-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଶିକ୍ଷକ ହେମସାଗର ସାହୁଙ୍କ ଦେହାନ୍ତ

09-Jun-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ସକାଳ ୭ - ୩୦ ମିନିଟ ରେ ହେମସାଗର ସାହୁ  ଇହଧାମ ତ୍ୟାଗ କଲେ।ସ୍ବର୍ଗତ ହେମାସାଗର ସାହୁ ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ ଅନ୍ତର୍ଗତ ଗଣ୍ଡପାଲି ଗ୍ରାମରେ ତା ୨୭.୦୧.୧୯୫୩ରିଖ ରେ ଜନ୍ମଗରହଣ କରି ଥିଲେ। ତାଙ୍କ ଛାତ୍ର ଜୀବନରୁ ସେ ଅତି ସରଳ ଓ ଜ୍ଞାନୀ ଥିଲେ । ଅଧ୍ୟୟନ ସରିବା ପରେ ପ୍ରଥମେ ତତ୍କାଳୀନ କଳାହାଣ୍ଡି ଜିଲ୍ଲା ନୂଆପଡ଼ା ବ୍ଲକ ବାଲେଶ୍ଵର ଗ୍ରାମରେ ଶିକ୍ଷକତା ଜୀବନ ଆରମ୍ଭ କରିଥିଲେ। ତାପରେ ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ ଟେମେରି ହାଇସ୍କୁଲରେ ଇଂରାଜୀ ଶିକ୍ଷକ ରୂପେ ଯୋଗଦେଇଥିଲେ । ମାଣ୍ଡୋସିଲ ହାଇସ୍କୁଲ ପ୍ରଧାନ ଶିକ୍ଷକ ଓ ତାପରେ  ମାସ Education  ଅଫିସର ଭାବେ ସମ୍ବଲପୁର କାର୍ଯ୍ୟରତ ରହି ସରକାରୀ ଚାକିରିରୁ ଅବସର ଗ୍ରହଣ କରିଥିଲେ l ୨୦୦୪ ମସିହାରୁ ୨୦୧୬ ପର୍ଯ୍ୟନ୍ତ ବାବା ବିସାସହେ କୁଲ କୁଲତା ସମାଜର ପଦ୍ମପୁର କାର୍ଯ୍ୟକାରିଣୀର ସଭାପତି କାର୍ଯ ଭାର ତୁଲାଇ ଥିଲେ । ପଶ୍ଚିମ ଓଡିଶା ର ଐତିହ୍ୟ ସମ୍ପନ୍ନ ପବିତ୍ର ଶ୍ରୀଶ୍ରୀ ନୃସିଂହନାଥ ପୀଠ ସ୍ଥିତ ଶ୍ରୀଶ୍ରୀ ରଣେଶ୍ୱର  ରାମଚଣ୍ଡି ମନ୍ଦିର ନିର୍ମାଣରେ ଅଗ୍ରଣୀ ଭୂମିକା ଗ୍ରହଣ ନିଭାଇ ଥିଲେ। ସମାଜର ସମସ୍ତ ବର୍ଗର ଲୋକଙ୍କୁ ଏକତା ସୂତ୍ରରେ ବାନ୍ଧି ରଖିବା ନିମନ୍ତେ ଅନେକ କାର୍ଯକ୍ରମ ହାତକୁ ନେଇ ସଫଳତା ହାସଲ କରିଥିଲେ । ତାଙ୍କ ବିୟୋଗରେ ସମାଜସେବୀ ଶ୍ରୀ ଟାଇଲ ଚନ୍ଦ୍ର ଭୋଇ , ପଦ୍ମପୁର ଉପଖଣ୍ଡ ସଭାପତି ଶ୍ରୀ ଯୋଗେନ୍ଦ୍ର କୁମାର ଭୋଇ,ଝାରବନ୍ଧ ବ୍ଲକ ସଭାପତି ବାସୁଦେବ ପ୍ରଧାନ,ଦେଓଲି ସଭାପତି ସତ କୁମାର ତୁରିଆ , ଦହିଗାଁ ସଭାପତି ସନାତନ ଭୋଇ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ଆତ୍ମାର ସତଗତି କାମନା କରିଛନ୍ତି। ଗାଁ ମଶାଣିରେ ଗ୍ରାମବାସୀ ତଥା ଜାତିଭାଇ ଙ୍କ ଗହଣରେ ତାଙ୍କ ସୁପୁତ୍ର ଜିବେଶ ରଞ୍ଜନ ସାହୁ ମୁଖାଗ୍ନୀ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like