-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସେବା ଫାଉଣ୍ଡେସନ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

08-Jun-2025



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ସମସ୍ତ ସେବା ଫାଉଣ୍ଡେସନ ସଭ୍ୟ ସଭ୍ୟା ମାନେ ଉପସ୍ଥିତ ରହି ଡୁଙ୍ଗୁରିପାଲି ପ୍ରସୂତିକାଳୀନ ଓ ଶିଶୁ ସ୍ଵସ୍ଥ କେନ୍ଦ୍ର ରେ ସକାଳ ୯ଘଣ୍ଟା ସମୟରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ସେବା ଫାଉଣ୍ଡେସନ  ସେବା କ୍ଷେତ୍ର ରେ ଅଂଚଳ  ଏକ ସତନ୍ତ୍ର ନା କରିଛି କେତେବେଳେ ଅସହାୟ ଲୋକଙ୍କୁ ଉଦ୍ଧାର କରି ଡାକ୍ତର ଖାନା ରେ ଚିକିତ୍ସା କରି ଥିବା ବେଳେ କେତେବେଳେ ଅସହାୟ ଅନାଥ ଲୋଙ୍କର ଶବ ସତ୍କାର କରି ଥାନ୍ତି କେତେବେଳେ ବୃଦ୍ଧା ଶ୍ରମ କୁ ଯାଇ ରୋଗୀ ସେବା କରି ତାଙ୍କର ଦୁଃଖ ଶୁଖ ବୁଝିବା ଭଳି ସେବା କରିଥାନ୍ତି । ସେହିଭଳି ଡାକ୍ତରଖାନା ରେ ରକ୍ତ ର ଅଭାବ ଥିବା ବେଳେ ସାଙ୍ଗେ ସାଙ୍ଗେ ଡୁଙ୍ଗୁରିପାଲି ଡାକ୍ତରଖାନାରେ ଏକ ରକ୍ତଦାନ ଶିବିର ଆୟୋଜନ କରିଥିଲେ। ଏଥିରେ ବୁର୍ଲା  ଡାକ୍ତରଖାନାରୁ ଡାକ୍ତର ମାନେ ଆସି ରକ୍ତ ସଂଗ୍ରହ କରି ଥିବା ବେଳେ ଏଥିରେ ମୋଟ ୫୨ୟୁନିଟ ରକ୍ତ ସଂଗ୍ରାମ କରାଯାଇଥିବା ବେଳେ ରକ୍ତଦାନ ଶିବିର କୁ ମୁଖ୍ୟ ଅତିଥି ଭାବେ ଡୁଙ୍ଗୁରିପାଲି ଥାନା ଅଧିକାରୀ ସତ୍ୟନାରୟଣ ପଧାନ ସମ୍ମାନିତ ଅତିଥି ଭାବେ ବିଇଓ ଗଣେଶ କିସାନ, ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଳ, ସମାଜ ସେବି ନିହାଲ ସିଂ,

ଡାକ୍ତର ସୁମିତ ବିଶ୍ୱାଳ, ଯବାନ ମଣ୍ଟୁ କୁମାର ତ୍ରିପାଠୀ ଆସି ସମସ୍ତ ରକ୍ତଦତା ଙ୍କୁ ଉତ୍ସାହିତ କରିଥିଲେ। ସମସ୍ତ ରକ୍ତଦାତାଙ୍କୁ ମାନପତ୍ର ଓ  ସାର୍ଟିଫିକେଟ ଦେଇ ସମ୍ମନିତ କରଯାଇଥିଲା।  ଏଥିରେ ସେବା ଫାଉଣ୍ଡେସନର ସମସ୍ତ ସଭ୍ୟସଭ୍ୟା ମାନେ ହେଲେ ପ୍ରତିଷ୍ଠାତା ବିଭୁଦତ୍ତ ବିଶ୍ୱାଳ, ନିତା ପଟେଲ, ପ୍ରଜ୍ଞା ପ୍ରମିତା ତ୍ରିପାଠୀ, ଜୋସନ୍ନା ବାରିକ, ଝରଣା ତ୍ରିପାଠୀ, ଆଚୁତାନନ୍ଦ ସାହୁ, ବିବେକାନନ୍ଦ ତ୍ରିପାଠୀ, ମେଘନାଦ ପଧାନ, ସୁଶାନ୍ତ ବାରିକ, କଲିମ ଖାନା, ରିଙ୍କୁ ନାଏକ, ଟିକନା ମିଶ୍ର, ଚିତ୍ତରଂଜନ ସାହୁ, ଶିବ ବୁଡ଼େକ, କାହ୍ନ ପଣ୍ଡା, ଶକ୍ତି ବିଶ୍ୱାଳ ପ୍ରମୁଖ ସଦସ୍ୟ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ସମ୍ପାଦନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like