-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

ବୋଟୋପାଳି ବନ୍ୟାଆଶ୍ରୟସ୍ଥଳୀରେ କେନ୍ଦ୍ର ସରକାରର ୧୧ ବର୍ଷ ଓ ରାଜ୍ୟ ସରକାରର ୧ ବର୍ଷ ପୂର୍ତ୍ତି ଉପଲକ୍ଷେ କର୍ମଶାଳା ଅନୁଷ୍ଠିତ,

07-Jun-2025



ସିନାପାଲି  (ଚିନ୍ତାମଣି ନେତାମ)
 ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ,ସମଲେଇ ମଣ୍ଡଲ ସଭାପତି ଶ୍ରୀଯୁକ୍ତ କୁମ୍ଭ ବାଗଙ୍କ ସଭାପତିତ୍ବ ରେ ବିକଶିତ ଭାରତ ଅମୃତ କାଳ ସେବା, ସୁଶାସନ ଏବଂ ଗରିବ କଲ୍ଯାଣରେ କେନ୍ଦ୍ରର ୧୧ ବର୍ଷ ଓ ରାଜ୍ଯ ର ୧ ବର୍ଷ ପୁର୍ତ୍ତି ଉପଲକ୍ଷେ ମଣ୍ଡଲ ସ୍ତରୀୟ କର୍ମଶାଳା ସମଲେଇ ମଣ୍ଡଲ ଭାରତୀୟ ଜନତା ପାର୍ଟି ନୂଆପଡା ଜିଲ୍ଲା  ତରଫରୁ ବରଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବୋଟୋପାଲି ସ୍ଥିତ ବନ୍ଯା ଆଶ୍ରୟ ସ୍ଥଳିରେ ଆୟୋଜିତ ହୋଇଯାଇଛି । ଏହି କର୍ମଶାଳାରେ ମୁଖ୍ଯଅତିଥି  ଭାବରେ ପୁର୍ବତନ ନୂଆପଡା ଜିଲ୍ଲା ବି:ଜେ:ପି:  ସଭାପତି ତଥା ରାଜ୍ୟ କାର୍ଯ୍ୟକାରିଣି ସଦସ୍ଯ ଶ୍ରୀଯୁକ୍ତ ଶିବପ୍ରସାଦ ମୁଣ୍ଡ, ପୁର୍ବତନ ସମଲେଇ ମଣ୍ଡଲ ସଭାପତି ଶ୍ରୀଯୁକ୍ତ ପ୍ରତାପ ମେହେର ,ଏସ, ସି,ମୋର୍ଚ୍ଚା ସଭାପତି ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ତାଣ୍ଡି, ସମାଜସେବୀ ରାମଚନ୍ଦ୍ର ଯାଦବ ମଞ୍ଚାସୀନ ଥିଲେ  lୟୁବା ମୋର୍ଚ୍ଚା ସଭାପତି ଶ୍ରୀଯୁକ୍ତ ଅରବିନ୍ଦ ହୋତାଙ୍କ ସମେତ ସମଲେଇ ମଣ୍ଡଲ ର ସମସ୍ତ ଅଧିକାରି, ପଦାଧିକାରି ,ଶକ୍ତି କେନ୍ଦ୍ର ପ୍ରମୁଖ , ବୁଥ ସଭାପତି ସମେତ ବହୁସଂଖ୍ୟକ ବି:ଜେ:ପି: କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଏହି କାର୍ଯ୍ୟକ୍ରମରେ   ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁସାରେ  ଡବଲ ଇଞ୍ଜିନ ସରକାରଙ୍କ ଉପଲବ୍ଧି ବିଷୟରେ କାର୍ଯ୍ୟକର୍ତ୍ତା ମାନଙ୍କୁ ଶ୍ରୀ ମୁଣ୍ଡ ଜଣାଇଥିଲେ ଯେ,କିଭଳି ବି:ଜେ:ପି: କାର୍ଯ୍ୟକର୍ତ୍ତା ମାନେ ପ୍ରତ୍ଯେକ ବୁଥସ୍ତରକୁ ଯାଇ ଜନସାଧାରଣ ଙ୍କୁ ଡବଲ ଇଞ୍ଜିନ ସରକାରଙ୍କ ପ୍ରତ୍ଯେକ ଯୋଜନା ମାନଙ୍କୁ ଜଣାଇ ବି:ଜେ:ପି: ଦଳକୁ  କିପରି ଆହୁରି ସୁଦୃଢ କରାଯିବ  ସେବିଷୟରେ ଆଲୋକପାତ କରିଥିଲେ । ଏହା ସହିତ "ମା ପାଇଁ  ଗଛଟିଏ" କାର୍ଯ୍ୟକ୍ରମ ଅନୁସାରେ ସମସ୍ତ ଵି.ଜେ. ପି. କର୍ମକର୍ତ୍ତା ବୃକ୍ଷ ରୋପଣ କରିଥିଲେ  l  ଶେଷରେ ଶ୍ରୀଯୁକ୍ତ ଅରବିନ୍ଦ ହୋତା ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like