-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||     

HOME   ଜିଲ୍ଲା

ଚା ପତି ବି ଭେଜାଲ: ବିଭିନ୍ନ ବ୍ରାଣ୍ଡର ଷ୍ଟିକର ସହ ସାମଗ୍ରୀ ଜବତ, ଜଣେ ଗିରଫ

23-Jan-2021



ବ୍ରହ୍ମପୁର (ପ୍ରେରଣା ଖବର) : ଭେଜାଲ ପରେ ଭେଜାଲ। ରାଜ୍ୟରେ ବଢି ଚାଲିଛି ନକଲି ସାମଗ୍ରୀର କଳାକାରବାର।  ପ୍ରଶାସନର ନାକ ତଳେ ଚାଲିଛି ବେଧଡକ କାରବାର। ରାଜ୍ୟରେ ଏବେ ସାବୁନଠୁ ନେଇ ସିମେଣ୍ଟ ପର୍ଯ୍ୟନ୍ତ ଏପରିକି ଅଧିକାଂଶ ଖାଦ୍ୟ ସାମଗ୍ରୀର ନକଲି କାରବାର ଚାଲିଛି। କଟକଠୁ ନେଇ ସମ୍ଵଲପୁର ଏବଂ ବ୍ରହ୍ମପୁର ସହରରେ ଗୋଟିଏ ପରେ ଗୋଟିଏ ନକଲି କାରଖାନା ଠାବ ହେବାରେ ଲାଗିଛି। ହେଲେ ଏଥିରେ ଲାଗୁନି ବ୍ରେକ। ଏହି କ୍ରମରେ ଶୁକ୍ରବାର ଭେଜାଲ ଚା ପତି ମଧ୍ୟ ସାମ୍ନାକୁ ଆସିଛି।
ବ୍ରହ୍ମପୁରର ଇଞିନିୟରିଂ କଲେଜ୍ ପଣ୍ଡା କଲୋନୀରେ ଏକ ବେଆଇନ  ଚା ପତି ବ୍ୟବସାୟୀଙ୍କ ଘର ଉପରେ ପୁଲିସ୍  ଚଢାଉ କରିଛି। ବିଭିନ୍ନ ବ୍ରାଣ୍ଡର ଚା ପତି ଷ୍ଟିକର୍ ସହ ସାମଗ୍ରୀ ଜବତ ହୋଇଛି।  ଏଥିସହ ପୁଲିସ ଜଣକୁ ଗିରଫ କରିଛି।

ଚଢାଉରେ ପୁଲିସ ଅପ ମିଶ୍ରଣକାରୀ ଆସାମ କଡକ ଟି ୨୬୯ କେଜି, ସୂର୍ଯ୍ୟ ଗୋଲ୍ଡ ଟି ୩୯୦ କେଜି, ଡନ ଟି ୭୫ କେଜି ଜବତ କରିଛି। ପୁଲିସ ଫୁଟ୍ ସେଫ୍ଟି ଆକ୍ଟ ଏବଂ ମାନଦଣ୍ଡର ଆକ୍ଟ ଆଧାରରେ ମାମଲା ରୁଜୁ ରକିଛି। ବିଭିନ୍ନ ବ୍ରାଣ୍ଡର ଷ୍ଟିକର ଲଗାଇ ଏଠାରେ ନକଲି ଚା ପ୍ରସ୍ତୁତ କରାଯାଇ ବିକ୍ରି  କରାଯାଉଥିବା ଅଭିଯୋଗ ହୋଇଥିଲା।
ସୂଚନାଯୋଗ୍ୟ, ଏହାର କିଛି ଦିନ ପୂର୍ବରୁ ସମ୍ବଲପୁରରୁ ଶହ ଶହ କେଜିର ନକଲି ସର୍ଫ ଏକ୍ସେଲ ଜବତ ହୋଇଥିଲା। ଅନ୍ୟପଟେ ନକଲି ସାମଗ୍ରୀରେ କଟକ ସବୁ ସୀମା ଡେଇଁ ସାରିଛି। କଟକ ସହର ଏବଂ ଏହାର ଉପକଣ୍ଠ ଅଞ୍ଚଳରୁ ଗୋଟିଏ ପରେ ଗୋଟିଏ ନକଲି କାରଖାନା ଠାବ ହୋଇ ଚାଲିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026

You Might Also Like