-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||     

HOME   ରାଜ୍ୟ

ଲୋଇସିଂହା ବ୍ଲକ କୁମ୍ଭାର ସମାଜର ନୂତନ କର୍ମକର୍ତ୍ତା ନିର୍ବାଚନ

08-Jun-2025



ବଲାଙ୍ଗିର/ଲୋସିଂହା(ବିନୋଦ ଦୀପ)- ବଲାଙ୍ଗିର ଜିଲ୍ଲା ସଂଘର ଆହ୍ୱାନ କ୍ରମେ ଲୋଇସିଂହା ବ୍ଲକ ପଣ୍ଡରାଣୀ ଗ୍ରାମ ଠାରେ ବୈଠକ ଜିଲ୍ଲା ସଂଘ ସଂପାଦକ ଅନିଲ କୁମାର ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ସଂଘର ବିଭିନ୍ନ କାର୍ଯ୍ୟକ୍ରମ ଯଥା କୁମ୍ଭାର ସମାଜର ସମସ୍ତ ଛାତ୍ର ଛାତ୍ରୀଙ୍କୁ ଅନ୍ୟୁନ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ, ବାଲ୍ୟ ବିବାହ ନିଷେଧ, ଗ୍ରାମ୍ୟ ସଂଗଠନ ର ପୁର୍ନଗଠନ ତଥା ବ୍ଲକ କୁମ୍ଭାର ସମାଜ ଗଠନ କୁ ସବ ସର୍ବ ସମ୍ମତ୍ତି କ୍ରମେ ଅନୁମୋଦନ କରାଯାଇଥିଲା । ନୂତନ କର୍ମକର୍ତ୍ତା ଭାବେ ଉପେନ୍ଦ୍ର ରଣା ସଭାପତି, ଗୋପାଳ ରଣା ସଂପାଦକ, ଲକ୍ଷ୍ମୀ ପ୍ରସାଦ ରଣା ସହ ସଂପାଦକ, ସେବକ ରଣା କୋଷାଧ୍ୟକ୍ଷ, ଯୁଗଳ ରଣା, ସଦାନନ୍ଦ ରଣା, ନେହେରୁ ରଣା, ଭ୍ରମର ରଣା, ଦୁଃଖିନ୍ଦ୍ର ରଣା (କାର୍ଯ୍ୟକାରୀ ସଦସ୍ୟ) ତଥା ପ୍ରାଣବନ୍ଧୁ ରଣା, ହରିନାରାୟଣ ରଣା, ଉପଦେଷ୍ଟା ଭାବେ ସର୍ବ ସମ୍ମତ୍ତି କ୍ରମେ ପାଂଚ ବର୍ଷ ପାଇଁ ମନୋନୀତ ହୋଇଥିଲେ । ଦେଓଗାଁ ବ୍ଲକ ସଭାପତି ଟଙ୍କଧର ରଣା ଓ ସମ୍ପାଦକ ନିଳାଂଚଳ ରଣା ନିର୍ବାଚନ ଅଧିକାରୀ ଭାବେ ନୂତନ କର୍ମକର୍ତ୍ତା ଙ୍କୁ ଶପଥ ପାଠ କରାଇଥିଲେ । ଜିଲ୍ଲା ସଂଘର ପ୍ରମୋଦ ରଣା, ଶଶୀଭୂଷଣ ରଣା, ପୁଇଁନ୍ତଲା ବ୍ଲକର ବୀର ପାର୍ଥ ରଣା, ଚପରାଶି ରଣା, ବଲାଙ୍ଗିର ବ୍ଲକର ପ୍ରଦୀପ ରଣା ଉପସ୍ଥିତ ଥିଲେ । ବୈଠକ ଆୟୋଜନ ରେ ପଣ୍ଡରାଣୀ ଗ୍ରାମ କୁମ୍ଭାର ସମାଜ ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ । ଲୋଇସିଂହା ବ୍ଲକ ର ବିଭିନ୍ନ ଗ୍ରାମରୁ ସମାଜପ୍ରେମ ଉପସ୍ଥିତ ଥିଲେ । ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026
  ଜିଲ୍ଲା  
ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   03-May-2026
  ଜିଲ୍ଲା  
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   03-May-2026
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026
  ଜିଲ୍ଲା  
*ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   03-May-2026
  ଜିଲ୍ଲା  
*ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   03-May-2026
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026

You Might Also Like