-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଆତ୍ମଶକ୍ତି ଟ୍ରଷ୍ଟ ଓ ପ୍ରଥମ ଏଜୁକେସନ ଫାଉଣ୍ଡେସନ ର ମିଳିତ ଉଦ୍ୟମରେ ନାଗରିକ ବିକାଶ ସଙ୍ଗଠନ କଳାହାଣ୍ଡି ତରଫରୁ କମାଳ କା କ୍ୟାମ୍ ଆରମ୍ଭ

09-Jun-2025



କଳାହାଣ୍ଡି, (ତ୍ରିନାଥ ବେଶ୍ରା)
 କଳାହାଣ୍ଡି ଜିଲ୍ଲା ନର୍ଲା, କୋକସରା, ଧର୍ମଗଡ଼, କେସିଙ୍ଗା, ଲାଞ୍ଜିଗଡ,, ଜୁନାଗଡ଼, ଭବାନୀପାଟଣା, ଜୟପାଟଣା ବ୍ଲକ ର ଅନେକ ଗୁଡିଏ ସ୍ଥାନ ରେ କମାଲ କା କ୍ୟାମ୍ପ ଚାଲୁଥିବା ବେଳେ ନର୍ଲା ବ୍ଲକ ଅନ୍ତର୍ଗତ ତୁଳାପଡାଗ୍ରାମପଞ୍ଚାୟତ ର ସାଡିଙ୍ଗତରା ଓ ରତନପୁର ଦୁଇ ଗୋଟି ଗ୍ରାମ ରେ  ଆତ୍ମସକ୍ତି ଟ୍ରଷ୍ଟ ଓ ପ୍ରଥମ ଏଜୁକେସନ ଫାଉଣ୍ଡେସନ ମହିଳା ଶ୍ରମଜୀବୀ  ମଞ୍ଚ ଓଡ଼ିଶା ଓ ଓଡ଼ିଶା ଶ୍ରମଜୀବୀ ମଞ୍ଚ ର ମିଳିତ ଉଦ୍ୟମରେ ନାଗରିକ ବିକାଶ ସଙ୍ଗଠନ କଳାହାଣ୍ଡି ତରଫରୁ ଗ୍ରୀଷ୍ମ କାଳୀନ ଅବକାଶ  ଖରା ଛୁଟିସମୟରେ  ଓଡ଼ିଶା ର ୧୭ ଗୋଟି ଜିଲ୍ଲା ଓ କଳାହାଣ୍ଡି ଜିଲ୍ଲା ର ୧୨ଗୋଟି ବ୍ଲକ ର ୩୧୪ ଗ୍ରାମର ୩୪୮ କେନ୍ଦ୍ର ରେ କମାଲ କା କ୍ୟାମ୍ପ କେନ୍ଦ୍ର ସ୍ଥାପନ  କରାଯାଇଛି। ଏହି  ଚାଟଶାଳୀ  କେନ୍ଦ୍ରମାଧ୍ୟମ ରେ ୪ର୍ଥ.୫ମ ଓ ୬ଷ୍ଠ  ଶ୍ରେଣୀ ରେ ପାଠ ପଢୁଥିବା ଛାତ୍ର ଛାତ୍ରୀ ମାନଙ୍କୁ ଚାଟଶାଳୀ ମାଧ୍ୟମ ରେ ଶିକ୍ଷା ପ୍ରଦାନ କରାଯାଉଛି । ତେଣୁତା ୦୧-୦୬-୨୦୨୫ରିଖ ଠାରୁ  ପ୍ରାୟତ ୬ସପ୍ତାହ ଧରି ଶିକ୍ଷା ପ୍ରଦାନ କରିବା ପାଇଁ  ଉଭୟ ଗ୍ରାମ ରେ ବୈଠକ କରି ସ୍ୱେଚ୍ଛା ସେବୀ ଶିକ୍ଷକ ଭାବରେ ପ୍ରମିଳା  ପଟେଲ .ସୁନୀତା ଛତ୍ରିଆ. ବୈଶାଖୀ  ମାଝୀ ଓ ଡଲି ମାଝୀ ଙ୍କୁଚୟନ କରି  ଉଭୟ ଗ୍ରାମ ର ପ୍ରାୟ ୪୦ରୁ୫୦ ଜଣ ଛାତ୍ର ଛାତ୍ରୀ ମାନଙ୍କୁ ନେଇପାଠ ପଢା କାର୍ଯ୍ୟ ଆରମ୍ଭ କରିଥିଲେ। ଉକ୍ତ କମାଲ କା କ୍ୟାମ୍ପ କେନ୍ଦ୍ର କୁ ପ୍ରଥମ ଏଜୁକେସନ ଫାଉଣ୍ଡେସନ ତରଫରୁ ରଶ୍ମିରେଖା ନାଥ ପରିଦର୍ଶନ କରିବା ପାଇଁ ଆସିଥିଲେ। ପରିଦର୍ଶନ ସମୟରେ ଜିଲ୍ଲା ମ୍ୟାନେଜର ଅନିଲ କୁମାର ଦାସ. ନର୍ଲା ବ୍ଲକ ସଂଯାଯୋକ ବାବୁଲାଲ ତାଣ୍ଡି ମଧ୍ୟ ଉପସ୍ଥିତ ଥିଲେ। ଉକ୍ତ କମାଲ କା କ୍ୟାମ୍ପ ପରିଦର୍ଶନ ସମୟରେ ନର୍ଲା ବ୍ଲକ ର ଜନସାଥି ସନ୍ତୋଷ ବାରିକ.ଜ୍ୟୋତି ସେନାପତି  ଲାଞ୍ଜିଗଡ ବ୍ଲକ ର ସାଥୀ ସିମାଦ୍ରୀ ବାରିକ ଭବାନୀପାଟଣା  ବ୍ଲକ ର ସାଥୀ ପବିତ୍ର ନାୟକ ଓ ବ୍ଲକ ସ୍ତରୀୟ ସଭାନେତ୍ରୀ ସାହାଯ୍ୟ ସହଯୋଗ  କରିଥିଲେ।କମାଲ କା କ୍ୟାମ୍ପ ପରିଦର୍ଶନ ସମୟରେ ସମସ୍ତ ଛାତ୍ର ଛାତ୍ରୀ . ସ୍ଵଚ୍ଛା ସେବୀ ଶିକ୍ଷକ  ଅଭିଭାବକ ମାନେ ମଧ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like