-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||     

HOME   ରାଜ୍ୟ

ଚଣ୍ଡିଖୋଲ: ରମ୍ଭାଦେଇପୁର ଘାଇ ପରିଦର୍ଶନ କଲେ ଭିଜିଲାନ୍ସ ଟିମ୍‌

22-Jan-2021



ଚଣ୍ଡିଖୋଲ(ପ୍ରେରଣା ଖବର) ସତରେ କଣ ରମ୍ଭାଦେଇପୁର୍ ଘାଇ ମନୁଷ୍ଯକୃତ! ଏହାର ସତ୍ୟତା ପରଖିବାକୁ ଲୋକାୟୁକ୍ତଙ୍କ ନିର୍ଦ୍ଦେଶରେ ରାଜ୍ୟ ଭିଜିଲାନ୍ସ ବିଭାଗର ଏକ ଟିମ୍ ଆଜି ଧର୍ମଶାଳା ବ୍ଲକ୍ ଅନ୍ତର୍ଗତ ରମ୍ଭାଦେଇପୁର୍ ଘାଇ ଅନୁଧ୍ୟାନ କରିଛନ୍ତି। ଗତବର୍ଷ ଅଗଷ୍ଟ ୨୮ ତାରିଖରେ ପ୍ରଳୟଙ୍କରୀ ବନ୍ୟାରେ ଯାଜପୁର ଜିଲ୍ଲାର ଧର୍ମଶାଳା ବ୍ଲକ୍ ଅନ୍ତର୍ଗତ ରମ୍ଭାଦେଇପୁର୍ ଅଞ୍ଚଳରେ ଘାଇ ଭାଙ୍ଗି ଶତାଧିକ ଚାଷଜମି ଜଳମଗ୍ନ ହୋଇଥିଲା। ଏଥିସହ ହଜାର ହଜାର ହେକ୍ଟର ଫସଲ ନଷ୍ଟ ହୋଇଥିଲା।ସ୍ଥାନୀୟ ଲୋକଙ୍କ ଅଭିଯୋଗ କ୍ରମେ ଏହି ଘାଈ ମନୁଷ୍ଯ କୃତଥିଲା। ଏ ନେଇ ସ୍ଥାନୀୟ ଜଣେ ବିଧାୟକଙ୍କୁ ଦାୟି କରିଥିଲେ ସ୍ଥାନୀୟ ଲୋକେ। ଯାହାର ତଦନ୍ତ ଦାୟିତ୍ବ ରାଜ୍ୟ ଭିଜିଲାନ୍ସ ବିଭାଗକୁ ଦିଆଯାଇଛି। ଆଜିର ଏହି ଅନୁଧ୍ୟାନରେ ଜନସମ୍ପଦ ମୁଖ୍ୟ ଶିଶିର ପଟ୍ଟନାୟକ , କଟକ ଭିଜିଲାନ୍ସ ସହକାରୀ ଏସପି ହର ନାରାୟଣ ପତି, ଭିଜିଲାନ୍ସ ଟେକ୍ନିକାଲ୍ ମୁଖ୍ୟ ରଞ୍ଜନ ଦାହ୍ ପ୍ରମୁଖ ଏହି ୩୦୦ ମିଟର ଘାଇର ସମସ୍ତ ଦିଗକୁ ଅନୁଧ୍ୟାନ କରି ଫେରି ଯାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026

You Might Also Like