-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||     

HOME   ରାଜ୍ୟ

ଶ୍ରୀମନ୍ଦିର ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ : ବିଭିନ୍ନ ସେବାୟତ ନିଯୋଗ ସହ ପ୍ରଶାସନର ଆଲୋଚନା, ପ୍ରଥମ ଦିନରେ ୪ଟି ନିଯୋଗଠାରୁ ମତାମତ ଗ୍ରହଣ

09-Oct-2020



 

☘️ PURI, 09/10-  *ଶ୍ରୀମନ୍ଦିର ଖୋଲିବା ନେଇ ଭିଡିଓ କନ୍ଫରେନ୍ସିଂରେ ବିଭିନ୍ନ ସେବାୟତ ନିଯୋଗ ସହ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଜି ପ୍ରଥମ ଦିନରେ ୪ଟି ନିଯୋଗ ଠାରୁ ମତାମତ ସଂଗ୍ରହ ହୋଇଥିବା ବେଳେ ସେମାନେ କାର୍ତ୍ତିକ ମାସ ପରେ ଶ୍ରୀମନ୍ଦିର ଖୋଲିବାକୁ କହିଛନ୍ତି । ସେପଟେ ବର୍ତ୍ତମାନ ପରିସ୍ଥିତିରେ ଅରୁଣସ୍ତମ୍ଭ ପର୍ଯ୍ୟନ୍ତ ଭକ୍ତଙ୍କୁ ଅନୁମତି ଦେବାକୁ ଦାବି କରିଛି ଶ୍ରୀଜଗନ୍ନାଥ ସେନା ।*

☘️  *ସାଧାରଣ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ନେଇ ଆରମ୍ଭ ହୋଇଛି ପ୍ରଶାସନର ପ୍ରକ୍ରିୟା । ବିଭିନ୍ନ ସେବାୟତ ନିଯୋଗ ସହ ଆଲୋଚନା କରିଛି ଶ୍ରୀମନ୍ଦିର ପ୍ରଶାସନ । ଆଜି ପ୍ରଥମ ଦିନରେ ୪ଟି ନିଯୋଗ ଠାରୁ ମତାମତ ଗ୍ରହଣ କରାଯାଇଛି । ଏଥିରେ ସୁଆର ମହାସୁଆର, ପ୍ରତିହାରୀ, ପୂଜାପଣ୍ଡା, ଖୁଣ୍ଟିଆ ନିଯୋଗ ସମେତ ପରିଚାଳନା କମିଟି ସଦସ୍ୟଙ୍କ ସହ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସେପଟେ ପୁରୀରେ ୫ଶହରୁ ଅଧିକ ସଂଖ୍ୟକ ସେବାୟତ କରୋନା ସଂକ୍ରମିତ ହୋଇଥିବାରୁ କାର୍ତ୍ତିକ ମାସ ପୂର୍ବରୁ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ନଖୋଲିବାକୁ ପ୍ରସ୍ତାବ ଦେଇଛନ୍ତି ଆଜିର ଆଲୋଚନାରେ ଭାଗ ନେଇଥିବା ସେବାୟତମାନେ । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଏହି ପ୍ରସଙ୍ଗରେ ପର୍ଯ୍ୟାୟକ୍ରମେ ସେବାୟତଙ୍କ ଅନ୍ୟ ନିଯୋଗ ସହ ଆଲୋଚନା କରାଯିବା ସହ ସେମାନଙ୍କ ମତାମତ ଗ୍ରହଣ କରାଯିବ । ୧୦ଦିନ ଭିତରେ ସମସ୍ତଙ୍କ ମତାମତ ସଂଗ୍ରହ କରାଯିବା ପରେ ସର୍ବସମ୍ମତି କ୍ରମେ ବର୍ତ୍ତମାନ ପରିସ୍ଥିତିରେ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲା ଯିବ କି ନାହିଁ ତା’ର ନିଷ୍ପତ୍ତି ନିଆଯିବ ।*

☘️  *ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲା ଯିବା ପ୍ରସଙ୍ଗରେ ସମସ୍ତଙ୍କ ସହ ଆଲୋଚନା କରି ୧୦ଦିନ ଭିତରେ ରିପୋର୍ଟ ଦେବାକୁ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଏହାରି ଆଧାରରେ ଶ୍ରୀମନ୍ଦିର ଖୋଲିବା ନେଇ ସେବାୟତ ନିଯୋଗଗୁଡ଼ିକର ମତାମତ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ । ସେପଟେ ସାଧାରଣ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଏବଂ ବର୍ତ୍ତମାନ ପରିସ୍ଥିତିରେ ଅରୁଣସ୍ତମ୍ଭ ପର୍ଯ୍ୟନ୍ତ ଯିବାକୁ ଭକ୍ତଙ୍କୁ ଅନୁମତି ଦେବା ଦାବିରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରିଛି ଶ୍ରୀଜଗନ୍ନାଥ ସେନା । ଏହି ଦାବି ସମ୍ପର୍କରେ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରାଯାଇ ଉଚିତ୍ ପଦକ୍ଷେପ ନିଆଯିବ ବୋଲି ପରିଚାଳନା କମିଟି ସଦସ୍ୟ କହିଛନ୍ତି ।*

☘️  *ଶ୍ରୀମନ୍ଦିର ଖୋଲିବା ନେଇ ସେବାୟତଙ୍କ ଭିତରେ ଭିନ୍ନ ମତ ପ୍ରକାଶ ପାଉଥିବାରୁ କାର୍ତ୍ତିକମାସ ପୂର୍ବରୁ ଯେ ସାଧାରଣ ଭକ୍ତଙ୍କୁ ଶ୍ରୀଜିଉଙ୍କ ଦର୍ଶନର ସୁଯୋଗ ମିଳିବ ତାକୁ ନେଇ ସଂଦେହ ସୃଷ୍ଟି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   26-Jun-2026
  ଜିଲ୍ଲା  
ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   26-Jun-2026

You Might Also Like