-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଅତାବିରା ମାରୱାଡ଼ି ଯୁବା ମଞ୍ଚ ଓ ଜାଗୃତି ଶାଖା ପକ୍ଷରୁ ରକ୍ତଦାନ ଶିବିର

11-Jun-2025



୩୮ ୟୁନିଟ ରକ୍ତ ସଂଗ୍ରହ

ଅତାବିରା(ଆକାଶ ମିଶ୍ର): ଅତାବିରା ମାରୱାଡ଼ି  ସମ୍ମେଳନ ର ସଂପାଦକ ଉମେଶ ଅଗ୍ରୱାଲ ଙ୍କ ଅଧ୍ୟକ୍ଷତା ରେ  ଆଜି ଅତାବିରା  ଅଗ୍ରସେନ ଭବନ ଠାରେ  ମାରୱାଡ଼ି ଯୁବାମଞ୍ଚ ଓ ଜାଗୃତି  ଶାଖା ପକ୍ଷ ରୁ  ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଥାନା ଅଧିକାରୀ ପ୍ରକାଶ କର୍ଣ୍ଣ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଏହି ଶିବିରକୁ ଉଦଘାଟନ  କରିଥିଲେ । ସକାଳ ୭ ଟାରୁ ଏହି ଶିବିର ଆରମ୍ଭ ହୋଇ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଏହି ଶିବିର ଚାଲିଥିଲା । ସ୍ଵେଚ୍ଛାକୃତ ଭାବେ ୩୮ ଜନ ରକ୍ତଦାତା ରକ୍ତଦାନ କରିଥିଲେ । ବୁର୍ଲା ରକ୍ତ ଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ କରି ହଠାତ୍ ଏହି ରକ୍ତଦାନ ଶିବିର ର ଆୟୋଜନ କରାଯାଇଥିବା ଜଣାପଡିଛି ।ବୁର୍ଲା  ରକ୍ତ ଭଣ୍ଡାର ରୁ ଚାରିଜଣ କର୍ମଚାରୀ ଆସି ରକ୍ତ ସଂଗ୍ରହ କରିଥିଲେ ।ଯୁବାମଞ୍ଚ ର ସଭାପତି ପୁଲକିତ ଅଗ୍ରୱାଲ  ପ୍ରାନ୍ତୀୟ ରକ୍ତଦାନ  ସଂଯୋଜକ ଅର୍ପିତ ବାଙ୍କା, ରକ୍ତଦାନ ସଂଯୋଜକ  ରାକେଶ ଅଗ୍ରୱାଲ,ଜାଗୃତି ଶାଖା ର ସଭାପତି ରେଖା ଅଗ୍ରୱାଲ ,ଯୁବା ମଞ୍ଚ ର ପୂର୍ବତନ ସଭାପତି ପବନ ଅଗ୍ରୱାଲ କାର୍ଯ୍ୟକ୍ରମ  ପରିଚାଳନା ଦାୟିତ୍ଵ ନିର୍ବାହ କରିଥିବା ବେଳେ  ପୀୟୂଷ ଅଗ୍ରୱାଲ, ଶିବମ୍  ଅଗ୍ରୱାଲ, ଅନିକେତ ଅଗ୍ରୱାଲ,,ଅନୁପ ଅଗ୍ରୱାଲ, ସଂଗୀତା ବାଂକା, ମଧୁ ବଲୋଦିଆ ,ସୁନିତା ଅଗ୍ରୱାଲ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like