-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

*ସୋନପୁର ର ସମସ୍ତ ଜଗନ୍ନାଥ ମନ୍ଦିର ଠାରେ ଦେବସ୍ନାନ ପୂର୍ଣ୍ଣିମା ଉତ୍ସବ ପାଳନ* -

11-Jun-2025



(ମନୋରଞ୍ଜନ ତ୍ରିପାଠୀ)
ସୋନପୁର ରେ ମହାପ୍ରଭୁ ଶ୍ରୀ ବଡ ଜଗନ୍ନାଥ , ଶ୍ରୀ ଦଧି ବାମନ ଓ ଶ୍ରୀ ବୃନ୍ଦାବନ ବିହାରୀ ମନ୍ଦିର ଠାରେ  ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ତଥା ଦେବସ୍ନାନ ପୂର୍ଣ୍ଣିମା ଅବସରରେ ନିର୍ଦ୍ଧାରିତ ରୀତିନୀତି ଅନୁସାରେ ମହାପ୍ରଭୁ ଙ୍କ ର ମହା ଦିବ୍ୟ ସ୍ନାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ସକାଳ ୫ ଟା ରେ ମଙ୍ଗଳ ଆଳତୀ, ସୂର୍ଯ୍ୟ ପୂଜା, ଦ୍ଵାରପାଳ ପୂଜା ପରେ ଖେଚୁଡ଼ି ଭୋଗ ଅର୍ପଣ କରାଯାଇଥିଲା। ତାପରେ ଚତୁର୍ଦ୍ଧା ଦାରୁବିଗ୍ରହ ଙ୍କୁ ରତ୍ନ ସିଂହାସନ ରୁ ଅବତରଣ କରାଯାଇଥିଲା। ସକାଳ ୮ ଟା ରେ ମଙ୍ଗଳାର୍ପଣ ଓ ବେଶ କରାଯାଇଥିଲା। ତାପରେ ଶ୍ରୀଜୀଉ ମାନଙ୍କୁ ଧାଡ଼ି ପହଣ୍ଡି ରେ ସ୍ନାନ ବେଦୀ କୁ ବିଜେ କରାଯାଇଥିଲା।

ପବିତ୍ର ଜଳ କୁ ଚନ୍ଦନ, ଅଗୁରୁ, କର୍ପୁର , କେଶର ଆଦି ଦିବ୍ୟ ସୁବାସିତ ପଦାର୍ଥ ଦେଇ ମନ୍ତ୍ରପୂତ କରାଯାଇଥିଲା।  ଓ ଦେବ ସ୍ନାନ କରା ଯାଇଥିଲା lତାପରେ ଶ୍ରୀଜୀଉ ମାନଙ୍କର ଦିବ୍ୟ ଗଜାନନ ବେଶ ଅନୁଷ୍ଠିତ ହୋଇଥିଲା ଓ ଭୋଗ, ଆଳତୀ ପୂଜାର୍ଚ୍ଚନା ପରେ ଏହି ଦିବ୍ୟ ଦୁର୍ଲଭ ବେଶ କୁ ଭକ୍ତ ମାନେ ଦର୍ଶନ କରିଥିଲେ। ତାପରେ  ଶ୍ରୀଜୀଉ ମାନଙ୍କର ଅଣସର ବିଜେ କରାଯାଇଥିଲା।  ପ୍ରକାଶ ଥାଉ କି ଆଜି ଠାରୁ ମହାପ୍ରଭୁ ଙ୍କ ଶ୍ରୀମୁଖ ଦର୍ଶନ ନିଷେଧ ଅଛି। ଏହି କାର୍ଯ୍ୟକ୍ରମ ରେ ଶ୍ରୀ ଜଗନ୍ନାଥ ମନ୍ଦିର ଠାରେ ପୂଜକ ରାମ ଗୋପାଳ ପୁଝାରୀ, , ରାଜା ପୁଝାରୀ, ବାଲାଜୀ ତରାସିଆ, ରାମ ଶଙ୍କର ଭୋଇ, ବୈକୁଣ୍ଠ ଶତପଥି, ଜୟ ପ୍ରକାଶ ମିଶ୍ର, ରାଜ କିଶୋର ତ୍ରୀପାଠୀ , ଶ୍ରୀ ଦଧି ବାମନ ମନ୍ଦିର ଠାରେ ପୂଜକ ଦେବେସ ମିଶ୍ର, ସେବାୟତ ଶ୍ରୀବତ୍ସ ମଲ୍ଲିକ, ସାରଦା ମିଶ୍ର, କଲ୍ୟାଣ ପାଢ଼ୀ, ଶିବ ସରାଫ, ପ୍ରଦୀପ ବକ୍ସି, ଅଶୋକ ପୂଝାରୀ, ଦଧି ବାମନ ପୁଝାରୀ, ହରି ପଟ୍ଟନାୟକ, କାର୍ତ୍ତିକ ପଧାନ,  ତାରା ଶଙ୍କର ସାହୁ ଓ ବୃନ୍ଦାବନ ବିହାରୀ ମନ୍ଦିର ଠାରେ  ପଣ୍ତିତ ରାଜେନ୍ଦ୍ର କୁମାର ମହାପାତ୍ର, ପଣ୍ତିତ ପୀତବାସ ମିଶ୍ର, ଶ୍ରୀତମ ମହାପାତ୍ର, ମିକୁ ମିଶ୍ର, କୃପାନିଧି ରାୟ ଗୁରୁ, ଶ୍ୟାସୁନ୍ଦର ଶର୍ମା, କୁନା ନାଏକ ପ୍ରମୁଖ ଏ ଅଞ୍ଚଳ ର ଭକ୍ତ ମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like