-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||     

HOME   ଜିଲ୍ଲା

ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ ହାଇଦ୍ରାବାଦରେ ଓସାକା କମିଟି ସାକ୍ଷାତ କଲେ ।

09-Jun-2025



ବରଗଡ (ପ୍ରେରଣା ଖବର)
ପଶ୍ଚିମ ଓଡ଼ିଶା ସାମାଜିକ ଆରୁ ସାଂସ୍କୃତିକ ଅନୁଷ୍ଠାନର ସଭାପତି ଓ ୫ଜଣ କମିଟୀ ସଦସ୍ଯ ହାଇଦ୍ରାବାଦ ସ୍ଥିତ ହୋଟେଲ ଆଇଟିସି କାକଟିଆ ରେ ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ ସାକ୍ଷାତ କରି ପଶ୍ଚିମ ଓଡ଼ିଶାର କେତେକ ସମସ୍ଯା ବିଷୟରେ ଆଲୋଚନା କରିବା ସହ ଏକ ଦାବିପତ୍ର ପ୍ରଦାନ କରିଥିବା ସୂଚନା ମିଳିଛି । କର୍ଣ୍ଣାଟକ ର ପୂର୍ବତନ ମୁଖ୍ଯମନ୍ତ୍ରୀ ତଥା ଲୋକସଭା ସଦସ୍ଯ ଶ୍ରୀ ଏସ୍ ଆର୍ ବୋମାଇ ଙ୍କ ଅଧ୍ୟକ୍ଷତା ରେ ଗଠିତ ଶ୍ରମ,ସ୍ଲିଲ
ଡେଭେଲପମେଣ୍ଟ,ଟେକ୍ସଟାଇଲ ପାର୍ଲାମେଣ୍ଟ କମିଟି ବର୍ତ୍ତମାନ ୩ଟି ରାଜ୍ଯ ଗ୍ରସ୍ତ ଅବସରରେ ଗତ ୫ ତାରିଖ ରୁ ହାଇଦ୍ରାବାଦରେ ଅବସ୍ଥାନ କରିଛନ୍ତି । ଏହି କମିଟିର ସଦସ୍ୟ ଭାବେ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ହାଇଦ୍ରାବାଦ ଆସିଥିବା ବେଲେ ଓସାକା ( ପଶ୍ଚିମ ଓଡ଼ିଶାର ସାମାଜିକ ଆରୁ ସାଂସ୍କୃତିକ ଅନୁଷ୍ଠାନ ) ସଭାପତି ଶ୍ରୀ ସୁନୀଲ କୁମାର ଗଡତିଆ,ଡା ପଦ୍ମନାଭ ପ୍ରଧାନ, ଉପ ସଭାପତି ଶ୍ରୀ ସୁଧାଂଶୁ ତ୍ରିପାଠୀ,ସଂଗଠନ ସମ୍ପାଦକ ଶ୍ରୀ ପ୍ରତ୍ବ୍ଯଷ ରଞ୍ଜନ ମିଶ୍ର,ସଦସ୍ଯ ଶ୍ରୀ ଉତ୍କଳ ମେହେର କମିଟି ସଦସ୍ଯ ମାନେ ସାଂସଦଙ୍କୁ ସ୍ବାଗତ କରିବା ସହ ପଶ୍ଚିମ ଓଡିଶାର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ସମ୍ବଲପୁର ରୁ ସପ୍ତାହ ୩ଦିନ ହାଇଦ୍ରାବାଦ ଆସୁଥିବା ନାଗବଳୀ ଏକ୍ସପ୍ରେସ ଟ୍ରେନକୁ ପ୍ରତ୍ଯେକ ଦିନ ଚାଳୁକରିବା,ସମ୍ବଲପୁରୀ - କୋଶଳୀ ଭାଷାକୁ ଓଡିଶା ସରକାର ରାଜ୍ୟ ର ଦ୍ବିତୀୟ ସରକାରୀ ଭାଷାର ମାନ୍ଯତା ଦେବା ଆଦି ପ୍ରସଙ୍ଗ ଉଠାଇ ଦାବିପତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026

You Might Also Like