-+91-9937148622 |
prerana_bgr@rediffmail.com |
Tuesday 28th April 2026 |
R.N.I. Regd No. ODIODI/2010/46693
Breaking News
11-Jun-2025
କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଯାଇଛି | ସକାଳ ୭ଘଣ୍ଟା ସମୟରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ହୋଇ ଅସ୍ଥାୟୀ ସ୍ନାନ ମଣ୍ଡପରେ ବିଜେ କରାଇ ଥିଲେ ପରେ ଚନ୍ଦନ, କର୍ପୁର ମିଶ୍ରିତ ୧୦୮ ଗଡୁ ସୁବାସିତ ଜଳରେ ମହାପ୍ରଭୁଙ୍କୁ ବ୍ରାହ୍ମଣ ସେବକ ମାନେ ସ୍ନାନ କରାଇଥିଲେ |ପରେ ମହାପ୍ରଭୁ ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ |