-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||     

HOME   ଜିଲ୍ଲା

କ୍ଷୁଦ୍ର ଚଳଚ୍ଚିତ୍ର “ବାପା କେଭେ ଯିବ”,  ବୁଚକା-୧ ଓ ୨ ର ପ୍ରିମିୟର ସୋ ପ୍ରଦର୍ଶିତ 

09-Jun-2025



ବଲାଙ୍ଗିର(ଦେବାଶିଷ ବହିଦାର)- ସ୍ଥାନୀୟ ବଲାଙ୍ଗିର ସାମ୍ବାଦିକ ଭବନ ସଭାକକ୍ଷରେ ଡିଲେଶ୍ୱର ସିଂବରିହା ପ୍ରୟୋଜିତ “ବାପା କେଭେ ଯିବ ଓ ବୁଚକା ୨ ର ପ୍ରିମିୟର ସହିତ ୟୁଟ୍ୟୁବରେ ପୂର୍ବ ପ୍ରସାରିତ ବୁଚକା-୧ ର ପ୍ରଦର୍ଶନ ହୋଇଯାଇଛି । ଏ ଉତ୍ସବରେ ମୁଖ୍ୟ ଅତିଥି ଡ. ଶ୍ରୀକର ମିଶ୍ରଙ୍କ ସହିତ ନିର୍ଦ୍ଦେଶକ ଅଶୋକ ବହିଦାର ଓ ମନୋରଂଜନ ପୁରୋହିତ, ତିନି ଚଳଚ୍ଚିତ୍ର ର କାହାଣୀ ଲେଖକ ପରମେଶ୍ୱର ବିଶି ମଂଚାସୀନ ଥିଲେ । ପ୍ରାରମ୍ଭିକ ସଂକ୍ଷିପ୍ତ ସଭା କାର୍ଯ୍ୟକ୍ରମ ମଧୁସୁଦନ ନାୟକ ପରିଚାଳନା କରିଥିଲେ । ଏ ଅବସରରେ ତିନି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ର ଅଭିନେତା ସର୍ବ ବରିଷ୍ଠ ଜଗଦାନନ୍ଦ ଛୁରିଆଙ୍କୁ ଜୀବନ ବ୍ୟାପି ସାଧନା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା । ଏ ତିନି ଚଳଚ୍ଚିତ୍ରର ବିଭିନ୍ନ ଭୂମିକାରେ ଜଗଦାନନ୍ଦ ଛୁରିଆ, ପରମେଶ୍ୱର ବିଶି, ଇଶ୍ୱରୀ ବେହେରା, ସପନା ପଟ୍ଟନାୟକ, ଡଲି ଭରାସାଗର, ଭକ୍ତ ନାଏକ, ସଚ୍ଚିଦାନନ୍ଦ ପ୍ରଧାନ, ମନୋରଂଜନ ପୁରୋହିତ, ଟେନେସ କୁମାର ପଣ୍ଡା, ଅନନ୍ତ ସାହୁ, ଦେବେଶ ସେଠ ପ୍ରମୁଖ ଅଭିନୟ କରିଛନ୍ତି । ଚଳଚ୍ଚିତ୍ରମାନଙ୍କ ସଂଗୀତ ପରିଚାଳନାରେ ଅନ୍ତର୍ଯ୍ୟାମୀ ମେହେର ଓ ଗଜାନନ ନାଗ ଥିବା ସ୍ଥଳେ ଚିତ୍ର ଉତ୍ତୋଳନ ତୁଳାଇଛନ୍ତି ବୁଲବୁଲ ଓ ରଂଜନ ସେଠ । ଥ୍ରି ପି କ୍ରିଏସନ ପଦମପୁର ଦ୍ୱାରା ନିର୍ମିତ ଫିଲ୍ମମାନଙ୍କର ବଲାଙ୍ଗିର ଠାରେ ଆୟୋଜିତ ଏହି ସାଂସ୍କୃତିକ ବିନିମୟ କାର୍ଯ୍ୟକ୍ରମରେ ପ୍ରଫେସର ତରୁଣ କୁମାର ମିଶ୍ର, ଜଗବନ୍ଧୁ ପଟେଲ, ପ୍ରଭାକର ମିଶ୍ର, କୁମୁଦିନି ପୃଷ୍ଟି, ମିଲି ବାରିକ, ପ୍ରଶନ୍ନ କୁମାର ମିଶ୍ର, ସଚ୍ଚିଦାନନ୍ଦ ନାୟକ ପ୍ରମୁଖ ସ୍ଥାନୀୟ କଳାକାର ଓ ସମାଜସେବୀମାନେ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା ରେ ସହାୟତା ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026

You Might Also Like