-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଜୁନ ୧୪ ରୁ ୧୬ ତାରିଖ ତିନି ଦିନ ବ୍ୟାପୀ ଓସେନ୍ ୱାର୍ଲଡ ୱାଟର ପାର୍କ ଦ୍ୱାରା "ରଜ କାର୍ଣ୍ଣିଭାଲ ଇଭେଣ୍ଟ ୨୦୨୫" ଆୟୋଜନ

08-Jun-2025



ଭୁବନେଶ୍ବର(ପ୍ରେରଣା ଖବର)ଓଡିଶା ମାଟିର ନିଜସ୍ୱ ଗଣ ପର୍ବ ରଜ ଉପଲକ୍ଷେ ଗାଁ ଠୁ ସହର ସବୁଠି ଉତ୍ସବ ମୁଖର ଦେଖାଯାଉଥିବା ବେଳେ ଫୁଲନଝରା ସ୍ଥିତ ଏକ ପ୍ରସିଦ୍ଧ ସ୍ଥାନ ଓସେନ୍ ୱାର୍ଲଡ ୱାଟର ପାର୍କ ଦ୍ୱାରା ବଡ଼ ଧୂମଧାମ ରେ ଆୟୋଜିତ ହେଉଛି "ରଜ କାର୍ଣ୍ଣିଭାଲ ୨୦୨୫" l ଏହି ଇଭେଣ୍ଟରେ ସ୍ୱଳ୍ପ ଖର୍ଚ୍ଚରେ ପୁରା ପରିବାର ଏକାସାଙ୍ଗରେ ଗୋଟିଏ ସ୍ଥାନରେ ଭରପୁର ରଜ ମଉଜ କରିପାରିବା ଲକ୍ଷ୍ୟରେ ଆୟୋଜନ କରାଯାଉଛି l 
ଏହି ଇଭେଣ୍ଟରେ କପୁଲ ଗେମ୍ସ ଶୋ, ରଜ ସୁନ୍ଦରୀ ପ୍ରତିଯୋଗିତା ଆଦି ଅନୁଷ୍ଠିତ ହେବ l ତା' ସହିତ ପାରମ୍ପରିକ ରଜ ପିଠା, ରଜ ପାନ, ରଜ ଦୋଳି, ମେହେନ୍ଦୀ ଆଦି

ସେଠାରେ ଉପଲବ୍ଧ ରହିବ l ଦର୍ଶକଙ୍କ ମନୋରଞ୍ଜନ ପାଇଁ ତିନି ଦିନ ଧରି ଓଡ଼ିଶାର ସୁନାମଧନ୍ୟ ପ୍ଲେ ବ୍ୟାକ୍ ସିଙ୍ଗର୍ସ ମାନଙ୍କୁ ନେଇ ସଙ୍ଗୀତ ଏବଂ ଆଗଧାଡିର ମଡର୍ଣ୍ଣ ଡ୍ୟାନ୍ସ ଟ୍ରୁପ୍ ଙ୍କୁ ନେଇ କାର୍ଯ୍ୟକ୍ରମ କରାଯିବ l ଅନ୍ତରା ଚକ୍ରବର୍ତ୍ତୀ, ସତ୍ୟଜିତ ପ୍ରଧାନ, ସ୍ୱୟଂ ପାଢ଼ୀ, ସତ୍ୟଜିତ ଜେନା ଙ୍କ ସମେତ କଣ୍ଠଶିଳ୍ପୀ ମୃଣ୍ମୟ ଏମ ଏମ ଏସ ତାଙ୍କ ଟିମ୍ ସହିତ ସଙ୍ଗୀତ ପରିବେଷଣ କରି ଶ୍ରୋତାଙ୍କ ମନ ମୁଗ୍ଧ କରିବେ l ପ୍ରତ୍ୟେକ ଦିନ ଶୁଭମଙ୍କ ଭଳି ସୁନାମଧନ୍ୟ ଆଙ୍କର ମଞ୍ଚ ପରିଚାଳନା କରିବେ l ଏହି ରଜ କାର୍ଣ୍ଣଭାଲରେ ବୟସ୍କମାନେ ମାତ୍ର ୬୯୯ ଟଙ୍କା ଏବଂ କିଡ୍ସ ମାନେ ମାତ୍ର ୫୯୯ ଟଙ୍କା ଦେୟ ଦେଇ ଭାଗ ନେଇପାରିବେ ଏବଂ ଚଳିତ ରଜ ପର୍ବ ରେ ଢେର ମଉଜ କରିପାରିବେ ବୋଲି ଓସେନ୍ ୱାର୍ଲଡ ୱାଟର ପାର୍କ ର ପରିଚାଳନା ମୁଖ୍ୟ ଶ୍ରୀଯୁକ୍ତ ଦୀପକ ଦାଶ ଗଣମାଧ୍ୟମ ଆଗରେ ମତ ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like