-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ଆଇଡି ବିସ୍ଫୋରଣରେ ଅତିରିକ୍ତ ଏସପି ସହିଦ

10-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ଜିଲ୍ଲା ସୀମାନ୍ତବର୍ତ୍ତୀ ଛତିଶଗଡ଼ ରାଜ୍ୟର ସୁକମା ଜିଲ୍ଲାର କୋଣ୍ଟାରେ ଆଇଇଡି ବିସ୍ଫୋରଣ ଯୋଗୁଁ କୋଣ୍ଟା ଡିଭିଜନର ଅତିରିକ୍ତ ଏସପି ଆକାଶ ରାଓ ଗିରପୁଞ୍ଜେ ମୃତ୍ଯୁ ବରଣ କରିଛନ୍ତି।  କୋଣ୍ଟା ପୁଲିସ ଷ୍ଟେସନ ଇନଚାର୍ଜ (ଟିଆଇ) ସୋନେଲ ୱ।ଲା ଓ ଏସଡିପିଓ ଭାନୁପ୍ରସାଦ ଚନ୍ଦ୍ରାକର ମଧ୍ୟ ଗୁରୁତର ଭାବେ ଆହତ ହୋଇ ଚିକିତ୍ସିତ ହୋଇଥିବା ଜଣାପଡିଛି। ସୁରକ୍ଷାକର୍ମୀଙ୍କ ସହିତ ଚାଲି ଚିଲି ପାଟ୍ରୋଲିଂ ବେଳେ ମାଟି ତଳେ ପୋତାଯାଇଥିବା ପ୍ରେସ୍ତର ବୋମାର ସଂସ୍ପର୍ଶରେ ଆସି ଏଭଳି ବିସ୍ଫୋରଣ ଘଟିଥିଲା। ଆକାଶ ରାଓ ଗିରପୁଞ୍ଜେଙ୍କ ସହିଦ ହେବା ପରେ ସମଗ୍ର ପୁଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି । ବର୍ତ୍ତମାନ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଜୋରଦାର ଜାରି ରହିଛି ।
ଆଜି ସକାଳେ ୧୦ ଘଟିକା ସମୟରେ ସୁକମା ଜିଲ୍ଲାର କୋଣ୍ଟା ଥାନା ଅନ୍ତର୍ଗତ ଏରାବୋରା ଜଙ୍ଗଲ ଠାରୁ ମାତ୍ର ୨  କିମି ଦୂରରେ ଏକ ରାସ୍ତା କାମ ଚାଲିଥିବା ବେଳେ ସେଠାରେ ନକ୍ସଲମାନେ ମାଟି ଖୋଳୁଥିବା ଜେସିବି କୁ ଅଗ୍ନି ସଂଯୋଗ କରି ପୋଡ଼ି ଦେଇଥିଲେ। ଏହି ଅଞ୍ଚଳରେ ନକ୍ସଲମାନଙ୍କର ଦବଦବା ବେଶି ଥିବା ଯବାନମାନେ ସର୍ଚ୍ଚ ଅପରେସନରେ ବାହାରିଥିଲେ। ଏହି ପାଟ୍ରୋଲିଂରେ ଅତିରିକ୍ତ ଏସପି ଆକାଶ ରାଓ ଗିରପୁଞ୍ଜେ ସହ କୋଣ୍ଟା ପୁଲିସ୍ ଷ୍ଟେସନ ଇନଚାର୍ଜ ଏବଂ ଏସଡିପିଓ ମଧ୍ୟ ସାମିଲ୍ ହୋଇଥିଲେ। ପାଟ୍ରୋଲିଂ ଚାଲିଥିବା ବେଳେ କୋଣ୍ଟା ଅଞ୍ଚଳରେ ମାଓବାଦୀମାନେ ଖଞ୍ଜିଥିବା ଆଇଇଡି ହଠାତ୍ ବିସ୍ଫୋରଣ କରିଥିଲା । ଯେଉଁଥିରେ ଅତିରିକ୍ତ ଏସପି ଆକାଶ ରାଓ ଗିରପୁଞ୍ଜେଙ୍କ ଶରୀର ନିମ୍ନ ଅଂଶର ମାଂସ ଖଣ୍ଡବିଖଣ୍ଡିତ ହୋଇ ଯାଇଥିଲା । ସେହିପରି ଏଥିରେ ଅନ୍ୟ ଜଣେ ଯବାନ ଓ ଅଧିକାରୀ ଆହତ ହୋଇଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଅତିରିକ୍ତ ଏସପି ଆକାଶ ରାଓ ଗିରପୁଞ୍ଜେଙ୍କ ମୃତ୍ୟୁ ଘଟିଥିଲା । ଆସନ୍ତା ୧୦ ତାରିଖ ଦିନ ନକ୍ସଲ ମାନେ ଭାରତ ବନ୍ଧ ଡାକରା ଦେଇ ଥିବା ରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like