-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

*ସୋନପୁର ଠାରେ ପଞ୍ଚାୟତ ରାଜ ମନ୍ତ୍ରୀ ଙ୍କ ଦ୍ଵାରା ସ୍ବାସ୍ଥ୍ୟ ଚିକିତ୍ସା ଶିବିର ପରିଦର୍ଶନ ଆୟୁଷ୍ମାନ କାର୍ଡ ବଣ୍ଟନ*-

11-Jun-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ପୌରାଞ୍ଚଳ ଅଧିନସ୍ଥ ୱାର୍ଡ ନ ୬ ତରିଆପଡା ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସୋନପୁର ଆନୁକୂଲ୍ୟରେ ଅପରାହ୍ନ ୩  ଟା ରୁ ୭ ଟା ପର୍ଯ୍ୟନ୍ତ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଟିତ ହୋଇଥିଲା l  ସ୍ୱାସ୍ଥ୍ୟ ସେବା ଶିବିର ରେ ଅନୁଷ୍ଠିତ ସଭା ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା .ପ୍ରଦୀପ କୁମାର ଗୁରୁଙ୍କ ସଭାପତିତ୍ୱ ରେ ସଭା  ଅନୁଷ୍ଠିତ ହୋଇଥିଲା l ଏଥିରେ ଓଡିଶା ସରକାର ଙ୍କ  ପଂଚାୟତିରାଜ ମନ୍ତ୍ରୀ  ଶ୍ରୀଯୁକ୍ତ ରବିନାରାୟଣ ନାଏକ ମୁଖ୍ୟ ଅତିଥି ଭାବରେ ଉପସ୍ଥିତ ରହି ଓଡିଶା ସରକାର ଙ୍କ ଜନହିତକର କାର୍ଯ୍ୟ ଉପରେ ଆଲୋପାତ କରିଥିଲେ ଓ ବୃଦ୍ଧ ଓ ବୃଦ୍ଧା ମାନଙ୍କ ର ପ୍ରଚଳିତ ସ୍ୱାସ୍ଥ୍ୟ ବୀମା ଯୋଜନା ଵୟୋବନ୍ଦନା ଯୋଜନା ର କାର୍ଡ ସବୁ ବଣ୍ଟନ କରିଥିଲେ l ଓ ସ୍ବାସ୍ଥ୍ୟ ଚିକିତ୍ସା ଶିବିର କୁ ତଦାରଖ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ବୀରମହାରାଜପୁର ବିଧାୟକ ଶ୍ରୀଯୁକ୍ତ ରଘୁନାଥ ଜଗଦଲା, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡା ରମେଶ ଚନ୍ଦ୍ର ସ୍ୱାଇଁ,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା ପଦ୍ମହଂସା ଦୋରା ଭେଷଜ ବିଶେଷଜ୍ଞ ଡା. ଜିତାରାମ ବିଦ, ଡା  ପ୍ରସନ୍ନ ମିଶ୍ର,  ଦାନ୍ତରୋଗ ବିଶେଷଜ୍ଞ ଡା. ସତ୍ୟନାରାୟଣ ପଣ୍ଡା, ଡା ବସୁମତୀ ଚୌଧୁରୀ, ଡି ପି ଏମ ଶ୍ରୀଯୁକ୍ତ ରୂପକ କୁମାର ମହାପାତ୍ର            ଏପିଡେମିଓଲୋଜିଷ୍ଟ  ଲୋପାମୁଦ୍ରା ମହାନ୍ତି ,ଏମ ଏଲ ଏ ଆଇ ଏସ ଶୋଭନା ଦାଶ, ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ,ଡିଇଓ ଆଇ ଡି ଏସ ପି ନାରାୟଣ ରଥ, ଏ ଏମ ଆଶା ତରଣୀସେନ ପଧାନ ମାନସିକ ରୋଗ ବିଭାଗ ର ଅନୁପ ଦାଶ,ଡି ଏଲ ସି ଶ୍ରୀ ପଣ୍ଡା ଅନ୍ୟାନ୍ୟ ସ୍ୱାସ୍ଥ୍ୟ ବିଭାଗ ର କର୍ମଚାରୀ, ସ୍ୱାସ୍ଥ୍ୟ କର୍ମୀ ମହିଳା ଆଶା କର୍ମୀ, ଅଙ୍ଗନୱାଡି କର୍ମୀ ମାସ ମେମ୍ବର,ସ୍ଥାନୀୟ କାଉନସିଲର ସବୁ ଏହି ଶିବିର ରେ ଉପସ୍ଥିତ ଥିଲେ. I  ଏହି ଶିବିର ରେ ପ୍ରାୟ ୧୦୦ ଜଣ ରୋଗୀଙ୍କର ଚିକିତ୍ସା   ହୋଇଥିଲା l  ମାନସିକ ରୋଗ, ଅଣ ସଂକ୍ରlମକ ରୋଗ ତଥା ସିକିଲ ସେଲ ରୋଗ ର ଚିକିତ୍ସା କରାଯାଇଥିଲl. I  ଏଥିରେ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର ର ସମସ୍ତ କର୍ମଚାରୀ ସ୍ୱାସ୍ଥ୍ୟ ସେବା ଯୋଗାଇଦେଇଥିଲେ l ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଆର ବି ଏସ କେ ଟିମ ର ଡାକ୍ତର ଓ ତାଙ୍କର କର୍ମଚାରୀ ସବୁ ଏହି ଶିବିର ରେ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like