-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

*ସୋନପୁର କଲେଜ ଆଲୁମିନୀ ଏସୋସିଏସନ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବୀପତ୍ର ପ୍ରଦାନ*

09-Jun-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ମୁଖ୍ୟମନ୍ତ୍ରୀଙ୍କ ସୁବର୍ଣ୍ଣପୁର ଗସ୍ତ ଅବସରରେ ସୋନପୁର ମହାବିଦ୍ୟାଳୟ ଆଲୁମିନୀ ଆସୋସିଏସନ ପକ୍ଷରୁ କଲେଜ କୁ ସରକାରୀ ମାନ୍ୟତା ପ୍ରଦାନ ଦାବିରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଆସୋସିଏସନ ର ସଭାପତି ପ୍ରଫୁଲ୍ଲ କୁମାର ରଥ ଏବଂ ସଂପାଦକ ଭାରତ ଭୁଷଣ ଦାଶ ଙ୍କ ନେତୃତ୍ୱରେ ଏକ ୭ ଜଣିଆ ପ୍ରତିନିଧି ଦଳ ଏ ନେଇ ସର୍କିଟ ହାଉସ ଠାରେ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର ପ୍ରଦାନ କରିଥିଲେ।  ପରେ ମୁଖ୍ୟମନ୍ତ୍ରୀଙ୍କ ସାଧାରଣ ସଭା ରେ ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ଏଵଂ ବିଧାୟକ ରଘୁନାଥ ଜଗଦଲା ମଧ୍ଯ ତାଙ୍କ ବକ୍ତବ୍ୟରେ କଲେଜ କୁ ସରକାରୀ ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପ୍ରକାଶ ଯୋଗ୍ୟ ଯେ ସୋନପୁର ମହାବିଦ୍ୟାଳୟ ୧୯୬୪ ମସିହାରୁ ସ୍ଥାପିତ ହୋଇଥିଲେ ସୁଦ୍ଧା ଅଦ୍ୟାବଧି ସରକାରୀ ମାନ୍ୟତା ପାଇ ପାରିନାହିଁ। ଜିଲ୍ଲାର ସର୍ବପୁରାତନ ସୋନପୁର ମହାବିଦ୍ୟାଳୟ ରାଜ୍ୟ ସରକାରଙ୍କ ଦୃଷ୍ଟି ଆଢୁଆଳରେ  ରହିଯାଇଛି । ବର୍ତ୍ତମାନ ମହା ବିଦ୍ୟାଳୟରେ ଯୁକ୍ତ ୨ ଓ ଯୁକ୍ତ ୩ ପର୍ଯ୍ୟନ୍ତ କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ମୋଟ ୨୩୦୦ ଜଣ ଛାତ୍ରୀ/ ଛାତ୍ର ଅଧ୍ୟୟନରତ ଅଛନ୍ତି । ମହାନଦୀ କୂଳସ୍ଥିତ ଏକ ସବୁଜିମା ମନୋରମ ପରିବେଶରେ ୧୯୬୪ ମସିହାରେ ସ୍ଥାପିତ ହୋଇ ମହାବିଦ୍ୟାଳୟଟି ଜିଲ୍ଲା ତଥା ପଡ଼ୋଶୀ ଜିଲ୍ଲାର ଛାତ୍ରଛାତ୍ରୀଙ୍କୁ ନିରନ୍ତର ଗୁଣାତ୍ମକ ଶିକ୍ଷା ପ୍ରଦାନ କରିଆସୁଅଛି । ଅନେକ ସୁନାମ ଅର୍ଜନ କରିଥିବା ଏହି ମହାବିଦ୍ୟାଳୟଟି ବିଭିନ୍ନ କ୍ଷେତ୍ରରେ ଆଜି ସୁଦ୍ଧା ବହୁ ପ୍ରତିଷ୍ଠିତ ଏଠାରୁ ପ୍ରଶାସନିକ ଅଧିକାରୀ, ବୈଜ୍ଞାନିକ, ଡାକ୍ତର,  ଯନ୍ତ୍ରୀ, ଲୋକ ପ୍ରତିନିଧି ସୁନାମଧନ୍ୟ ମେଧାବୀ ସୃଷ୍ଟି କରିପାରିଛି। ୨୦୧୬ ମସିହା “ ରାଷ୍ଟ୍ରିୟ ମୂଲ୍ୟାଙ୍କନ ଏବଂ ପ୍ରତ୍ୟାୟନ ପରିଷଦ” ଅନୁସାରେ ମହାବିଦ୍ୟାଳୟଟି ବି ଗ୍ରେଡ଼୍ ମାନ୍ୟତା ଲାଭ କରିଥିଲା । ସରକାରୀ ମାନ୍ୟତାର ଦୃଢ଼ ଦାବିଦାର ପାଇଁ ୧୦ ଏକରରୁ ଉର୍ଦ୍ଧ୍ଵ ପରିମିତ ଜମିରେ ସ୍ଥାପିତ ଏହି ମହାବିଦ୍ୟାଳୟର ଆବଶ୍ୟକୀୟ ଭିତ୍ତିଭୂମି ମହାବିଦ୍ୟାଳୟ ର ରହିଥିବା ପ୍ରକାଶ କରିଛି ଆଲୁମିନୀ ସଂଘ l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like