-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ଧର୍ମପରାୟଣା ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

11-Jun-2025



ବଲାଙ୍ଗୀର (ଅନ୍ତର୍ଯ୍ୟାମୀ ସାହୁ): ବଲାଙ୍ଗିର ଆର.ଟି.ଓ ଛକ ନିବାସୀ ବାସନ୍ତୀ ସାହୁଙ୍କ ୭୦ ବର୍ଷ ବୟସରେ ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ଭୁବନେଶ୍ଵରର  କେୟାର ହସ୍ପିଟାଲ ଠାରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି l ବଲାଙ୍ଗିର ଜିଲ୍ଲା ଦେଓଗାଁ ନିବାସୀ ସ୍ଵର୍ଗତଃ ଶ୍ରିପତି ଚରଣ ସାହୁଙ୍କ ସାନ ଝିଅ ତଥା  ଜଣେ ଶାନ୍ତ, ମିଷ୍ଟଭାଷୀ,ମେଳାପୀ,ଧର୍ମପରାୟଣl  ଓ ପରୋପକାରୀ ମହିଳା ଭାବରେ ଜଣାଶୁଣା ବାସନ୍ତୀ ସାହୁଙ୍କ ଗତ ମଙ୍ଗଳବାର ରାତି ୧୧ ଟା ରେ  ପରଲୋକ ହୋଇ ଯାଇଛି l ମୃତ୍ୟୁଶଯ୍ୟାରେ ପୁତ୍ର ଜୋତି ପ୍ରକାଶ ସାହୁ, ନାତି  ନାତୁଣୀ ୩ ଝିଅ ଆତ୍ମୀୟ, ସ୍ୱଜନ ଓ ଆଖପାଖ ଅଞ୍ଚଳର ବହୁ ଲୋକ ଉପସ୍ଥିତ ଥିଲେ। ପୁତ୍ର ଜୋତି ପ୍ରକାଶ ସାହୁ ବଲାଙ୍ଗିର ସ୍ତିତ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହେବ ବୋଲି ମୃତକଙ୍କ ବଡ଼ପୁଅ ଜ୍ଯୋତିପ୍ରକାଶ ସାହୁ ସୂଚନା ଦେଇଛନ୍ତି l ଅବସର ପରେ ସ୍ବର୍ଗତ ବାସନ୍ତୀ ସାହୁ ପୁଅ ଜୋତି ସାହୁ ପାଖରେ ସ୍ଥାୟୀ ଭାବରେ ଅବସ୍ଥାନ କରୁଥିଲେ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like