-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||     

HOME   ରାଜ୍ୟ

୪୫ ଦିନରେ ରହସ୍ୟମୟୀ ରୋଗରେ ୭୦୦ ସଂକ୍ରମିତ

22-Jan-2021



ନୂଆଦିଲ୍ଲୀ(ପ୍ରେରଣା ଖବର)ଦକ୍ଷିଣ ଭାରତୀୟ ରାଜ୍ୟ ଆନ୍ଧ୍ର ପ୍ରଦେଶରେ ପୁଣି ଥରେ ରହସ୍ୟମୟୀ ରୋଗର ପ୍ରକୋପ ବ୍ୟାପିବାରେ ଲାଗିଛି। ରାଜ୍ୟର ପଶ୍ଚିମ ଗୋଦାବରୀ ଜିଲ୍ଲାର କୋମିରପଲ୍ଲୀ ଗାଁରେ ଗତ ୪୫ ଦିନ ଭିତରେ ପ୍ରାୟ ୭୦୦ ଜଣ ଏହି ରହସ୍ୟମୟୀ ରୋଗରେ ସଂକ୍ରମିତ  ହେଲେଣି। ଏକ ସଙ୍ଗେ ପ୍ରାୟ ୨୨ ଗାଁ ଲୋକଙ୍କଠାରେ ରୋଗ ଲକ୍ଷଣ ଦେଖିବାକୁ ମିଳିଛି।ଦ ହିନ୍ଦୁରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ ରୋଗୀଙ୍କୁ ଏଲୁର  ଜିଲ୍ଲାର ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜ୍ୟର ସ୍ଵାସ୍ଥ୍ୟ ମନ୍ତ୍ରୀ ଅଲ୍ଲା କାଲି କୃଷ୍ଣା ପ୍ରଭାବିତ ଗାଁ ଗସ୍ତ କରି ସ୍ଥିତି ବିଷୟରେ ପଚାରି ବୁଝିଛନ୍ତି। ଗାଁରେ ତୁରନ୍ତ ଏକ ଡାକ୍ତରୀ କ୍ୟାମ୍ପ ଲଗାଯାଇଛି। ଏକ ଡାକ୍ତରୀ ଦଳ ମଧ୍ୟ ଗାଁରେ ପହଞ୍ଚି ସାରିଛନ୍ତି। ଡାକ୍ତର ସ୍ଥିତି ଉପରେ ନଜର ରଖିଛନ୍ତି।ସୂଚନାଯୋଗ୍ୟ, ପ୍ରାୟ ଦେଢ ମାସରେ ପ୍ରାୟ ୭୦୦ ଜଣ ଏହି ରୋଗର ପୀଡିତ। ଏହା ପୂର୍ବରୁ ମଧ୍ୟ ଗତ ଡିସେମ୍ବର ମାସରେ ଏଲୁରରେ ରହସ୍ୟମୟୀ ରୋଗର ପ୍ରକୋପ ଦେଖିବାକୁ ମିଳିଥିଲା। ଏକ ମାସ ପୂର୍ବେ ଡବ୍ଲ୍ୟୁଏଚଓ, ଏମ୍ସ, ନିନ୍, ଏନଆଇଭି, ଏନସିଡିସି, ଆଇଆଇସିଟି ବିଶେଷଜ୍ଞ ଓ ଗବେଷକଙ୍କ ଟିମ୍ ଏଲୁରରୁ ନମୂନା ସଂଗ୍ରହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026

You Might Also Like