-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାର ଧାନମଣ୍ଡି ମାନଙ୍କରେ ବ୍ୟାପକ ଅବ୍ୟବସ୍ଥା, ଚାଷୀ ଠକେଇର ଶିକାର:ମହେଶ୍ୱର ସାହୁ

10-Jun-2025



ବଲାଙ୍ଗିର(ପ୍ରେରଣା ଖବର): ରାଜ୍ୟରେ ମୋହନ ସରକାର ଆସିଲା ପରେ କୃଷକ କଲ୍ୟାଣ ପାଇଁ ଅନେକ ଯୋଜନା କରାଗଲା କିନ୍ତୁ ତଥାପି ବଲାଙ୍ଗିର ଜିଲ୍ଲାର ଧାନମଣ୍ଡି ମାନଙ୍କରେ ବ୍ୟାପକ ଅବ୍ୟବସ୍ଥା ରହିଛି ଓ ଚାଷୀ ଠକେଇର ଶିକାର  ହେଉଥିବା କହି ରାଜ୍ୟ ଭାଜପାର କୃଷକ ମୋର୍ଚା ସଭାପତି ମହେଶ୍ୱର ସାହୁ କ୍ଷୋଭ ପ୍ରକାଶ କରିଛନ୍ତି l ସେ ବଲାଙ୍ଗିର ଜିଲ୍ଲାର ସାଲେଭଟା, ମୁରୁଶୁଣ୍ଡି , ଦେଓଗାଁ, କୁତୁର୍ଲା, ସଈଁତଲା ପ୍ରଭୃତି ଧାନମଣ୍ଡୀକୁ  ପରିଦର୍ଶନ କରିବା ସହିତ ଚାଷୀ ମାନଙ୍କ ସହିତ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରିଥିଲେ। ଓଡିଶାରେ ଧାନକିଣା କାରବାର ସ୍ଵଚ୍ଛ ଓଶୃଙ୍ଖଳିତ ଭାବେ କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ବ୍ୟବସ୍ଥା କରିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ଅଧିନିୟମ ମାର୍ଗଦର୍ଶକା ଅନୁଯାୟୀ ଠିକଠାକ୍ ଭାବେ ଚାଷୀ ମାନଙ୍କ ଠାରୁ ଧାନ କ୍ରୟ କରାଯାଉଛି କି ନାହିଁ ରାଜ୍ୟ ସଭାପତି ମହେଶ୍ଵର ସାହୁ ତଦାରଖ କରିଥିଲେ। ଓଡିଶାର ଚାଷୀ ମାନଙ୍କର ଆୟକୁ ଦୁଇଗୁଣା କରିବା ସହିତ ଚାଷୀ ମାନଙ୍କୁ ସମୃଦ୍ଧ କରିବା ସହିତ ବିଜେପି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାର  ବ୍ୟାପକ କୃଷକ କଲ୍ୟାଣକାରୀ ଯୋଜନା କରୁଛନ୍ତି। ବିଜେପି ସରକାର ଚାଷୀମାନଙ୍କ ପାଇଁ ସମର୍ପିତ ସରକାର ବୋଲି ରାଜ୍ୟ ସଭାପତି ମହେଶ୍ଵର ସାହୁ କହିଥିଲେ।   ବଲାଙ୍ଗୀର ଜିଲ୍ଲା ଧାନମଣ୍ଡୀ ପରିଦର୍ଶନ ସମୟରେ ଚାଷୀ ମାନଙ୍କୁ ଚିରାଫଟା ବସ୍ତା ଦିଆଯାଉଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ତତସହିତ ମିଲର୍ସ ମାନେ ଧାନ ପରିବହନ ପାଇଁ ଗାଡି ଠିକ ଭାବେ ଦେଉନଥିବାରୁ ଚାଷୀ ମାନେ ହଇରାଣ ହରକତ ହେଉଥିବା ଉପସ୍ଥିତ ଚାଷୀ ମାନେ ରାଜ୍ୟ ସଭାପତି ମହେଶ୍ଵର ସାହୁଙ୍କ ଠାରେ ଅଭିଯୋଗ କରିଥିଲେ। ବଲାଙ୍ଗିର ଜିଲାରେ ବିଜେଡି ସମର୍ଥିତ ପେକ୍ସ ସଭାପତି ମାନେ ଧାନକିଣା କାରବାରରେ ବ୍ୟାପକ ଅବ୍ୟବସ୍ଥା କରିବା ସହିତ ଚାଷୀ ମାନଙ୍କ ଠାରୁ ଧାନ କ୍ରୟରେ ପାତରଅନ୍ତର କରୁଥିବା ଚାଷୀ ମାନେ ଅଭିଯୋଗ କରିଥିଲେ। ଏହି ସବୁ ସମସ୍ୟାର ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ ବୋଲି ଶ୍ରୀ  ସାହୁ କହିଥିଲେ।  ଏହି ପରିଦର୍ଶନରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ପୁଲିନ୍ ପ୍ରକାଶ ପୁହାଣ, ରାଜ୍ୟ ସଂଯୋଜକ ରାଜକିଶୋର ମେଣ୍ଡେଲୀ, କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି  ମାଧବ ସାଏ, ଜଗବନ୍ଧୁ ପ୍ରଧାନ, ସୁଦାମ ଦନ୍ତା, ପିତାମୂର କଣ୍ଟା, ସୀତାରାମ ପ୍ରଧାନ, ଶଶିଭୂଷଣ ପାଣିଗ୍ରାହୀ, ବିଜୁ ନାୟକ, କାମରାଜ ପ୍ରଧାନ, ରୋହିତ୍ ସାହୁ, ଗୋପିନାଥ ଭାଟି, ଚନ୍ଦ୍ର ଚନ୍ଦନ, କୁଳମଣି ବାରିକ, ପର୍ଶୁରାମ୍ ସେଠ୍ ଙ୍କ ସମେତ ଶତାଧିକ ଚାଷୀ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like