-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||     

HOME   ଜିଲ୍ଲା

କୁରସୁଡ ରେ ପ୍ରାକୃତିକ କୃଷି ସମ୍ବନ୍ଧୀୟ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ  

11-Jun-2025



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ): ବଲାଙ୍ଗୀର ଜିଲ୍ଲା କୁରସୁଡ ସ୍ଥିତ ସିଏସଡି ସଭା ଗୃହ ଗୃହ ଠାରେ ପ୍ରାକୃତିକ କୃଷି ସମ୍ବନ୍ଧୀୟ ଏକ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମର ଉଦଘାଟନ ସଭା ରେ ଡିପିଏମ (ଓଏଲଏମ) ଶ୍ରୀମତୀ ନିଳୀମା କୁଜୁର ମୁଖ୍ୟ ଅତିଥି ଭାବରେ  ଅଂଶଗ୍ରହଣ କରି କିପରି ଏହି କାର୍ଯ୍ୟକ୍ରମ ଟି ସଫଳ ହୋଇପାରିବ ତାହା ଉପରେ ଆଲୋକପାତ କରିଥିଲେ। ସଂଗଠନର ସମ୍ପାଦକ ମନୋଜ କୁମାର ପାଢ଼ୀ, ଉପସ୍ଥିତ ତାଲିମଧାରି ମାନେ କିପରି ଆଗାମୀ ଦିନରେ ଏହି କାର୍ଯ୍ୟକ୍ରମ କୁ ନିଜ ନିଜ କ୍ଲଷ୍ଟର ରେ ସଫଳତାର ସହିତ କାର୍ଯ୍ୟକାରୀ କରିପାରିବେ ତାହା ଉପରେ ଗୁରୁତ୍ୱ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ବଲାଙ୍ଗୀର ଜିଲ୍ଲା ର ବଙ୍ଗୋମୁଣ୍ଡା ଓ ପାଟଣାଗଡ଼ ବ୍ଲକ ରୁ ୪୦ ଜଣ ସିଆରପି ଅଂଶଗ୍ରହଣ କରିଥିଲେ। ତାଲିମ ଦାତା ଭାବରେ ସି ଏସ ଡି ର ନିର୍ଦେଶକ ତଥା ନୋଡାଲ ଅଫିସର ସତ୍ୟଜିତ ପ୍ରତିହାରୀ । ଏଫ ଏମ ଟି ରଶିକ ପୁଟେଲ, ପ୍ରାକୃତିକ କୃଷି ଓ ଏଥି ପାଇଁ ଆବଶ୍ୟକ ଜୈବିକ ସାର, ବିହନ ବିଶୋଧନ ପ୍ରଣାଳୀ, କୀଟ ନାଶକ ଆଦି ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ଅନୁଷ୍ଠାନ ର କର୍ମକର୍ତା ଚିତ୍ତରଞ୍ଜନ, କାର୍ତିକ, ଲମ୍ବୋଦର, ହରିପ୍ରିୟା ସନ୍ତୋଷ, ରାଜେନ୍ଦ୍ର, ଚଳେନ୍ଦ୍ର ଓ ଲବଣି ଉକ୍ତ କାର୍ଯ୍ୟକ୍ରମ କୁ ସଫଳତା ର ସହିତ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026

You Might Also Like