-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଧାନ ମଣ୍ଡି ପରିଦର୍ଶନ କଲେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି

10-Jun-2025



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଧାନ ମଣ୍ଡି ପରିଦର୍ଶନ କଲେ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ମହେଶ୍ୱର ସାହୁ। ମଣ୍ଡି ରେ ଥିବା ଅଧିକାରୀ ଓ କୃଷକ ମାନଙ୍କ ସହ ଆଲୋଚନା କଲେ। ଏହି ଅବସରରେ ରାଜ୍ୟ ଉପ ସଭାପତି ପୁଲିନ ପୂହାନ, ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ସନା ମାଝୀ, ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଜଗଦୀଶ କଲାର ଓ ରମାପତି ବିଷୟୀ, ରାଜ୍ୟ ଉପ ସଭାପତି ବିପଦ ଭଞ୍ଜନ ସାହୁ, ବରିଷ୍ଠ ନେତା ସୋମନାଥ ପୂଜାରୀ, ରତନ କଲାର, ଜି କିରଣ କୁମାର, କୃଷ୍ଣ ଭତ୍ରା, ମହେଶ କୁମାର ପାତ୍ର , ଶୁଭମ୍ ଚୌଧୁରୀ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ । ମଣ୍ଡି ପରିଦର୍ଶନ ପରେ ସ୍ଥାନୀୟ ସର୍କିଟ ହାଉସ ରେ ଏକ ସାମ୍ବାଦିକ ସମ୍ମିଳନୀ ରେ ରାଜ୍ୟ ସଭାପତି ରାଜ୍ୟ ସରକାର ଙ୍କ କୃଷକ ମାନଙ୍କ ପାଇଁ କରାଯାଇଥିବା ଜନହିତକର କାର୍ଯ୍ୟ ଗୁଡ଼ିକ ଉପରେ ଆଲୋଚନା କଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like