-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ

11-Jun-2025



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ତରଫରୁ ପିପି ଏକାଡେମୀ ସଭାଗୃହରେ ବଲାଙ୍ଗିର ଜିଲ୍ଲା ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଟାଇକଣ୍ଡୋ ସଂଘ ସଂପାଦକ ତଥା ଜାତୀୟସ୍ତରୀୟ କୋଚ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ମୁଖ୍ୟ ଅତିଥି ରୂପେ ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ ପଟେଲ 

ଯୋଗଦାନ ଦେଇଥିଲେ। ଗତ ୫ ତାରିଖରେ ମୁଖ୍ୟମନ୍ତ୍ରୀ ଓ ପରିବେଶ ମନ୍ତ୍ରୀ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜକୁ ପ୍ରକୃତି ମିତ୍ର ପୁରସ୍କାର ରେ ସମ୍ମାନିତ କରିଥିବାରୁ ମୁଖ୍ୟ ଅତିଥି ଶ୍ରୀ ପଟେଲ ଯୁବ କୁଲୁତା ସମାଜ ସଂଗଠନ ତଥା ଯୁବ ସଭାପତି ଅସୀମ ଭୋଇଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହି ଟାଇକଣ୍ଡୋ ଖେଳ ମାଧ୍ୟମରେ ଛାତ୍ରୀଛାତ୍ର ନିଜକୁ ସୁରକ୍ଷା ଦେବା ସଙ୍ଗେ ନିଜ ଭବିଷ୍ୟତ ଗଠନ କରିବାରେ ସହାୟକ 

ହେବ ବୋଲି ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ କହିଛନ୍ତି । ଏହି ଟାଇକଣ୍ଡୋ ଅନୁଷ୍ଠାନ ପାଇଁ ଭିତ୍ତିଭୂମିର ଆବଶ୍ୟକତା ରହିଥିବା ଜିଲ୍ଲା ଟାଇକଣ୍ଡୋ ସଂଘ ସଭାପତି ହେମନ୍ତ ପଣ୍ଡା ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଛନ୍ତି। ଓଡିଶା ଟାଇକଣ୍ଡୋ ସଂଘ ସାଧାରଣ ସଂପାଦକ ତଥା ଆନ୍ତର୍ଜାତୀୟ ଟାଇକଣ୍ଡୋ ମାଷ୍ଟର ମନମୋହନ ଭଞ୍ଜ ଉପସ୍ଥିତ ରହି ଏହି ପ୍ରତିଯୋଗିତାକୁ ପରିଚାଳନା କରିଥିଲେ। ଏହି ପ୍ରତିଯୋଗିତାରେ ୮୬ ଜଣ ପ୍ରତିଯୋଗି ଭାଗ ନେଇଥିଲେ। ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଉତ୍ତିନ୍ନ ହୋଇଥିବା ଛାତ୍ର ଛାତ୍ରୀମାନେ ଆଗାମୀ ଜୁଲାଇ ମାସରେ ହେବାକୁ ଥିବା ରାଜ୍ୟସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତାରେ ଭାଗ ନେବେ ବୋଲି କୋଚ ଅସିମ ଭୋଇ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like