-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ରାଜ୍ୟ

ମଣିଷର ଅମଣିଷ କାମ: ହାତୀ ଉପରେ ଫିଙ୍ଗିଲା ଜଳନ୍ତା ଟାୟାର, ଫଶିଗଲା କାନରେ, ଚିକିତ୍ସା ବେଳେ ଚାଲିଗଲା ଜୀବନ

22-Jan-2021



ଚେନ୍ନାଇ (ପ୍ରେରଣା ଖବର)
 ପୁଣି ଥରେ ମଣିଷର ଅମଣିଷ କାମ ସାମ୍ନାକୁ ଆସିଛି। ତାମିଲନାଡୁର ନୀଳଗିରିରେ ଏକ ହାତୀର ମୃତ୍ୟୁ ସମସ୍ତଙ୍କୁ ବ୍ୟଥିତ  କରିଛି। କେରଳରେ ଏକ ମା ହାତୀର ଯନ୍ତ୍ରଣାରେ ଛଟ ପଟ ମୃତ୍ୟୁ ଲୋକଙ୍କ ମନରୁ ନଲିଭୁଣୁ ତାମିଲନାଡୁର ଏହି ପରି ଆଉ ଏକ ଘଟଣା ସାମ୍ନାକୁ ଆସିଛି। କୁହାଯାଉଛି ଯେ କେହି ଜଣେ ଜଳନ୍ତା ଟାୟାରକୁ ହାତୀ ଉପରେ ଫିଙ୍ଗି ଦେଇଥିଲା ଯାହା ହାତୀ କାନରେ ଫସି ଯାଇଥିଲା। ଏଥିରେ ହାତୀ ଗୁରୁତର ଆହତ ହୋଇଥିଲା। କିଛି ଦିନ ପରେ ଚିକିତ୍ସା ସମୟରେ ହାତୀର ମୃତ୍ୟୁ ଘଟିଛି। ଏହି ଘଟଣାର ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି।ଏହି ପୂରା ଘଟଣା ନୀଳଗିରିର ମସିନାଗୁଡି ଅଞ୍ଚଳରେ ଘଟିଛି। କେହି ଜଣେ ଟାୟାରରେ ନିଆଁ ଲଗାଇ ୪୦ ବର୍ଷୀୟ ଏକ ହାତୀ ଉପରେ ଫିଙ୍ଗି ଦେଇଥିଲା। ଜଳୁଥିବା ଟାୟାର ହାତୀର କାନରେ ଫଶି ଯାଇଥିଲା। ଯନ୍ତ୍ରଣାରେ ଛଟପଟ ହାତୀଟି ଏଣେ ତେଣେ ଘୂରି ବୁଲିଥିଲା। ଏହି ସମୟରେ କାନର ଆଖପାଖର ଅଂଶ ଗୁରୁତର ଭାବେ ଜଳି ଯାଇଥିଲା। ଏହି ଘଟଣା ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି।ଆହତ ଅବସ୍ଥାରେ ହାତୀକୁ ଦେଖି ଜଣେ ବନ କର୍ମଚାରୀ ଉପଚାର ପାଇଁ ମୁଦୁମଲାଇ ବ୍ୟାଘ୍ର ସଂରକ୍ଷଣକୁ ନେଇ ଯାଇଥିଲେ। ହେଲେଚିକିତ୍ସାଧୀନ ଅବସ୍ଥାରେ ହାତୀର ମୃତ୍ୟୁ ଘଟିଛି। ଏହା ପରେ ହାତୀକୁ କ୍ରେନ୍ ଜରିଆରେ ଟ୍ରକ ଲଦି ଅନ୍ତିମ ସଂସ୍କାର ପାଇଁ ନିଆଯାଇଛି।ହାତୀର ଅନ୍ତିମ ବିଦାୟର ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ସମୟରେ ଜଣେ  ବନ କର୍ମଚାରୀ ଟ୍ରକରେ ପଡିଥିବା ହାତୀର ଶୁଣ୍ଢ ଧରି କାନ୍ଦୁଥିବା ଦେଖିବାକୁ ମିଳିଛି। ବନ କର୍ମଚାରୀଙ୍କ ଏହି ଭାବ ବିହ୍ଵଳ ଭିଡିଓ ସାମାଜିକ  ଗଣମାଧ୍ୟମରେ ସଭିଙ୍କୁ ଭାବୁକ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like