-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

**ସୋନପୁର ପ୍ରିମିଅର ଲିଗ ୩ ର ଫାଇନାଲ ମ୍ୟାଚ ରେ ବିଜୟ ଫାଇଟର ଦଳ ଚାମ୍ପିଅନ* *୧୧୨ ରନ ରେ ବିଜୟୀ* -

08-Jun-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ପ୍ରିମିୟର୍ ଲିଗ୍ ୩ ୟ ସଂସ୍କରଣ ର  ଫାଇନାଲ୍ ମ୍ୟାଚ ରେ ଆଜି ବିଜୟ ଫାଇ ଟର ଦଳ ଚାମ୍ପିଅନ ହୋଇଛି l ସ୍ଥାନୀୟ ଗାନ୍ଧି ଷ୍ଟାଡିୟମ୍ ଠାରେ ଆୟୋଜିତ ଆଜିର ମ୍ୟାଚ୍ ବିଜୟ ଫାଇଟର ଦଳ ଓ ସୁପର ଜାଏଣ୍ଟ୍ସ ଦଳ ମଧ୍ୟରେ  ଅନୁଷ୍ଟିତ ହୋଇଛି l  ଅତିଥି ଭାବରେ ହୋଟେଲ୍ ସଂଘ ସଭାପତି ଅରବିନ୍ଦ ବାରିକ, ଓ ପି ଏଚ୍ ସି ଏ ସଭାପତି ଅମିୟ ରଞ୍ଜନ ଦାଶ, ସମଲେଶ୍ଵରୀ ନର୍ସିଂ ହୋମ ନିର୍ଦେଶକ ଶୁଭାଶିଷ ରଥ, ଏସ ଡି ସି ଏ ସଭାପତି ରାମ ଶଙ୍କର ସାହୁ, ସଂପାଦକ ପ୍ରଦୀପ ସେଠୀ ଯୋଗ ଦେଇ ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ l ଏସ ପି ଏଲ୍ ଅଧ୍ୟକ୍ଷ ବି. ସତ୍ୟ ନାରାୟଣ ରାଓ ଉଦଯାପନୀ ସଭାରେ ଅଧ୍ୟକ୍ଷତା କରି ଥିଲେ l ସମ୍ପାଦକ ନବ ପ୍ରକାଶ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ l ଟସ ଜିଣି ସୁପର ଜାଏଣ୍ଟସ ଦଳ ଫିଲ୍ଡିଂ ନିଷ୍ପତ୍ତି ନେଲେ l ବିଜୟ ଫାଇଟର ଦଳ  ୨୦ ଓଭର ବିଶିଷ୍ଟ ମ୍ୟାଚ୍ ରେ ପ୍ରଥମେ ବ୍ୟାଟିଂ କରି ୩ ୱିକେଟ ହରାଇ ୧୭୯ ରନ୍ କରିଥିଲା l ଦଳ ପକ୍ଷରୁ ଶଙ୍କର ଘଡିଆ ୫୭ ବଲ ରେ ୮୬ ରନ୍, ସିକନ୍ ସେଠୀ  ୩୩ ବଲ ରେ ୫୩ ରନ୍, ଆକାଶ ଦୂବେ ୧୧ ରନ ସଂଗ୍ରହ କରିଥିଲେ l ସୁପର ଜାଏଣ୍ଟସ୍ ଦଳ ର ଆବ୍ରlରୁଲ ହକ, କାଳୀ ଚରଣ ଦାସ, ସୁବାସ ମେହେର ୧ ଟି ଲେଖାଏଁ ୱିକେଟ୍ ହାସଲ କରି ଥିଲେ l  ପ୍ରତି ଉତ୍ତର ରେ ସୁପର ଜାଏଣ୍ଟସ୍ ଦଳ ୧୦.୧ ଓଭର ରେ ୬୭ ରନ୍ କରି ଅଲ୍ ଆଉଟ୍ ହୋଇ ଯାଇଥିଲେ l ଭର ଦ୍ୱାଜ୍ ପାଣଗ୍ରାହୀ ୧୮ ରନ୍, ଭୀଷ୍ମ ହରିପାଲ ୧୫ ରନ୍ ଓ ଧୃବ ଜ୍ୟୋତି ପାହରୀ ୧୦ ରନ୍ କରିଥିଲେ । ବିଜୟ ଫାଈଟର ଦଳ ର ଶଙ୍କର ଘଡ଼ିଆ  ୪ ଟି ୱିକେଟ୍, ସୁରେଶ ବେହେରା ୩ ଟି, ଗଣେଶ ମହାପାତ୍ର , ଆୟୁଷ ଥନାପତି ଓ ରୋହିତ ବାଗ ୧ ଟି ଲେଖାଏଁ ୱିକେଟ୍ ହାସଲ କରି ଥିଲେ l ବିଜୟ ଫାଈଟର ଦଳ ର ଶଙ୍କର ଘଡ଼ିଆ ଙ୍କୁ ମ୍ୟାନ ଅଫ ଦି ଫାଇନାଲ, ଶ୍ରେଷ୍ଠ ବ୍ୟାଟ୍ସ ମ୍ୟାନ ଭାବେ ବି. ଗୋବିନ୍ଦ ପାତ୍ର, ଶ୍ରେଷ୍ଠ ବୋଲର ଭାବେ ଶଙ୍କର ଘଡ଼ିଆ , ଶ୍ରେଷ୍ଠ ୱିକେଟ୍ ରକ୍ଷକ ଆକାଶ ଦୁବେ, ଶ୍ରେଷ୍ଠ ଫିଲ୍ଡର ଭାବେ  ସୋମ ନାଗ, ଶ୍ରେଷ୍ଠ କ୍ୟାଚ ଆୟୁଷ ଥନାପତି ,  ମ୍ୟାନ ଅଫ ଦି ସିରିଜ୍ ଭାବେ ଶଙ୍କର ଘଡିଆ ଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରା ଯାଇଛି l  ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ  ବି.ଏସ.ରାଓ  ଓ ଅଚ୍ୟୁତ ମିଶ୍ର ପ୍ରଦାନ କରିଥିବା ବେଳେ ଶ୍ରିବନ୍ତ ନାୟକ ଓ ଶ୍ୟାମ ସୁନ୍ଦର ପଣ୍ଡା,   ମ୍ୟାଚ୍ ପରିଚାଳନା କରିଥିଲେ l ଦିନେଶ ଘିବିଲା  ବିଶ୍ୱ ନାଥ ନାୟକ ସ୍କୋରର ଦାୟିତ୍ବ ତୁଲାଇ ଥିଲେ l ଏସ ଡି ସି ଏ ,  ଓ  ଏସ ପି ଏଲ ର ସମସ୍ତ ସଦସ୍ୟ ସହଯୋଗ କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like