଡି ରବିରତନ ସାହୁ, ଗବେଷକ ସୁରେନ୍ଦ୍ର ସାହୁ,କାଲିଚରଣ ବାଗ, 

ଡ. ନିଳାଂଚଳ ନନ୍ଦ, ସତ୍ୟନାରାୟଣ ଭୋଇ, ଶମ୍ଭୁ ନାଗ, ପ୍ରହଲ୍ଲାଦ ଦର୍ଜି, ନାଟ୍ୟକାର ପ୍ରକାଶ ଥନାପତି, ବରିଷ୍ଠ ସାମ୍ବାଦିକ ବୀରେନ୍ଦ୍ର ଝାଙ୍କର, ମଂଚ କଳାକାର ବ୍ରହ୍ମାନନ୍ଦ ବନଛୋର, ଗବେଷକ ନବୀନ କୁଅଁର, ସୂର୍ଯ୍ୟମଣି ସୁନା, ଶିକ୍ଷାବିତ୍ ନେପାଲ ଚନ୍ଦ୍ର ବାଗ, ବିଜୟ ଚନ୍ଦ୍ର ବାରିକ ପ୍ରମୁଖ ଯୋଗ ଦେଇଥିଲେ । ଡକ୍ଟରେଟ୍ ପାଇଥିବା ନିଳାଂଚଳ ନନ୍ଦ ଏବଂ ବାସନ୍ତି ନନ୍ଦ ଙ୍କ ସହିତ ସମସ୍ତ ଗବେଷକ ଏବଂ ମେଧାବୃତ୍ତି ପ୍ରାପ୍ତଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । କାର୍ଯ୍ୟକ୍ରମରେ ପଂଚାନନ ସେଠ, ହିମାଂଶୁ ଖମାରୀ, ରାଧେଶ୍ୟାମ ତ୍ରିପାଠି, ବାସୁଦେବ ମୁଗ୍ରୀ, ମହିଳା ସଭାନେତ୍ରୀ ସବିତା ନନ୍ଦ, ସୀତାରାମ କୁମ୍ଭାର, ଜ୍ୟୋତିଷ ମୁଗ୍ରୀ, ବିପିନ ବିହାରି ବାରିକ ସମେତ ପଶ୍ଚିମ ଓଡିଶାର ସମସ୍ତ ଜିଲ୍ଲାରୁ ଗବେଷକ, କଳାକାର, ସଂଗଠକ ଏବଂ ସମର୍ଥକ ଅଂଶଗ୍ରହଣ କରିଥିଲେ । ଡ. ନିଳାଂଚଳ ନନ୍ଦ ଧନ୍ୟବାଦ ଜ୍ଞାପନ କରିଥିଲେ । କାର୍ଯ୍ୟକ୍ରମକୁ କିର୍ତ୍ତି ରଂଜନ ସିଂ ଏବଂ ମନୋରଂଜନ ପଟେଲ ଆୟୋଜନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like