-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ଖଡିଆଳ ଠାରେ ପ୍ରଦେଶ କଂଗ୍ରେସ କମିଟି ଆହ୍ବାନ କ୍ରମେ ଜିଲ୍ଲା କଂଗ୍ରେସ କମିଟି ପକ୍ଷ ରୁ ସମ୍ବିଧାନ ବଞ୍ଚାଅ ସମାବେଶ ଅନୁଷ୍ଠିତ

10-Jun-2025



(ଡୋଲେଶ୍ୱର ବାଗ)
 ନୂଆପଡ଼ା ଜିଲ୍ଲା ଖଡିଆଳ ଠାରେ ପ୍ରଦେଶ କଂଗ୍ରେସ କମିଟି ଆହ୍ବାନ କ୍ରମେ ଜିଲ୍ଲା କଂଗ୍ରେସ କମିଟି ପକ୍ଷ ରୁ ସମ୍ବିଧାନ ବଞ୍ଚାଅ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଏକ ଶୋଭାଯାତ୍ରା ଖଡିଆଳ ଠାକୁରାଣୀ ମନ୍ଦିର ପରିସର ରୁ ବାହାରି ଖଡିଆଳ ନଗର ପରିକ୍ରମା ପରେ ଅଗ୍ରସେନ୍ ଧର୍ମଶାଳା ପରିସର ମଧ୍ୟକୁ ପ୍ରବେଶ କରିଥିଲା। ଖଡିଆଳ କଂଗ୍ରେସ ନେତା କମଲ ଚରଣ ତାଣ୍ଡି ଙ୍କ ନେତୃତ୍ୱ ରେ ସମ୍ବିଧାନ ବଞ୍ଚାଅ ସମାବେଶ ଅନୁଷ୍ଠିତ ହୋଇଅଛି।

ଏହି ସମାବେଶ ରେ ନୂଆପଡ଼ା ଜିଲ୍ଲା ଖଡିଆଳ ଠାରେ ପ୍ରଦେଶ କଂଗ୍ରେସ କମିଟି ଆହ୍ବାନ କ୍ରମେ ଜିଲ୍ଲା କଂଗ୍ରେସ କମିଟି ପକ୍ଷ ରୁ ସମ୍ବିଧାନ ବଞ୍ଚାଅ ସମାବେଶ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲା ସଭାପତି ସୁରେଶ ଆଜାଦ୍ ଜିଲ୍ଲା ସଂଯୋଜକ  ଘାସିରାମ ମାଝୀ,  ପର୍ଯ୍ୟବେକ୍ଷକ ମୂରଲୀ ଧର ନାଏକ, ଜିଲ୍ଲା ପରିଷଦ ସଭ୍ୟ ଭରତ ରାଉତ, ବରିଷ୍ଠ କଂଗ୍ରେସ  କମିଟି ସଦସ୍ୟ ଫାରୁକ୍ ମହମ୍ମଦ, ଆଲୋକ ଗୁରୁ, ଦେବଦତ୍ତ ଦୀକ୍ଷିତ, ରାଜ୍ୟ ଯୁବ କଂଗ୍ରେସ୍ କାର୍ଯ୍ୟକାରୀ ସଭାପତି ଗଣେଶ ରାମ ସାହୁ,  ଜିଲ୍ଲା ଯୁବ କଂଗ୍ରେସ  ସଭାପତି ଅମିତ୍ ଆହିର, ବିରଞ୍ଚି ବାଗ ସହ  ଜିଲ୍ଲା ଯୁବ କଂଗ୍ରେସ ବହୁ କର୍ମୀ, ନେତା, ମହିଳା ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like