-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ଆୟୁର୍ବେଦିକ ମେଡ଼ିକାଲ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

09-Jun-2025



ଅତାବିରା(ଆକାଶ ମିଶ୍ର )ଅତାବିରା ମାରବାଡ଼ି ସମ୍ମେଳନ ଓ ମାରବାଡ଼ି ଯୁବାମଞ୍ଚର ମିଳିତ ଉଦ୍ୟମରେ ତଥା ରେଟ୍ରୋ ହ୍ୟୁମାନ କ୍ୟାର ଫାଉଣ୍ଡେସନର ସହଯୋଗରେ ଅତାବିରା ଅଗ୍ରସେନ ଭବନରେ ଆୟୁର୍ବେଦିକ ମେଡ଼ିକାଲ ସ୍ୱାସ୍ଥ୍ୟ ପରୀକ୍ଷା ଶିବିରର ଆରମ୍ଭ ହୋଇଛି।ଟିମ କୋଡ଼ିନେଟର ମୋମିନା ଖାତୁନଙ୍କ ସଂଯୋଜନାରେ ସମ୍ମେଳନର ଫାଉଣ୍ଡର ପ୍ରେସିଡେଣ୍ଟ ବିଜୟ ମିତ୍ତଳ, ସମ୍ମେଳନର ସଭାପତି ସତ୍ୟ ନାରାୟଣ ଅଗ୍ରୱାଲ, ଯୁବାମଞ୍ଚ ସଭାପତି ପୁଲକିତ ଅଗ୍ରୱାଲ ଓ ଜାଗୃତି

ଶାଖା ସଭାନେତ୍ରୀ ରେଖା ଅଗ୍ରୱାଲ ଅତିଥି ଭାବେ ଯୋଗ ଦେଇ ଅନୁଷ୍ଠାନିକ ଭାବେ ଶିବିରକୁ ଉତଘାଟନ କରିଥିଲେ।ହ୍ୟୁମାନ କ୍ୟାର ଫାଉଣ୍ଡେସନର ପରିଚାଳକ ଡା କେ ରତ୍ନମଙ୍କ ତତ୍ତ୍ୱାବଧାନରେ ଡା ପିସି ଦଳେଇ, ଡା ଶୀତଳ ନନ୍ଦ, ଟି ଭେଙ୍କଟ ରାଓ, ସୁନୀଲ ଜିତେ ଜାପାନୀସ ଟେକ୍ନୋଲୋଜି ମେସିନ ମାଧ୍ୟମରେ ସମ୍ପୂର୍ଣ୍ଣ ଶରୀରର ପରୀକ୍ଷା ନିରୀକ୍ଷା କରିବା ସହ ଔଷଧ ସେବନର ପରାମର୍ଶ ଦେଇଛନ୍ତି।ଏହି ଶିବିର ତିନି ଦିନ ଧରି ହେବାର ପ୍ରସ୍ତାବ ରହିଛି।ଉମେଶ ଅଗ୍ରୱାଲ, ରାକେଶ ଅଗ୍ରୱାଲ, ଅର୍ପିତ ବାଙ୍କା, ଶିବମ, ପୀୟୂଷ,ଅନୁପ, ସଦିପ ପ୍ରମୁଖ କର୍ମକର୍ତ୍ତା ପରିଚାଳନାରେ ସହଯୋଗ କରିଛନ୍ତି। ଏହି ଶିବିରରେ ପ୍ରାୟ ୮୦ଜଣ ରୋଗୀ ଆସି ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026

You Might Also Like