-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||     

HOME   ଜିଲ୍ଲା

ଭଏସ ଅଫ ମିଡିଆ ସୁବର୍ଣ୍ଣପୁର ୟୁନିଟ ତରଫରୁ  ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବୀ ପତ୍ର ପ୍ରଦାନ

08-Jun-2025



 ସୋନପୁର/ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ସହର କୁ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଗସ୍ତ ଅବସର ରେ ହେଲିପେଡ୍ ରେ ପହଁଞ୍ଚିବା ପରେ ନୂତନ ସର୍କିଟ ହାଉସ ଉଦଘାଟନ କରିଥିଲେ। ସୋନପୁର ସର୍କିଟ ହାଉସ ରେ ବିଭିନ୍ନ ଅନୁଷ୍ଠାନ ତରଫରୁ ମୁଖ୍ୟମନ୍ତ୍ରୀ ଙ୍କୁ ସ୍ବାଗତ ସ୍ୱାମର୍ଦ୍ଧନା ଦେଇଥିବା ବେଳେ  ଭଏସ ଅଫ ମିଡିଆ ତରଫରୁ ମଧ୍ୟ ଅଷ୍ଟଚଣ୍ଡୀ ଙ୍କ ଫୋଟୋ ଚିତ୍ର ଦେବା ସହ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ମନ୍ଦିର ମାଳିନୀ ସୋନପୁର ର ପ୍ରମୁଖ ଦାବୀ ମଧ୍ୟ ରେ ମଡେଲ ବସ୍ ଷ୍ଟାଣ୍ଡ ଶୀଘ୍ର ନିର୍ମାଣ ଦାବୀ,ରିଙ୍ଗ ରୋଡ କାମ ଶୀଘ୍ର ସମ୍ପୂର୍ଣ, ସୋନପୁର ମହାବିଦ୍ୟାଳୟ ଓ ବିଜୁପଟ୍ଟନାୟକ ମହିଳା ବିଦ୍ୟାଳୟ ଦୀର୍ଘ ଦିନ ରୁ ପ୍ରତିଷ୍ଠା ହୋଇଥିଲେ ମଧ୍ୟ ଏଯାବତ୍ ସରକାରୀ ମାନ୍ୟତା ପାଇ ନ ଥିବାରୁ ଶୀଘ୍ର ଏହା ଉପରେ ବିଚାର କରିବା ପାଇଁ , ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଶୀଘ୍ର ଆଇ ସି ୟୁ ସୁବିଧା କରିବା ପାଇଁ ଭଏସ ଅଫ ମିଡିଆ ସଭାପତି ସନ୍ତୋଷ ମିଶ୍ର ଙ୍କ ନେତୃତ୍ୱରେ ଭାସ୍କର ଦାଶ, ରଞ୍ଜନ ହୋତା, ସଚିକାନ୍ତ ସୁନା, ସହଦେବ ମେହେର, ସରୋଜ ପ୍ରକାଶ ପ୍ରଧାନ,ଶେଷଦେବ ବାରିକ,ଉମାକାନ୍ତ ବାଘ,କିଶୋର ,ଅଶ୍ଵିନୀ ନେପାକ, ଙ୍କ ସହ ସମସ୍ତ ସଦସ୍ୟ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟି ଏକ ଦାବୀ ପତ୍ର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ସର୍କିଟ ହାଉସ ରୁ ସିଧା  ରାମେଶ୍ବର ଷ୍ଟାଡିୟମ୍  ମଞ୍ଚ ରୁ ପ୍ରାୟେ ୨୦୦୦୦ ଲୋକ ଏକାଠି ହୋଇଥିବା ସଭା ରେ ଉଦବୋଧନ ଦେଇ ୩୨୩ କୋଟି ଟଙ୍କାରୁ ଉର୍ଦ୍ଧ୍ବ ୫୬ ଗୋଟି ପ୍ରକଳ୍ପ ଉଦଘାଟନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026

You Might Also Like