-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ହସ୍ତାନ୍ତର ଆଗରୁ ସିନ୍ଧେକେଲା ସିଏଚସି ର ନୂତନ ଡାକ୍ତରୀ ଜୈବ ବର୍ଜ୍ୟ ପରିଚାଳନା କକ୍ଷ ର ବିଭିନ୍ନ ସ୍ଥାନରେ ଫାଟ

10-Jun-2025



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ): ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଉନ୍ନୀତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମାନ୍ୟତା ସହ ନୂତନ କୋଠା ନିର୍ମାଣ ଶେଷ ପର୍ଯ୍ୟାୟରେ ପହଁଚିଛି। ହେଲେ ନିମ୍ନମାନର ନିର୍ମାଣ କାମ ହୋଇଥିବାରୁ ଡାକ୍ତରୀ ଜୈବ ବର୍ଜ୍ୟ ପରିଚାଳନା କକ୍ଷର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଛି। ସ୍ଥିତି ଏପରି ହୋଇଛି ଯେ କୋଉଠାରେ ଉକ୍ତ କକ୍ଷକୁ ସୁରକ୍ଷା ଯୋଗାଇ ଦେବାକୁ ହୋଇ ଥିବା ବାଡ଼ ଫାଟି ଆଁ କରିଛି ତ କୋଉଠି କକ୍ଷକୁ ଲାଗିକି ସିମେଣ୍ଟ ପଲସ୍ତରା ଫାଟି ଆଁ କଲାଣି। ଜୈବ ବର୍ଜ୍ୟ ପରିଚାଳନା କକ୍ଷ ଅଦ୍ୟାବଧି ପର୍ଯ୍ୟନ୍ତ ହସ୍ତାନ୍ତର ମଧ୍ୟ ହୋଇନଥିବା ବେଳେ ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହେବା କାମର ମାନ ପ୍ରତିପ୍ରଶ୍ନବାଚୀ ସୃଷ୍ଟି କରିଛି। ତେଣୁ ନିଶ୍ଚିତ ଭାବରେ ଯାଞ୍ଚ ର ପରିଧିକୁ ଆସୁଛି। ହେଲେ ଏନେଇ ବିଭାଗୀୟ ଏନ୍ଏଚଏମ କନିଷ୍ଠ ଯନ୍ତ୍ରୀ କୁ ପଚାରିବାରୁ କାମ ହୋଇଥିବା ସ୍ଥାନରେ କଳାମାଟି ଥିବାରୁ ସ୍ଥିତି ଏପରି ହୋଇଥିବା କହିଥିଲେ। ଏବଂ ବର୍ତ୍ତମାନ

ପର୍ଯ୍ୟନ୍ତ କାମ କରୁଥିବା ଠିକାଦାର ଆମକୁ ହସ୍ତାନ୍ତର କରିନାହାନ୍ତି। ତେଣୁ ହସ୍ତାନ୍ତର ହେବା ଆଗରୁ ଠିକାଦାର ସମସ୍ତ ପ୍ରକାର କାମ ସାରିବା ପରେ କକ୍ଷର ସ୍ଥିତି ଦେଖିବାପରେ ହସ୍ତାନ୍ତର ହେବ ବୋଲି କହିଥିଲେ। ଏହାକୁ ନଜରରେ ରଖି ଠିକାଦାର ଙ୍କ ଇଏମଡି ଟଙ୍କା ରଖାଯାଇଛି ସେ ଯଦି ସବୁ ଠିକଠାକ କରି ହସ୍ତାନ୍ତର ନ କରିବେ ତେବେ ତାଙ୍କ ଶେଷ ପର୍ଯ୍ୟାୟ ଟଙ୍କା ସେ ପାଇପାରିବେ ନାହିଁ ବୋଲି କହିଥିଲେ। ତେବେ ଆଗକୁ ଦେଖିବାକୁ ରହିଲା କନିଷ୍ଠ ଯନ୍ତ୍ରୀଙ୍କ କଥା କେତେ ଦୂର ସତ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like