-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଅପରାଧ

ଡକାୟତି ଓ ଗାଡି ଚୋରି ଘଟଣାରେ ୪ଜଣଙ୍କୁ ଗିରଫ କଲା ବଲାଙ୍ଗୀର ପୋଲିସ, ଚୋରି ଟଙ୍କା,ମୋବାଇଲ୍ ଓ ବାଇକ୍ ଜବତ

09-Jun-2025



ବଲାଙ୍ଗୀର(ପ୍ରେରଣା ଖବର):  ବଲାଙ୍ଗୀର ଜିଲ୍ଲା ତଥା ଜିଲ୍ଲା ବାହାରେ ଡକାୟତି ଓ ଗାଡି ଚୋରି ଘଟଣାରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କଲା ବଲାଙ୍ଗୀର ପୋଲିସ l ସୂଚନାରୁ ପ୍ରକାଶ ଯେ, ଗତ ଜୁନ ୨ତାରିଖ ଦିନ ୧୦ ଟା ୫୬ ମିନିଟ୍ ସମୟରେ ପାଟଣାଗଡ଼ର ପର୍ଶୁରାମ ପନସାରୀଙ୍କ ଠାରୁ କିଛି ଦୁର୍ବୃତ୍ତ ୪ ଲକ୍ଷ ଟଙ୍କା ଲୁଟ୍ କରି ଫେରାର୍ ମାରିଥିଲେ l ପର୍ଶୁରାମ ପାଟଣାଗଡ଼ ଏସ୍ ବି ଆଇ ରୁ ଏକ ବେଗ୍  ରେ ୪ଲକ୍ଷ ଟଙ୍କା ୱିଥଡ୍ର କରି ଆଣୁଥିବା ବେଳେ ତାଙ୍କ ଦୋକାନ ସମ୍ମୁଖରେ ଏହି ଲୁଟ୍ ହୋଇ ଥିବା  ନେଇ ପାଟଣାଗଡ଼ ଥାନାରେ ଲିଖିତ ଅଭିଯୋଗ କରିଥିଲେ l ଘଟଣା ପରେ ପାଟଣାଗଡ଼ ପୋଲିସ ଡକାୟତ ଦଳକୁ ଧରିବା ପାଇଁ ତନାଘନା ଆରମ୍ଭ କରିଥିଲା l  ପାଟଣାଗଡ଼ ସହରର ବିଭିନ୍ନ ରାସ୍ତାରେ ଲାଗିଥିବା ସିସିଟିଭି କ୍ୟାମେରା, ଏ.ଏନ୍.ପି. ଆର  କେମେରା  ଓ ଏ. ଆଇ ର ସାହାଯ୍ୟ ନେଇ ପୋଲିସ ଏ ଘଟଣାରେ ସମ୍ପୃକ୍ତ ୪ଜଣ ଦୁର୍ବୃତ୍ତ ଙ୍କୁ ଗିରଫ୍ କରିବାରେ ସଫଳ ହୋଇଛି l ଏମାନେ ହେଲେ ଗଞ୍ଜାମ ଜିଲ୍ଲା ଆସିକା ଥାନା ପକଲା ପାଲି ଗାଁ  ର  ଡି. ରାହୁଲ (୨୦), ଏମ୍ ଶ୍ରୀକାନ୍ତ(୨୪), ଆସିକା ଥାନା ନୂଆପାଲି ର ପି. ଶିବା ଓ ଛତିଶଗଡ଼ ରାଜ୍ଯ ଖଳାରି ଥାନା ମହାସମୁନ୍ଦ  ର କରନ ନେତମ(୨୭)  ଏବଂ ଏମାନଙ୍କ ନାମରେ ରାଜ୍ଯ ତଥା ରାଜ୍ୟ ବାହାରର ବିଭିନ୍ନ ଥାନାରେ ପ୍ରାୟ ୧୯ ଟି କେଶ୍ ରହିଥିବା ପୋଲିସ କହିଛି l ଆଜି ଏମାନଙ୍କ ଠାରୁ ୩ ଲକ୍ଷ ୧୫ହଜlର ଟଂକା, ଦୁଇଟି ଚୋରି ବାଇକ୍, ୩ଟି ମୋବାଇଲ ଓ  ଡିକି ଭାଙ୍ଗିବା ଅସ୍ତ୍ର ଜବତ କରିଛି ପୋଲିସ l ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଏମାନଙ୍କର ଏକ ଗେଙ୍ଗ ଜିଲ୍ଲା,  ଜିଲ୍ଲା ବାହାରେ ତଥା ରାଜ୍ଯ ବାହାରର ବିଭିନ୍ନ ସ୍ଥାନରେ ନିଜର ଅପରାଧିକ କାର୍ଯ୍ୟକଳାପ ଚଳାଇ ଆସିଥିଲେ l  ଆହୁରି ମଧ୍ଯ ଏହି ୪ ଦୁର୍ବୃତ୍ତଙ୍କ ନାମରେ ପାଟଣାଗଡ଼ ଥାନାରେ ୨ଟି ଓ ଟିଟିଲାଗଡ଼ ଥାନାରେ ୩ ଟି କେଶ୍ ବିଚାରାଧୀନ ଅଛି l ଗତକାଲି ଏମାନଂକୁ ପାଟଣାଗଡ଼-ଖପ୍ରାଖୋଲ ରାସ୍ତା ରେ ଗିରଫ କରି ଆଜି କୋର୍ଟ ଚାଲାଣ କରାଯାଇଥିବା ନେଇ ପୋଲିସ ସୂଚନା ଦେଇଛି l ପାଟଣାଗଡ଼ ପି ଏସ୍ କେଶ୍ ନମ୍ବର ୧୬୪, ଦଫା ୩୦୯(୪) ବି ଏନ୍ ଏସ୍  ଏକ୍ଟ ରେ ଏହି ଚାରି ଜଣଙ୍କୁ ଗିରଫ୍ କରାଯିବା ନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି ବଲାଙ୍ଗୀର ଏସ୍ ପି ଅଭିଳାଷ ଜୀ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like