-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଚାନ୍ଦ ମନ୍ଦିରରେ ଶ୍ରୀଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ

08-Jun-2025



ବଲାଙ୍ଗିର(ପ୍ରେରଣା ଖବର)- ସକଳ ରୂପ ଅରୂପର ଆଧାର, ବେଶବହୁଳ ଓ ବିଭିନ୍ନତାରେ ପରିପୂର୍ଣ୍ଣ ଜଗତର ନାଥ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଥିଲା । ସ୍ଥାନୀୟ ଟିକ୍ରାପଡା ଶ୍ରୀକ୍ଷେତ୍ର ଚାନ୍ଦ ମନ୍ଦିରର ଆନୁକୁଲ୍ୟରେ ଅନୁଷ୍ଠିତ ଏହି ବୈଠକରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କର ପବିତ୍ର ରଥଯାତ୍ରା ପାଇଁ ସ୍ନାନ ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟବିଧି ଉପରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରାଗଲା। ଏଥିରେ ରଥ କମିଟି ସଭାପତି ଆଲୋକ କୁମାର ଚାନ୍ଦଙ୍କ ସମେତ ଭକ୍ତବୃନ୍ଦ ରଞ୍ଜିତ ପଣ୍ଡା, ଅଶୋକ ଚାନ୍ଦ, ପଦ୍ମଲୋଚନ ଯୋଷୀ, ସୁଧୀର ଚାନ୍ଦ, ରାଜ କୁମାର ମିଶ୍ର, ଅନିଲ ଠାକୁର, ଛାୟାକାନ୍ତ ସାହୁ, ରାଜୀବ ମିଶ୍ର, ସୁଧୀର ତ୍ରିପାଠୀ, ଜୟକୃଷ୍ଣ ପଟେଲ, ଦୀପକ କୁମାର ଚାନ୍ଦ, ଶିବ ନାୟକ, ସୁମନ ବାବୁ, ରାଜୀବ ବେହେରା, ପିତାମ୍ବର ପଣ୍ଡା, ପ୍ରକାଶ ନାୟକ, ଅର୍ଜୁନ ମିଶ୍ର, ଜୟଚନ୍ଦ୍ର ପଟେଲ, ବୁଲୁ, ସମ୍ବିତ ପତି, ଟୁନା ହୋତା, ଅକ୍ଷୟ କୁମାର ପାଢୀ, ଭଗବାନ ବଗର୍ତ୍ତି, ନିମାଇଁ ଚରଣ ହାତୀ, ସତ୍ୟନାରାୟଣ ଶତପଥୀ, ଦ୍ୱିଜରାଜ ମିଶ୍ର, ଜଗନ୍ନାଥ ମନ୍ଦିର ପୂଜକ କୃଷ୍ଣଚନ୍ଦ୍ର ମିଶ୍ର, ଚାନ୍ଦ ମନ୍ଦିର ରଥ କମିଟିର ଅନ୍ୟ ସଦସ୍ୟ ବୃନ୍ଦ ତଥା ରାମ ମନ୍ଦିର ପୂଜା କମିଟିର ସଭାପତି ସନ୍ତୋଷ ଅଗ୍ରୱାଲ ଯୋଗ ଦେଇଥିଲେ । ଚାନ୍ଦ ରଥ କମିଟିର ସଭାପତି ଆଗାମୀ ଦିନରେ ପ୍ରସିଦ୍ଧ ରଥଯାତ୍ରାରେ ସମସ୍ତ ପ୍ରକାର କାର୍ଯ୍ୟବିଧି ପାଇଁ ସହଯୋଗ କାମନା କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026
  ଜିଲ୍ଲା  
ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   03-May-2026
  ଜିଲ୍ଲା  
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   03-May-2026
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026

You Might Also Like